Posted inଜାତୀୟ

ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ପାଖାପାଖି ୨୧ ହଜାର ଆକ୍ରାନ୍ତ, ୩୭୯ ମୃତ

ନୂଆଦିଲ୍ଲୀ,୩।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଗତ ୨୪ ଘଣ୍ଟାରେ ଦେଶରେ ୨୦ ହଜାର ୯୦୩ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୩୭୯ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୬ ଲକ୍ଷ ୨୫ ହଜାର ୫୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଲକ୍ଷ ୭୯ହଜାର ୮୯୧ ଜଣ ସୁସ୍ଥ ହୋଇଥିବା ବେଳେ ୧୮ହଜାର ୨୧୩ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୨ ଲକ୍ଷ ୨୭ ହଜାର ୪୩୯ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘୫ ଦିନ ପରେ ମୁଖ୍ୟମନ୍ତ୍ରୀଙ୍କ ସହ ବଡ଼ ଦୁର୍ଘଟଣା ଘଟିବ’

ଲକ୍ଷ୍ନୌ,୪।୫: ଉତ୍ତରପ୍ରଦେଶ ପୋଲିସର ହ୍ବାଟସଆପ୍‌ ନମ୍ବରରେ ଏକ ଧମକପୂର୍ଣ୍ଣ ମେସେଜ୍‌ ଆସିଛି। ଏହି ମେସେଜ୍‌ଟି ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନାଁରେ ଆସିଛି। ଯେଉଁଥିରେ ଲେଖାଯାଇଛି...

ତେଜୁଛି ଅଗ୍ନିପଥ ନିଆଁ: ସେନାଙ୍କ ସହ ବୈଠକ କଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୧୮।୬: ଅଗ୍ନିପଥ ଯୋଜନାକୁ ନେଇ ଦେଶରେ ଜାରି ରହିଥିବା ବିରୋଧ ମଧ୍ୟରେ ସେନା ଏବଂ ସରକାର ମଧ୍ୟ ଆଲର୍ଟ ମୋଡରେ ଅଛନ୍ତି। ଶନିବାର ଏନେଇ ପ୍ରତିରକ୍ଷା...

ଶେଷ ହେଲା ଶ୍ରୀ କାଶୀ ବିଶ୍ୱନାଥ ଧାମର କାମ: ଲୋକାର୍ପଣ କରିବେ ମୋଦି

ବାରାଣସୀ,୧୧ ।୧୨: ଶ୍ରୀ କାଶୀ ବିଶ୍ୱନାଥ ମନ୍ଦିରର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ପୂର୍ବରୁ ମନ୍ଦିରର ପ୍ରଥମ ପର୍ଯ୍ୟାୟ କାମ ଶେଷ...

ନୌସେନା କ୍ରୁ ମଡ୍ୟୁଲ ପୁନରୁଦ୍ଧାର ମଡେଲର ପ୍ରାଥମିକ ପରୀକ୍ଷଣ କଲା ଇସ୍ରୋ, ୨୦୨୪ରେ ଗଗନୟାନ ମିଶନ…

ଶ୍ରୀହରିକୋଟା,୯।୨ : ଭାରତୀୟ ମହାକାଶ ଅନୁସନ୍ଧାନ ସଂଗଠନ (ଇସ୍ରୋ) ନୌସେନା ସହିତ ଏହାର ଗଗନୟାନ ମିଶନର ଏକ ଅଂଶ ଭାବରେ ୱାଟର ସର୍ଭାଇଭାଲ ଟେଷ୍ଟ ସୁବିଧାର...

ପୁଣି ୩ ଏମ୍‌ପି ରାଜ୍ୟ ସଭାରୁ ନିଲମ୍ବିତ

ନୂଆଦିଲ୍ଲୀ,୨୮।୭: ସଂସଦରେ ବିଶୃଙ୍ଖଳା ସୃଷ୍ଟି କରିବା ଅଭିଯୋଗରେ ଗୁରୁବାର ଆଉ ତିନି ଜଣ ଏମ୍‌ପିଙ୍କୁ ରାଜ୍ୟ ସଭାରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ଏମ୍‌ପିମାନଙ୍କ ମଧ୍ୟରେ ଆମ...

ଗର୍ଭାବସ୍ଥାର ୩୫ ସପ୍ତାହରେ ମହିଳାଙ୍କୁ ମିଳିଲା ଗର୍ଭପାତ ଅନୁମତି

କୋଲକତା,୧୮।୨: କଲିକତା ହାଇକୋର୍ଟ ଏକ ଗୁରୁତ୍ତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଏକ ମାମଲାରେ ଗର୍ଭାବସ୍ଥାର ୩୫ ସପ୍ତାହ ଚାଲିଥିବାବେଳେ ମହିଳାଙ୍କୁ ଗର୍ଭପାତ କରିବାକୁ ଅନୁମତି ମିଳିଛି। ଏକ...

ଲୋକ ସଭା ଉପନିର୍ବାଚନ: ଏସ୍‌ପି ପାଇଁ ଅଗ୍ନିପରୀକ୍ଷା

ଲକ୍ଷ୍ନୌ,୧୮ା୬(ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର ରାମପୁର ଏବଂ ଆଜମଗଡ଼ ଲୋକ ସଭା ଆସନ ଲାଗି ହେବାକୁ ଯାଉଥିବା ଉପନିର୍ବାଚନ ବିରୋଧୀ ଦଳ ସମାଜବାଦୀ ପାର୍ଟି (ଏସ୍‌ପି) ପାଇଁ ଅଗ୍ନିପରୀକ୍ଷା...

ଦଶମ-ଦ୍ୱାଦଶ ଅଫ୍‌ଲାଇନ ପରୀକ୍ଷା ରଦ୍ଦ ମାମଲା, ବୁଧବାରରୁ ଶୁଣାଣି…

ନୂଆଦିଲ୍ଲୀ,୨୨।୨ : ସିବିଏସଇ, ଆଇସିଏସଇ, ଏନଆଇଓଏସ ଏବଂ ରାଜ୍ୟ ବୋର୍ଡର ଦଶମ ଏବଂ ଦ୍ୱାଦଶ ଅଫଲାଇନ ପରୀକ୍ଷା ବିରୋଧରେ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ରାଜି...

Advertisement
Archives

Model This Week