Posted inଜାତୀୟ

ପୁଣି ଆସିପାରେ କରୋନା ଭଳି ମହାମାରୀ, ପ୍ରତିଦିନ ହୋଇପାରେ ୧୫ ହଜାର ଲୋକଙ୍କ ମୃତ୍ୟୁ!

ନୂଆଦିଲ୍ଲୀ,୧୪।୪: ପ୍ରାୟ ୩ ବର୍ଷ ହେବ ବିଶ୍ୱରୁ କରୋନା ମହାମାରୀର ପ୍ରଭାବ ଯାଇ ନ ଥିବା ବେଳେ ଏବେ ଏକ ନୂଆ ରିପୋର୍ଟ ଲୋକଙ୍କ ଚିନ୍ତା ବଢାଇ ଦେଇଛି। ଏକ ସ୍ବାସ୍ଥ୍ୟ ବିଶ୍ଳେଷକ ଫାର୍ମ ତା’ର ରିପୋର୍ଟରେ ଦାବି କରିଛି ଯେ ୨୭.୫ ପ୍ରତିଶତ ଆଶଙ୍କା ରହିଛି ଯେ ଆଗାମୀ ଦଶକରେ କରୋନା ଭଳି ଆଉ ଏକ ମହାମାରୀ ବିଶ୍ୱକୁ ଡରାଇ ଦେଇପାରେ। ରିପୋର୍ଟରେ ଆହୁରି ମଧ୍ୟ କୁହାଯାଇଛି କି ଠିକ୍‌ ସମୟରେ ଏହାର ଭ୍ୟାକ୍ସିନ ତିଆରି କରି ଏହାକୁ କମ କରାଯାଇପାରିବ।
ଲଣ୍ଡନର ଏୟାରଫିନିଟି ଲିମିଟେଡ ନାମକ ଏକ ଫାର୍ମ ଦାବି କରିଛି କି ଜଳବାୟୁ ପରିବର୍ତ୍ତନ, ଅନ୍ତରାଷ୍ଟ୍ରୀୟ ଯାତ୍ରାରେ ବୃଦ୍ଧି, ବଢୁଥିବା ଜନସଂଖ୍ୟା ଓ ପ୍ରାଣୀଙ୍କଠାରୁ ମନୁଷ୍ୟକୁ ବ୍ୟାପୁଥିବା ରୋଗ ଯୋଗୁ ମହାମାରୀ ବ୍ୟାପିବାର ଆଶଙ୍କା ରହିଛି। କମ୍ପାନୀ ଏହା ବି କହିଛି କି ଯଦି ନୂଆ ସଂକ୍ରାମକ ରୋଗ ସମ୍ପର୍କରେ ଜଣାପଡେ ତେବେ ୧୦୦ ଦିନ ମଧ୍ୟରେ ଭ୍ୟାକ୍ସିନ ପ୍ରସ୍ତୁତ ହୋଇଗଲେ ମହାମାରୀର ଭୟାବହତା କମ ହୋଇ ୮ ପ୍ରତିଶତ ରହିଯିବ।
କମ୍ପାନୀ କହିଛି ଯଦି ପରିସ୍ଥିତି ବିଗିଡି ଯିବ ଓ ଅଣାୟତ୍ତ ହେବ ତେବେ ବାର୍ଡଫ୍ଲୁ ଭଳି ସଂକ୍ରମଣରେ କେବଳ ବ୍ରିଟେନରେ ପ୍ରତିଦିନ ୧୫ ହଜାର ଲୋକଙ୍କ ମୃତ୍ୟୁ ହୋଇପାରେ। ଗତ ଦୁଇ ଦଶକରେ ବିଶ୍ୱ ୩ ବଡ ମହାମାରୀ ଦେଖି ସାରିଲାଣି। ଏଗୁଡିକ ହେଉଛି କରୋନା, ସାର୍ସ, ମର୍ସ ଓ ସ୍ବାଇନ ଫ୍ଲୁ ଭଳି ମହାମାରି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

ଇରାନ ପ୍ରତି ପାକିସ୍ତାନର ବିଶ୍ୱାସଘାତକତା: ଆମେରିକାକୁ ଗୁପ୍ତ ସୂଚନା ଦେଇଥିଲେ ଇସାକ ଦାର? ବିବୃତ୍ତି ଜାରି କଲେ ଶାହବାଜ ସରକାର

ଇସଲାମାବାଦ,୪।୬: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ପୁଣି ଥରେ ଯୁଦ୍ଧ ଫେରିବା ପରି ପରିସ୍ଥିତି ସୃଷ୍ଟି ହେଉଥିବା ପରି ମନେ ହେଉଛି। ପାକିସ୍ତାନ ଦୁଇ ରାଷ୍ଟ୍ର…

