Posted inUncategorized

କମୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୩୬ ହଜାରରୁ ଅଧିକ ଚିହ୍ନଟ, ୪୮୮ ମୃତ୍ୟୁ

ନୂଆଦିଲ୍ଲୀ,୨୭।୧୦: ଦେଶରେ ଲଗାତାର କରୋନା ସଂକ୍ରମଣ କମିବାରେ ଲାଗିଛି। ମଙ୍ଗଳବାର ଦେଶରେ ସଂକ୍ରମଣ ମାମଲା ପ୍ରାୟ ୩୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୩୬ ହଜାର ୪୧୦ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୪୮୮ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୭୯ ଲକ୍ଷ ୪୬ ହଜାର ୪୨୯ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୧୯ ହଜାର ୫୦୨କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୨ ଲକ୍ଷ ୧ ହଜାର ୦୭୦ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୬ ଲକ୍ଷ ୨୫ ହଜାର ୮୫୭ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inUncategorized View All

ଅଙ୍ଗଦାନ ମହାଦାନ କାର୍ଯ୍ୟକ୍ରମର ଶୁଭାରମ୍ଭ

ଟିଟିଲାଗଡ଼, ୩୧।୮(ଡି.ଏନ.ଏ.): ରାଜ୍ୟ ମହିଳା ଓ ଶିଶୁ ବିକାଶ ତଥା ମିଶନ ଶକ୍ତି ମନ୍ତ୍ରୀ ଟୁକୁନୀ ସାହୁ ଅଙ୍ଗଦାନ ମହାଦାନ ସଚେତନତା କାର୍ଯ୍ୟକ୍ରମକୁ ଶନିବାର ପତକା...

ତ୍ରିଜଙ୍ଗା କଲୋନୀରେ ଡକାୟତି ଉଦ୍ୟମ ପଣ୍ଡ: ୪ ଗିରଫ, ମାରଣାସ୍ତ୍ର ଜବତ

କଳିଙ୍ଗନଗର,୧୯ା୧(ଡି.ଏନ.ଏ.): ଯାଜପୁରରୋଡ ଥାନା ପୋଲିସ ଏକ ବିଶ୍ୱସ୍ତ ସୂତ୍ରରୁ ଖବର ପାଇ ଶୁକ୍ରବାର ବଳିମ୍ବିତ ରାତିରେ ଦାନଗଦୀ ତ୍ରିଜଙ୍ଗା କଲୋନୀରେ ଚଢାଉ କରି ଏକ ଡକାୟତି...

ଜୋକୋଭିଚ୍‌ଙ୍କୁ ୫ମ ଓ୍ବିମ୍ବେଲଡନ ଟାଇଟଲ

ଲଣ୍ଡନ, ୧୫ା୭ (ଏଏଫ୍‌ପି)-ସୁଇଜରଲାଣ୍ଡର ରୋଜର ଫେଡରରଙ୍କୁ ୭-୬ (୭/୫), ୧-୬, ୭-୬ (୭/୪), ୪-୬, ୧୩-୧୨ (୭/୩) ସେଟ୍‌ରେ ହରାଇ ସର୍ବିୟାର ନୋଭାକ୍‌ ଜୋକୋଭିଚ୍‌ ୫ମ...

ଓଡ଼ିଶାରେ ପୁଣି ୧୧ : କରୋନା ସଂକ୍ରମିତ ସଂଖ୍ୟା ହେଲା ୨୦

ଭୁବନେଶ୍ୱର, ୩।୪(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତଙ୍କୁ ନେଇ ଯେଉଁ ଆଶଙ୍କା ଥିଲା ତାହା ବାସ୍ତବ ରୂପ ନେବାରେ ଲାଗିଛି। ଶୁକ୍ରବାର କଟକରେ ଜଣେ ଏବଂ ଭୁବନେଶ୍ୱର...

ରାସ୍ତା ଉପରେ ଜଳିଗଲା କାର୍‌

ଚୌଦ୍ୱାର,୨୪ା୬(ଡି.ଏନ୍‌.ଏ.) : ଚୌଦ୍ୱାର ଚାରବାଟିଆ ଆଗ୍ରାହାଟ ମୁଖ୍ୟ ରାସ୍ତାରେ ବୁଧବାର ମଧ୍ୟାହ୍ନରେ ହଠାତ୍‌ ଏକ ଚଳନ୍ତା କାର୍‌ରେ ନିଆଁ ଲାଗିଯାଇଛି। କାର୍‌ ଚାଳକ ଭୟରେ ପଳାଇଯାଇଥିବା...

ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଦେଶର କରୁଛନ୍ତି ବିଭାଜନ: ଜାଭେଦ୍‌ ଅଖତର

ପାଟନା,୨୮।୪: ପରାଧୀନ ଭାରତରେ ବନ୍ଦେ ମାତରମ୍‌ କହିବାକୁ ଭୟ କରୁଥିବା ଲୋକେ ଆଜି ଭାଜପାରେ ରହି ଦେଶରେ ସାମ୍ପ୍ରଦାୟିକ ବିଦ୍ୱେଷ ସୃଷ୍ଟି କରିବା ସହିତ ବିଭାଜନ...

Featured Video Play Icon

ଲକଡାଉନରେ ଘରେ ପ୍ରସ୍ତୁତ କରନ୍ତୁ ସ୍ୱାଦିଷ୍ଟ ଚିଲି ଚିକେନ୍

ଲକଡାଉନରେ ଘରେ ରହି ଆପଣ ବୋର ହେଉଛନ୍ତି କି । ବିଲକୁଲ ବୋର ହୁଅନ୍ତୁ ନାହିଁ, ଘରେ ରହି ସ୍ୱାଦିଷ୍ଟ ଚିଲି ଚିକେନ୍ ପ୍ରସ୍ତୁତ କରନ୍ତୁ...


Coronavirus Update

Archives

Model This Week

Why Dharitri