କରୋନା ସଂକ୍ରମଣ: ଭାରତ ଆମେରିକା-ବ୍ରାଜିଲ୍‌କୁ ଟପିବା ଆଶଙ୍କା

ନୂଆଦିଲ୍ଲୀ, ୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ିଚାଲିଛି। ଇତିମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୩ ହଜାର ୯୪୭ରେ ପହଞ୍ଚିଛି। ଏବେ ଭାରତ ରୁଷ୍‌ ପାଖାପାଖି ପହଞ୍ଚି ଯାଇଛି। ରୁଷ୍‌ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୭୪ ହଜାର ୫୧୫ ରହିଛି। ଆକ୍ରାନ୍ତଙ୍କ ସଂଖ୍ୟାରେ ଭାରତ ରୁଷ୍‌ଠାରୁ ମାତ୍ର ୬୧୧ ପଛରେ ରହିଛି। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୨୪ ହଜାର ୧୮ ଜଣ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିଲା। ଏହି ଧାରା ଜାରି ରହିଲେ ଜୁଲାଇ ୬ରେ ଭାରତ ରୁଷ୍‌କୁ ପଛରେ ପକାଇ ତୃତୀୟ ସ୍ଥାନରେ ରହିବ। ସେହିପରି ଆସନ୍ତା ୨ ସପ୍ତାହ ମଧ୍ୟରେ ଭାରତ ଦ୍ୱିତୀୟ ସ୍ଥାନରେ ଥିବା ବ୍ରାଜିଲ୍‌କୁ ମଧ୍ୟ ପଛରେ ପକାଇବାର ଆଶଙ୍କା ସୃଷ୍ଟି ହୋଇଛି। ଏବେ ବ୍ରାଜିଲ୍‌ରେ ୧୫ ଲକ୍ଷ ୭୮ ହଜାର ୩୭୬ ଜଣ ଆକ୍ରାନ୍ତ ରହିଛନ୍ତି। ସେହିପରି କରୋନା ସଂକ୍ରମଣ ତାଲିକାର ଶୀର୍ଷରେ ଆମେରିକା ରହିଛି। ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୯ ଲକ୍ଷ ୩୫ ହଜାର ୭୭୦ରେ ପହଞ୍ଚିଛି। ଆସନ୍ତା ମାସେ ମଧ୍ୟରେ ଅର୍ଥାତ୍‌ ଜୁଲାଇ ଶେଷ ସୁଦ୍ଧା ଭାରତ ଆମେରିକାକୁ ପଛରେ ପକାଇବାର ଆଶଙ୍କା ରହିଥିବା କରୋନା ଓ୍ବାଲର୍‌ଡ ମିଟର ସର୍ଭେ ଅନୁସାରେ ଅନୁମାନ କରାଯାଉଛି। ଏବେ ଭାରତ କରୋନା ସଂକ୍ରମଣ ତାଲିକାରେ ଚତୁର୍ଥ ସ୍ଥାନରେ ରହିଛି। ଏହା ପଛକୁ ପଞ୍ଚମ ସ୍ଥାନରେ ପେରୁ ରହିଛି। ପେରୁରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୯ ହଜାର ୮୦ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜୟଙ୍କ ବିଦେଶ ଗସ୍ତକୁ ନେଇ ଉପୁଜିପାରେ ବାଧା

ମୁମ୍ବାଇ,୧୩।୮: ବଲିଉଡ୍‌ ନାୟକ ସଞ୍ଜୟ ଦତ୍ତ କ୍ୟାନସରରେ ପୀଡ଼ିତ ହେବା ଜଣାପଡିବା ପରେ ସମସ୍ତେ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି। ତେବେ କ୍ୟାନସର ଚିକିତ୍ସା...

ଏନ୍‌ଡିଏ ପରୀକ୍ଷା ଦେଇପାରିବେ ଛାତ୍ରୀ..

