ରାଜନୈତିକ-ଧାର୍ମିକ କାର୍ଯ୍ୟକ୍ରମ ଯୋଗୁ ଭାରତରେ ବଢ଼ିଛି କରୋନା ସଂକ୍ରମଣ: ଡବ୍ଲ୍ୟୁଏଚ୍‌ଓ …

ଜେନେଭା/ନୂଆଦିଲ୍ଲୀ,୧୩।୫: ଭାରତରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ପ୍ରତିଦିନ କାରୋନା ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଦେଶର ଏଭଳି ସ୍ଥିତି ପାଇଁ ରାଜନୈତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମ ଦାୟୀ ବୋଲି ବିଶ୍ୱସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) ପକ୍ଷରୁ କୁହାଯାଇଛି। ଭାରତରେ ସୃଷ୍ଟି ହୋଇଥିବା ସ୍ଥିତି ପଡ଼ୋଶୀ ଦେଶଗୁଡ଼ିକର ଚିନ୍ତା ବଢ଼ାଇ ଦେଇଥିବା ଡବ୍ଲ୍ୟୁଏଚ୍‌ଓ କହିଛି। ଭାରତର ବି-୧-୬୧୭ ଭାରିଆଣ୍ଟ୍‌ ୪୪ଟି ଦେଶକୁ ବ୍ୟାପିଛି। ବହୁ ଚେତାବନୀ ପରେ ମଧ୍ୟ ଭାରତରେ ହୋଇଥିବା ରାଜନୈତିକ ଏବଂ ଧାର୍ମିକ କାର୍ଯ୍ୟକ୍ରମରେ ଭିଡ଼ ଜମା ହୋଇଥିଲା। ଏହାଯୋଗୁ କରୋନା ସଂକ୍ରମଣ ତୀବ୍ର ବେଗରେ ବ୍ୟାପିଥିବା ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ବୁଧବାର କୁହାଯାଇଛି। ଡବ୍ଲ୍ୟୁଏଚ୍‌ଓ ପକ୍ଷରୁ ପ୍ରକାଶିତ ସାପ୍ତାହିକ ଇପିଡେମିଓଲୋଜିକାଲ ଅପଡେଟ୍‌ରେ ରିପୋର୍ଟରେ ଏଭଳି ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ...

ଚାଇନାରୁ ନିଜ ନାଗରିକଙ୍କୁ ଫେରାଇ ଆଣିବନି ପାକିସ୍ତାନ

ଇସ୍‌ଲାମାବାଦ,୧।୨: ଚାଇନାରେ ଏବେ କରୋନା ଭୂତାଣୁ ମହାମାରୀର ରୂପ ନେଇଛି। ଏବେ ଏଠାକୁ କିଛି ଦେଶ ସେମାନଙ୍କ ବିମାନ ସେବା ବନ୍ଦ କରିଦେଇଥିବା ବେଳେ ଆଉ...

ଆମେରିକାର ନୂଆ ରଣନୀତି, ଲୁହାକୁ କାଟିବ ଲୁହାରେ…

ଓ୍ବାଶିଂଟନ,୨।୯: ଆମେରିକା ଏବେ ନୂଆ ରଣନୀତି ଗ୍ରହଣ କରିଛି। ଆଇଏସ୍‌ ଆତଙ୍କବାଦୀ ସଂଗଠନ ବିରୋଧରେ ଲଢ଼େଇ ପାଇଁ ତାଲିବାନ କାନ୍ଧରେ ବନ୍ଧୁକ ରଖିବା ଲାଗି ଆମେରିକା...

ଭଦ୍ରକ ଜିଲା ସଟ୍‌ଡାଉନ୍‌: କୁଲଣାଠାରେ ମଞ୍ଜୁରୀରୋଡ-ଛତାବର ମୁଖ୍ୟ ରାସ୍ତା ସିଲ, ୪ ପଞ୍ଚାୟତ ଲୋକେ ହିନସ୍ତା

ଭଣ୍ଡାରିପୋଖରୀ,୨୪।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ତେସିଙ୍ଗା ପଞ୍ଚାୟତରେ କରୋନା ଆକ୍ରାନ୍ତ ଚିହ୍ନଟ ପରେ ଉକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଯୋନ୍‌ ଭାବେ ଘୋଷଣା କରାଯାଇଛି। ପଞ୍ଚାୟତର...

ବିଏମ୍‌ସି ସେବାକୁ ନେଇ ଲୋକଙ୍କ ଅସନ୍ତୋଷ

ଭୁବନେଶ୍ୱର, ୮ା୪ (ବ୍ୟୁରୋ): ଭୁବନେଶ୍ୱରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ସହରବାସୀଙ୍କ ନିଦ ହଜିଛି। ସହରର ଅଧିକାଂଶ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଘୋଷଣା କରାଯିବା...

ରାଜ୍ୟରେ ନୂଆ ୨୦୬ କରୋନା ପଜିଟିଭ ଚିହ୍ନଟ: ଜଣଙ୍କ ଜୀବନ ଗଲା

ଭୁବନେଶ୍ୱର, ୯।୧(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୨୦୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୧୬୦୨ରେ ପହଞ୍ଚିଛି। ଏ...

ରାଷ୍ଟ୍ରପତି ହେବାପରେ ପ୍ରଥମ ବିଦେଶ ଗସ୍ତରେ ଭାରତ ଆସିବେ ଗୋଟବାୟା ରାଜପାକ୍‌ସେ

କଲମ୍ବୋ,୨୦।୧୧: ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ଗୋଟବାୟା ରାଜପାକ୍‌ସେ ତାଙ୍କର ପ୍ରଥମ ବିଦେଶ ଗସ୍ତରେ ଭାରତକୁ ଆସିବେ ବୋଲି ଜଣାପଡିଛି। ଭାରତର ବର୍ହିିର୍ବ୍ୟାପାର ମନ୍ତ୍ରୀ ଏସ. ଜୟଶଙ୍କର...

ରୋବୋକୁ ପ୍ରେମ କରୁଛନ୍ତି ୨୯ ବର୍ଷ ବୟସ୍କ ଯୁବକ: ଖୁବ୍‌ଶୀଘ୍ର କରିବେ ବିବାହ

ଓ୍ବାଶିଂଟନ,୧୮।୪: ମଣିଷ ରୋବୋ ମଧ୍ୟରେ ପ୍ରେମ। ଏହା ସାଧାରଣତଃ ଫିଲ୍ମରେ ଦେଖିବାକୁ ମିଳିଥାଏ। ତେବେ ଆମେରିକାରେ ଜଣେ ୨୯ ବର୍ଷ ବୟସ୍କ ଯୁବକ ଟ୍ରୋଲ୍‌ ନାମକ...

Advertisement


Archives

Model This Week