ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ

ମୁମ୍ବାଇ, ୧୨।୭: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ ହୋଇଛି। ରେଖାଙ୍କ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ରେଖାଙ୍କ ବଙ୍ଗଳାକୁ ସିଲ୍‌ କରି ଦିଆଯାଇଛି। ବାନ୍ଦ୍ରାଠାରେ ଥିବା ରେଖାଙ୍କ ବଙ୍ଗଳା ‘ସି ସ୍ପ୍ରିଙ୍ଗ୍‌’ ଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ମୁମ୍ବାଇ ମହାନଗର ପାଳିକା ପକ୍ଷରୁ ଏହି ଅଞ୍ଚଳକୁ ସାନିଟାଇଜ ମଧ୍ୟ କରାଯାଇଛି। ରେଖାଙ୍କ ବଙ୍ଗଳାରେ ସାଧାରଣତଃ ୨ ଜଣ ସୁରକ୍ଷାକର୍ମୀ ମୁତୟନ ରହିଥାନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଅନ୍ୟ କର୍ମୀଙ୍କ ନମୁନା ମଧ୍ୟ ପରୀକ୍ଷା ପାଇଁ ପଠାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଳଦ୍ୱୀପରେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହିଥାନ୍ତି। ସେ ନିକଟରେ ନିଜର କେତେକ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି,...

ଲୁକ୍‌କୁ ନେଇ ଚର୍ଚ୍ଚାରେ ଏହି ଅଭିନେତ୍ରୀ

ମୁମ୍ବାଇ : ବଲିଉଡ୍‌ର ଜଣାଶୁଣା ଅଭିନେତ୍ରୀ ମୌନୀ ରାୟ ଆଜିକାଲି ନିଜର ଫଟୋ ଏବଂ ଭିଡିଓକୁ ନେଇ ଚର୍ଚ୍ଚାରେ ରହୁଛନ୍ତି। ଏବେ ମୌନୀ କିଛି ଫଟୋ...

ନିଜଠାରୁ ଦୁଇ ବର୍ଷ ବଡ଼ ରଜନୀକାନ୍ତଙ୍କ ଝିଅ ଐଶ୍ୱର୍ଯ୍ୟାଙ୍କ ପ୍ରେମରେ ପଡ଼ିଥିଲେ ଏହି ସୁପରଷ୍ଟାର, ଜଣାପଡ଼ିବା ପରେ..

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଧନୁଷଙ୍କ ଆଜି ହାପି ବର୍ଥ ଡେ। ୧୯୮୩ ଜୁଲାଇ ୨୮ରେ ତାମିଲନାଡ଼ୁରେ ଜନ୍ମଗ୍ରହଣ କରିଥିଲେ ଏହି ଅଭିନେତା। ଧନୁଷ ବାପା କସ୍ତୁରୀ...

ଚଳଚ୍ଚିତ୍ର ପୋଷ୍ଟରକୁ ନେଇ ବିବାଦରେ ପପୁ ପମ୍‌ପମ୍‌

ଭୁବନେଶ୍ୱର, ୧୭।୮(ବ୍ୟୁରୋ): ଓଡ଼ିଆ ହାସ୍ୟ ଅଭିନେତା ପପୁ ପମ୍‌ପମ୍‌ ପୁଣି ଥରେ ବିବାଦକୁ ଟାଣିହୋଇ ଆସିଛନ୍ତି। ଏଥର ସେ ନିଜର ଆଗାମୀ ଚଳଚ୍ଚିତ୍ର ପୋଷ୍ଟରକୁ ନେଇ...

ନିୟତିରୁ ଆରମ୍ଭ ଯାତ୍ରା

ତାଙ୍କର ମୂଳନାମ ପ୍ରଭାସିନୀ ପାଣିଗ୍ରାହୀ। ହେଲେ ଯାତ୍ରା ଇଣ୍ଡଷ୍ଟ୍ରିରେ ସେ କେବେଳ ମାମା ନାମରେ ହିଁ ପରିଚିତ। ଘର ଭଦ୍ରକ ଜିଲାର ବାସୁଦେବପୁର ଅନ୍ତର୍ଗତ ବ୍ରାହ୍ମଣଗଁ।...

ଲକ୍‌ଡାଉନ ଯୋଗୁ ରାତିରେ ଶୋଇ ପାରୁ ନାହାନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: କରୋନା ସଂକ୍ରମଣ ପାଇଁ ସାରା ଦେଶରେ ଲକ୍‌ଡାଉନ ଘୋଷଣା କରାଯାଇଛି। ଏହି ଲକ୍‌ଡାଉନ ୩.୦ ମେ’ ୧୭ ପର୍ଯ୍ୟନ୍ତ ଲାଗୁ କରାଯାଇଛି। ଲକ୍‌ଡାଉନ ଯୋଗୁ...

ସ୍ବାମୀଙ୍କଠାରୁ ଧନୀ ଏହି ପ୍ରସିଦ୍ଧ ଅଭିନେତ୍ରୀ

ବଲିଉଡ ପରେ ହଲିଉଡ୍‌ ନାଁ କମାଇଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ ଅଛନ୍ତି। କଠିନ ପରିଶ୍ରମ ଯୋଗୁ ସେ ଅନେକ ହିଟ ଫିଲ୍ମ ଦର୍ଶକଙ୍କୁ...

ଶାହାରୁଖଙ୍କ ଜନ୍ମଦିନରେ ଫଟୋ ଶେୟାର କରି ଝିଅ ଲେଖିଲେ ଏମିତି…

ମୁମ୍ବାଇ: ନଭେମ୍ବର ୨ ଅର୍ଥାତ୍‌ ଆଜି କିଙ୍ଗ୍‌ଖାନ ଶାହାରୁଖଙ୍କ ଜନ୍ମଦିନ। ଏହି ଅବସରରେ ତାଙ୍କ ଝିଅ ସୁହାନା ଶାହାରୁଖଙ୍କୁ ୫୭ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ମଙ୍ଗଳବାର...

Advertisement
Archives

Model This Week