ନୂଆଦିଲ୍ଲୀ,୧୮।୮: ନ୍ୟାଶନାଲ ଡିଫେନ୍ସ୍‌ ଏକାଡେମୀ(ଏନ୍‌ଡିଏ) ପରୀକ୍ଷା ଛାତ୍ରୀମାନେ ଦେଇପାରିବେ। ଏନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି। ଏହା ଦ୍ୱାରା ଚଳିତ ବର୍ଷ ସେପ୍ଟେମ୍ବର ୫ରେ...

ଘରୁ ମିଳିଲା ‘ମିର୍ଜାପୁର’ ଅଭିନେତାଙ୍କ ମୃତଦେହ

ନୂଆଦିଲ୍ଲୀ,୨।୧୨: ଲୋକପ୍ରିୟ ଓ୍ବେବ ସିରିଜ ମିର୍ଜାପୁର ପାଇଁ ଜଣାଶୁଣା ଅଭିନେତା ବ୍ରହ୍ମା ମିଶ୍ରାଙ୍କ ମୃତଦେହ ମୁମ୍ବାଇର ଭରସୋଭାସ୍ଥିତ ବାସଭବନରୁ ମିଳିଛି। ଏ ନେଇ ଗୁରୁବାର ସ୍ପଷ୍ଟ...

ଲକ୍‌ଡାଉନ ଯୋଗୁ ଅଫିସ୍‌ରେ କର୍ମଚାରୀଙ୍କ ବିତୁଛି ରାତି

ବେଜିଂ,୩୧।୩: ଚାଇନାରେ କରୋନା ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ହଜାର ହଜାର ସଂଖ୍ୟାରେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ କରୋନାଜନିତ ଶତାଧିକଙ୍କ ମୃତ୍ୟୁ...

ମାଲିକ ଜୀବନ ବଞ୍ଚାଇବା ପାଇଁ ବାଘ ସହିତ ଲଢ଼ିଲେ ୨ ପୋଷା କୁକୁର

ଭୋପାଳ,୪।୬: ପୋଷା କୁକୁର ମାଲିକ ଜୀବନ ବଞ୍ଚାଇବା ନୂଆ ନୁହେଁ। ଏବେ ମଧ୍ୟପ୍ରଦେଶ ସିବାନି ଜିଲାରେ ଏଭଳି ଏକ ଘଟଣା ଘଟିଛି। ସ୍ଥାନୀୟ ଜାତୀୟ ଅଭୟାରଣ୍ୟ...

୪୦ ହଜାର ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୭: ଦେଶରେ କରୋନା ମହାମାରୀ ସଂକ୍ରମଣରେ ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦ୍ୱିତୀୟ ଲହର ପ୍ରକୋପ ଥମିବାରେ ଲାଗିଛି। ଦୈନିକ...

ମହାରାଷ୍ଟ୍ରରେ ମୌସୁମୀ

ମୁମ୍ବାଇ,୧୧।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ମହାରାଷ୍ଟ୍ରରେ ପହଞ୍ଚିଥିବା ସୂଚନା ଦେଇଛନ୍ତି ମହାରାଷ୍ଟ୍ର ପାଣିପାଗ ବିଭାଗର ବିଶେଷଜ୍ଞ କେଏସ୍‌ ହୋସାଲିକର। ଏଥର ମହାରାଷ୍ଟ୍ରରେ ଭଲ...

ସମସ୍ତ ସୁପାରିସ ମାନିବାକୁ ରାଜ୍ୟ ସରକାର ବାଧ୍ୟ ନୁହନ୍ତି

ନୂଆଦିଲ୍ଲୀ,୧୯।୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ବ୍ୟାପାରରେ ଆଇନ ପ୍ରଣୟନ କରିବା କ୍ଷମତା ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କର ରହିଛି। ଜିଏସ୍‌ଟି କାଉନସିଲର...

Advertisement
Archives

Model This Week