ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୩,୩୨, ୩୨୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୨,୨୫୬ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୬୨ ଲକ୍ଷ ୫୭ ହଜାର ୦୦୯ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୩୬ଲକ୍ଷ ୪୧ ହଜାର ୬୦୬ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୨୪ ଲକ୍ଷ ୨୨ ହଜାର ୧୧୯ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୬ ହଜାର ୯୨୮କୁ ବୃଦ୍ଧି ପାଇଛି।
Posted inHome, Home Middle, ଜାତୀୟ View All
ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…
ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…
ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !
ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍ରେ ବୁଧ…
ବିଜୟଙ୍କ ବଡ଼ ବୟାନ: ରାଜା ହେବାକୁ ନୁହେଁ, ରାଜନୀତିକୁ ଆସିଛି….
ଚେନ୍ନାଇ,୩୦।୯: ତାମିଲନାଡୁର ଧାରାପୁରମରେ ଏକ ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜ ଦଳ TVKର ରାଜନୈତିକ ଆଭିମୁଖ୍ୟ ନେଇ ବଡ଼ ବୟାନ ଦେଇଛନ୍ତି। ସେ…
ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…
ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…
ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…
ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…
‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ
ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…
ଟ୍ରମ୍ପଙ୍କ ସହ ଫୋନରେ କଥା ହେଲେ ମୋଦି, ଏହି ସବୁ ବିଷୟକୁ ନେଇ ଆଲୋଚନା…
ନୂଆଦିଲ୍ଲୀ,୩୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ଫୋନ୍ରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି । ଦୁଇ ନେତା ବାଣିଜ୍ୟ, ପ୍ରତିରକ୍ଷା, ଶକ୍ତି,…
୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!
ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

