ପୁଣି ବଢୁଛି କରୋନା ସଂକ୍ରମଣ

ନୂଆଦିଲ୍ଲୀ,୨୬।୪: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ପୁଣି ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ସଂକ୍ରମଣ ହଜାରେ ତଳେ ଥିବାବେଳେ ମଙ୍ଗଳବାର ତାହା ବୃଦ୍ଧି ପାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୪୮୩ ନୂଆ କରୋନା ମାମଲା ଚିହ୍ନଟ ହୋଇଛି। ଏଥିସହ ୩୩ ଜଣଙ୍କର ମୃତ୍ୟୁ ଘଟିଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୪,୩୦,୮୪,୫୯୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୪,୨୫,୧୧,୭୦୧ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୧,୮୬୦ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୫,୨୨,୨୨୩କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁବାଇରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୬(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ରାଜ୍ୟ ସରକାରଙ୍କ ଏକ ଉଚ୍ଚସ୍ତରୀୟ ଟିମ୍‌ ଦୁବାଇରେ ପହଞ୍ଚତ୍ଛନ୍ତି। ଆସନ୍ତା ୨୯ରେ ସେଠାରେ ଇନ୍‌ଭେଷ୍ଟର୍ସ ମିଟ୍‌ ଆୟୋଜନ ହେବ। ମୁଖ୍ୟମନ୍ତ୍ରୀ...

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌...

ମଧ୍ୟାହ୍ନଭୋଜନ ଟଙ୍କା ଖାଇଗଲେ ପ୍ରଧାନ ଶିକ୍ଷକ

ବାସୁଦେବପୁର,୮ା୩: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ କାନ୍ତିପୁର ୟୁପି ସ୍କୁଲର ମଧ୍ୟାହ୍ନ ଭୋଜନ ଟଙ୍କା ହଡ଼ପ ଅଭିଯୋଗରେ ଭାରପ୍ରାପ୍ତ ପ୍ରଧାନ ଶିକ୍ଷକ ଅରୁଣ କୁମାର ନାୟକଙ୍କୁ...

ଖୋଲିବ ସ୍କୁଲ

ଭୁବନେଶ୍ୱର,୧୦।୧୨(ବ୍ୟୁରୋ): ଆସନ୍ତା ଜାନୁଆରୀ ମାସରେ ରାଜ୍ୟରେ ସ୍କୁଲ ଖୋଲିପାରେ। ଏ ନେଇ ଗୁରୁବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।...

ମୁଖ୍ୟମନ୍ତ୍ରୀଙ୍କ ଭଉଣୀଙ୍କୁ ଅଟକାଇଲା ରାଉରକେଲା ପୋଲିସ

ରାଉରକେଲା ଅଫିସ୍‌, ୨୩।୮: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ଭଉଣୀ ଅଞ୍ଜଳି ସୋରେନଙ୍କୁ ରାଉରକେଲା ପ୍ଲାଣ୍ଟସାଇଟ ପୋଲିସ ସୋମବାର ଅଟକାଇଛି। ଫଳରେ ଅଞ୍ଜଳି ରାଜଗାଙ୍ଗପୁରରେ ଏକ...

ବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ: ବଦଳିଲେ ପୁରୀ, କେନ୍ଦ୍ରାପଡ଼ା ଜିଲାପାଳ

ଭୁବନେଶ୍ୱର,୧ା୧(ବ୍ୟୁରୋ): ରାଜ୍ୟ ସରକାର ନୂଆବର୍ଷ ଆରମ୍ଭରୁ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ସଚିବ ଭାବେ ଓଏମ୍‌ସି ଏମ୍‌ଡି ଥିବା ଆର୍‌.ଭିନିଲ କ୍ରିଷ୍ଣାଙ୍କୁ ନିଯୁକ୍ତି...

ହୋମଗାର୍ଡଙ୍କ ଦୈନିକ ଭତ୍ତା ୫୩୩ ଟଙ୍କା ବୃଦ୍ଧି କର: ହାଇକୋର୍ଟ

କଟକ ଅଫିସ,୧୯ା୮-ହୋମଗାର୍ଡମାନଙ୍କ ଭତ୍ତା ବୃଦ୍ଧି କରି ରାଜ୍ୟ ସରକାର ସେମାନଙ୍କୁ ଦୈନିକ ୫୩୩ ଟଙ୍କା ଦିଅନ୍ତୁ। ସେମାନଙ୍କ ମଜୁରିକୁ ନେଇ ହାଇକୋର୍ଟ ବୁଧବାର ଏହି ଗୁରୁତ୍ୱପୂର୍ଣ୍ଣ...

ଟ୍ରକ୍‌ ପଛରେ ପିଟିହେଲା ଯାତ୍ରୀବାହୀ ବସ୍‌, ଚାଳକ ଗୁରୁତର

ସୁନ୍ଦରଗଡ଼,୨୫ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ୧୦ ନମ୍ବର ରାଜ୍ୟ ରାଜପଥର ଜରଙ୍ଗଲୋଇ ବସ୍‌ଷ୍ଟାଣ୍ଡ ନିକଟ ରାସ୍ତାପାର୍ଶ୍ୱରେ ଛିଡ଼ା ହୋଇଥିବା ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ସୋମବାର ସକାଳୁ ଏକ ସରକାରୀ...

Advertisement
Archives

Model This Week