ରାଜ୍ୟ ସଭା ନିର୍ବାଚନ ପାଇଁ ୧୧ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା, ଜାଣନ୍ତୁ କାହାକୁ ମିଳିଲା ସୁଯୋଗ

ନୂଆଦିଲ୍ଲୀ,୪।୬: ଭାଜପା ରାଜ୍ୟ ସଭା ପାଇଁ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଅରୁଣାଚଳ ପ୍ରଦେଶରୁ ତାଇ ତାଗକଙ୍କୁ ପ୍ରାର୍ଥୀ କରିଛି। ଗୁଜୁରାଟରୁ, ରାଜୁଭାଇ ଶୁକ୍ଳା, ମୁକେଶଭାଇ…

ରାଜ୍ୟ ସଭା ପ୍ରାର୍ଥୀ ହେବା ପରେ ଆସିଲା ଦେବାଶିଷଙ୍କ ପ୍ରଥମ ପ୍ରତିକ୍ରିୟା, ଖୋଲି କହିଦେଲେ….

ଭୁବନେଶ୍ୱର,୪।୬: ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟ ସଭା ଉପନିର୍ବାଚନ ପାଇଁ ଭାଜପା ପ୍ରାର୍ଥୀ ଘୋଷଣା କରିଛି । ଦେବାଶିଷ ସାମନ୍ତରାୟଙ୍କୁ ଟିକେଟ ଦେଇଛି ଭାଜପା ।…

ଟିମ ଇଣ୍ଡିଆକୁ ମିଳିବ ନୂଆ ବସ୍‌, ଶ୍ରେୟସ ଆୟାର ହେବେ ଅଧିନାୟକ! IPLରେ ରହିଛନ୍ତି ସୁପରହିଟ

ନୂଆଦିଲ୍ଲୀ,୪।୬: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆକୁ ନୂଆ ବସ୍‌ ମିଳିବାକୁ ଯାଉଛି। ଜୁନ ୨୬ରୁ ଆରମ୍ଭ ହେଉଥିବା ଆୟରଲାଣ୍ଡ ବିପକ୍ଷରେ ଏବଂ ଜୁଲାଇ ୧ରୁ ଆରମ୍ଭ ହେଉଥିବା…

ରାଜ୍ୟ ସଭା ଉପ-ନିର୍ବାଚନ: ଦେବାଶିଷଙ୍କୁ ପ୍ରାର୍ଥୀ କଲା ଭାଜପା

ଭୁବନେଶ୍ୱର,୪।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ଭାଜପା ଗୁରୁବାର ପ୍ରାର୍ଥୀ ଘୋଷଣା କରିଛି। ଦେବାଶିଷ ସାମନ୍ତରାୟଙ୍କୁ ପ୍ରାର୍ଥୀ କରିଥିବା ନେଇ ଭାଜପା କେନ୍ଦ୍ରୀୟ ନିର୍ବାଚନ କମିଟି ପକ୍ଷରୁ…

ବିଶ୍ୱ ପରିବେଶ ଦିବସ; ୨୧ ଅନୁଷ୍ଠାନକୁ ପ୍ରକୃତି ମିତ୍ର, ୨୧ ଜଣଙ୍କୁ ମିଳିବ ପ୍ରକୃତି ବନ୍ଧୁ ପୁରସ୍କାର

ଭଞ୍ଜନଗର,୪।୬(ବାବୁଲା ପ୍ରଧାନ): ପ୍ରତିବର୍ଷ ଜୁନ୍ ୫ ତାରିଖକୁ ବିଶ୍ୱ ପରିବେଶ ଦିବସ ଭାବେ ପାଳନ କରାଯାଉଛି । ତେଣୁ ବନ ବିଭାଗ ସମେତ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ବରଗଡ଼ର ବିଭିନ୍ନ ସ୍ଥାନରେ ନିର୍ମିତ ତୋରଣ, ଟେଣ୍ଡର ପ୍ରକ୍ରିୟା ଉପରେ ଜିଲାପାଳଙ୍କୁ ଏହି ଦାବି କଲା ବିଜେଡି

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ କେନାଲର ସୌନ୍ଦର୍ଯ୍ୟକରଣ ଓ ବକ୍ସ କଣ୍ଡୁଇଟ୍ ନିର୍ମାଣକୁ ବିଜୁ ଜନତା ଦଳ ସ୍ବାଗତ କରିଥିବା ବେଳେ ଏହି କାର୍ଯ୍ୟର ସ୍ଥାୟୀତ୍ବ ଓ ଟେଣ୍ଡର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri