ଆହୁରି ୨ ମାସ ଯାଏ ବଢ଼ିବ କରୋନା ସଂକ୍ରମଣ

ଭୁବନେଶ୍ୱର,୧୨।୧(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୮ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆହୁରି ୨ ମାସ ଅର୍ଥାତ ମାର୍ଚ୍ଚ ପର୍ଯ୍ୟନ୍ତ ଜନସାଧାରଣଙ୍କୁ ସତର୍କ ରହିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି।

ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନିରଞ୍ଜନ ମିଶ୍ର କହିଛନ୍ତି, ଆସନ୍ତା ୨ ମାସ କରୋନା ସଂକ୍ରମଣ ବୃଦ୍ଧି ପାଇବ । ଅନ୍ୟ ଦେଶରେ ମଧ୍ୟ ସଂକ୍ରମଣ ବ୍ୟାପୁଛି । ଅଧିକାଂଶ ଆକ୍ରାନ୍ତଙ୍କର ସାମନ୍ୟ ଲକ୍ଷଣ ଅଛି । ପ୍ରାୟ ୮ଟି ଜିଲାରେ ଟିପିଆର୍‌ ଅଧିକ ଅଛି। ତେଣୁ ୮ ଜିଲା ବର୍ତ୍ତମାନ ରେଡ୍‌ ଜୋନ୍‌ରେ ରହିଛି । କିନ୍ତୁ ମୃତ୍ୟୁ, ହସ୍ପିଟାଲାଇଜେଶନ ଓ ଆଇସିୟୁ ଆବଶ୍ୟକତା କମ ରହୁଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ସମୀକ୍ଷା କରି ସମସ୍ତ ଜିଲାପାଳଙ୍କୁ ଆବଶ୍ୟକ ଅନୁସାରେ କ୍ଲଷ୍ଟର କଣ୍ଟେନମେଣ୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ତେବେ ରୋଗୀ ସଂଖ୍ୟା ଦେଖି ଭବିଷ୍ୟତରେ ବେଡ ସଂଖ୍ୟା ବୃଦ୍ଧି କରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri