Posted inଜାତୀୟ

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୫୪ ହଜାରରୁ ଅଧିକ ଚିହ୍ନଟ, ୬୯୦ ମୃତ୍ୟୁ

ନୂଆଦିଲ୍ଲୀ,୨୩।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୫୦ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୫୪ ହଜାର ୩୬୬ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୬୯୦ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୭୭, ୬୧, ୩୧୨ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୭ ହଜାର ୩୦୬କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୬୯ ଲକ୍ଷ ୪୮ ହଜାର ୪୯୭ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୬ ଲକ୍ଷ ୯୫ ହଜାର ୫୦୯ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରୋଗ୍ୟରେ ଆମେରିକାଠୁ ଭାରତ ଆଗରେ

ନୂଆଦିଲ୍ଲୀ,୨୦।୯(ପି.ଟି.): କୋଭିଡ୍‌-୧୯ ଆରୋଗ୍ୟ ହାର ଦୃଷ୍ଟିରୁ ଭାରତ ଆମେରିକାକୁ ପଛରେ ପକାଇ ଏକ ନମ୍ବର ସ୍ଥାନରେ ପହଞ୍ଚତ୍ଛି। ଗତ ୨୪ଘଣ୍ଟାରେ ଦେଶରେ ରେକର୍ଡ ସଂଖ୍ୟକ ୯୫ହଜାର...

ମହାରାଷ୍ଟ୍ର ବନ୍ଦ

ମୁମ୍ବାଇ,୧୧ ।୧୦: ଲଖିମପୁର ଖେରି ହିଂସା ଘଟଣାର ପ୍ରତିବାଦରେ ସୋମବାର ମହାରାଷ୍ଟ୍ର ବନ୍ଦ ଡାକରା ଦିଆଯାଇଛି । ଶାସକ ମହା ବିକାଶ ଅଘାଡି(ଏମ୍‌ବିଏ)ର ସହଯୋଗୀ ଦଳ...

ଭୋକିଲାଙ୍କ ତ୍ରାଣକର୍ତ୍ତା ସୀତାରାମ ବାବା

ଚେନ୍ନାଇ: ଭୋକିଲା ଲୋକଙ୍କୁ ଖାଇବାକୁ ଦେଲେ ଅନେକ ପୂଣ୍ୟ ହୋଇଥାଏ ବୋଲି କୁହାଯାଏ। କେବଳ ମଣିଷ ନୁହେଁ ପଶୁପକ୍ଷୀଙ୍କୁ ମଧ୍ୟ ଖାଇବାକୁ ଦେଲେ ଏହାପୂଣ୍ୟ ବୋଲି...

ୟୁପିରେ ଆତ୍ମସମର୍ପଣ କଲେଣି ୫୦ ଅପରାଧୀ

ଲକ୍ଷ୍ନୌ,୨୮।୩: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଯୋଗୀ ଆଦିତ୍ୟନାଥ ଦ୍ୱିତୀୟ ଥର ପାଇଁ କ୍ଷମତାକୁ ଆସିବାର ୧୫ ଦିନ ମଧ୍ୟରେ ଅନୂ୍ୟନ ୫୦ ଅପରାଧୀ ଆତ୍ମସମର୍ପଣ କରିସାରିଲେଣି।...

ଶୋପିଆନ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ମୃତ

ଶ୍ରୀନଗର,୨୦।୧: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ମୁହାଁମୁହିଁ ହୋଇଛି। ଏଥିରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ହୋଇଥିବା କହିଛି କଶ୍ମୀର ଜୋନ୍‌...

ଫଡ୍‌ନବିସଙ୍କ ନାଁରେ ସମନ ଜାରି କଲେ ନାଗପୁର କୋର୍ଟ

ନାଗପୁର,୨୯।୧୧: ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସଙ୍କ ନାଁରେ ନାଗପୁରର ଏକ କୋର୍ଟ ଦ୍ୱାରା ସମନ ଜାରି କରାଯାଇଥିବା ସୂଚନା ମିଳିଛି। ନିର୍ବାଚନ ସମୟରେ ସେ...

ଖୁସି ଖବର, ହ୍ରାସ ପାଇବ ତୃତୀୟ ଲହରର ତାଣ୍ଡବ , ଏମ୍ସ୍‌ ପକ୍ଷରୁ ସୂଚନା…

ନୂଆଦିଲ୍ଲୀ,୨୬।୬: ଦେଶରେ କରୋନା ମହାମାରୀ ଭୂତାଣୁ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତେବେ ଦିଲ୍ଲୀରୁ ଖୁସି ଖବର ମିଳିଛି। କରୋନାର ଦ୍ୱିତୀୟ ଲହର ଦ୍ୱାରା ଦେଶରେ...

ଗଲଓ୍ବାଂ ଘାଟି: ୧୯୬୨ରେ ମଧ୍ୟ ଚାଇନା ଭାରତକୁ ଦେଖାଇଥିଲା ନାଲି ଆଖି

ଲଦାଖ, ୧୬।୬: ଭାରତ ଚାଇନା ସୈନ୍ୟ ସୋମବାର ରାତିରେ ଲଦାଖର ଗଲଓ୍ବାଂ ଘାଟିରେ ମୁହାଁମୁହିଁ ହୋଇଛନ୍ତି। ଉଭୟ ପକ୍ଷ ପରସ୍ପର ଉପରକୁ ଗୁଳି ଚାଳନା କରିଛନ୍ତି।...

Advertisement
Archives

Model This Week