ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ

ମୁମ୍ବାଇ, ୧୨।୭: ବଲିଉଡ୍‌ ଅଭିନେତ୍ରୀ ରେଖାଙ୍କ ବଙ୍ଗଳାରେ କରୋନା ସଂକ୍ରମଣ ହୋଇଛି। ରେଖାଙ୍କ ସୁରକ୍ଷାକର୍ମୀଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏହାପରେ ସୁରକ୍ଷା ଦୃଷ୍ଟିରୁ ରେଖାଙ୍କ ବଙ୍ଗଳାକୁ ସିଲ୍‌ କରି ଦିଆଯାଇଛି। ବାନ୍ଦ୍ରାଠାରେ ଥିବା ରେଖାଙ୍କ ବଙ୍ଗଳା ‘ସି ସ୍ପ୍ରିଙ୍ଗ୍‌’ ଥିବା ଅଞ୍ଚଳକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ମୁମ୍ବାଇ ମହାନଗର ପାଳିକା ପକ୍ଷରୁ ଏହି ଅଞ୍ଚଳକୁ ସାନିଟାଇଜ ମଧ୍ୟ କରାଯାଇଛି। ରେଖାଙ୍କ ବଙ୍ଗଳାରେ ସାଧାରଣତଃ ୨ ଜଣ ସୁରକ୍ଷାକର୍ମୀ ମୁତୟନ ରହିଥାନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ରିପୋର୍ଟ ପଜିଟିଭ୍‌ ଆସିବା ପରେ ଅନ୍ୟ କର୍ମୀଙ୍କ ନମୁନା ମଧ୍ୟ ପରୀକ୍ଷା ପାଇଁ ପଠାଯାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଇରାଲ ହେଲା ତୈମୁରଙ୍କ ଆଉ ଏକ ଫଟୋ

ମୁମ୍ବାଇ,୩୧।୫: ପଟୌଦି ଖାନଦାନର ଛୋଟେ ନବାବ ସୈଫ ଅଲ୍ଲୀ ଖାଁ, କରୀନା କପୁର ଖାଁ ଓ ତୈମୁରଙ୍କୁ ଗୁରୁବାର ରାତିରେ ମୁମ୍ବାଇ ଏୟାରପୋର୍ଟରେ ସ୍ପଟ କରାଯାଇଛି।...

ବେବି ବମ୍ପ ଦେଖାଇ ପ୍ରଶଂସକଙ୍କୁ ଏଭଳି ପ୍ରଶ୍ନ ପଚାରିଲେ ଭାରତୀ

ବମ୍ବେ: ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି ଲୋକପ୍ରିୟ କମେଡିଆନ୍‌ ଭାରତୀ ସିଂହ। କିଛି ଦିନ ତଳେ ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ପ୍ରଶଂସକଙ୍କୁ ଜଣାଇଥିଲେ...

ଦୁଇ ମିନିଟର ଭିଡିଓ ବଦଳାଇଲା ଜୀବନ: ଷ୍ଟେଶନରେ ଗୀତ ଗାଇ ଗୁଜୁରାଣ ମେଣ୍ଟାଉଥିବା ରାନୁ ଏବେ ଷ୍ଟାର, ଦଶ ବର୍ଷ ପରେ ଭେଟିଲେ ଝିଅଙ୍କୁ

ମୁମ୍ବାଇ: ଦୁଇ ମିନିଟର ଭିଡିଓ ବଦଳାଇଛି ଜୀବନ। ରାନୁ ମାରିୟା ମଣ୍ଡଳ ପଶ୍ଚିମବଙ୍ଗର ରାଣାଘାଟ ଷ୍ଟେଶନରେ ବସି ଗାଉଥିବା ବେଳର ଏକ ଭିଡିଓକୁ ଯାତ୍ରୀ ଅତିନ୍ଦ୍ର...

କଥକ ଅଭ୍ୟାସ କଲେ ସୋନାଲି

ମୁମ୍ବାଇ: ସାରା ଦେଶରେ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ ସମସ୍ତେ ଘରେ ବନ୍ଦହୋଇ ରହିଛନ୍ତି। ଏଥିରୁ ବାଦ୍‌ ପଡ଼ିନାହାନ୍ତି ବଲିଉଡ ତାରକା। ଅଭିନେତା, ଅଭିନେତ୍ରୀମାନେ ଘରେ...

ଗେହରାଇୟାଁକୁ ନେଇ ଆଇକନିକ୍‌ ଗର୍ଲଙ୍କୁ ଏମିତି କହିଲେ ପୂର୍ବତନ କମିଶନର

ନିକଟରେ ବଲିଉଡ୍‌ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କ ରୋମାନ୍ସ ଫିଲ୍ମ ଗେହରାଇୟାଁ ରିଲିଜ ହୋଇଛି । ଓଟିଟି ପ୍ଲାଟଫର୍ମ ଆମାଜନ ପ୍ରାଇମ ଭିଡିଓରେ ମୁକ୍ତିଲାଭ କରିଛି। ତେବେ...

ସଲମାନ ଖାନ୍‌ଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ବଲିଉଡର ଭାଇଜାନ ସଲମାନ ଖାନ ଆଜି ୫୬ ବର୍ଷରେ ପଦାର୍ପଣ କରିଛନ୍ତି। ସଲ୍ଲୁ ଇଣ୍ଡଷ୍ଟ୍ରୀରେ ନୂଆ ଅଭିନେତ୍ରୀ ଲଞ୍ଚ କରିବା ପାଇଁ ପ୍ରସିଦ୍ଧ। ଏହା ବ୍ୟତୀତ...

ସୁନ୍ଦରତାରେ ଅଭିନେତ୍ରୀଙ୍କୁ ବି ପଛରେ ପକାଇଦେବେ କେନ୍ଦ୍ରମନ୍ତ୍ରୀଙ୍କ ଝିଅ: ଖୁବ୍‌ଶୀଘ୍ର ବଲିଉଡ୍‌ରେ କରିବେ ଡେବ୍ୟୁ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କଙ୍କ ଝିଅ ଆରୁଷୀ ନିଶଙ୍କ ଖୁବ୍‌ଶୀଘ୍ର ବଲିଉଡ୍‌ରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତେବେ ଏହା ଏକ ଯୁଦ୍ଧ ଭିତ୍ତିକ...

ପ୍ରିୟଙ୍କା ମୋ ଠାରୁ ୧୦ ବର୍ଷ ବଡ଼ କହିଲେ ନିକ୍‌

ଓ୍ବାଶିଂଟନ: ବଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବଂ ଆମେରିକା ଗାୟକ ନିକ୍‌ ଜୋନସ୍‌ଙ୍କ ବିବାହ ନେଇ ବହୁ ଚର୍ଚ୍ଚା ହୋଇଥିବା। ଏବେ ମଧ୍ୟ ବହୁ ସମୟରେ...

Advertisement
Archives

Model This Week