Posted inଜାତୀୟ

କରୋନା ସଂକ୍ରମଣ ସାମାନ୍ୟ କମିଲା

ନୂଆଦିଲ୍ଲୀ,୨।୭: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୫୯,୩୮୪ଟି ମାମଲା ସାମ୍ନାକୁ ଆସିଥିବାବେଳେ ୮୫୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୦୪,୫୮,୨୫୧ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୨, ୯୫,୪୮,୩୦୨ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୫ ଲକ୍ଷ ୦୯ହଜାର ୬୩୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୦୦,୩୧୨କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାଦରେ ଅସଂସଦୀୟ ଶବ୍ଦାବଳୀ

ନୂଆଦିଲ୍ଲୀ,୧୫ା୭:ଜୁମ୍‌ଲାଜୀବୀ, ବାଲ ବୁଦ୍ଧି, କୋଭିଡ୍‌ ସ୍ପ୍ରେଡର୍‌, ଛଳନାକାରୀ, ନିକମ୍ମା, ଦୋହରା ଚରିତ୍ର, ଡିଣ୍ଡିମ ପିଟିବା, କାଲ ସରକାର ଇତ୍ୟାଦି ଇତ୍ୟାଦି। ପାର୍ଲାମେଣ୍ଟରେ ଗୃହକାର୍ଯ୍ୟ ଚାଲିଥିବାବେଳେ ସଦସ୍ୟମାନେ...

ଲଖିମପୁର ଖେରି ଘଟଣାରୁ ନଜର ହଟାଇବା ପାଇଁ ଆର୍ଯ୍ୟନ ଖାଁ ଡ୍ରଗ୍ସ ମାମଲାକୁ କରାଯାଉଛି ହାଇଲାଇଟ୍‌: ସିବଲ

ନୂଆଦିଲ୍ଲୀ,୧୫ ।୧୦: ବରିଷ୍ଠ କଂଗ୍ରେସ ନେତା କପିଲ ସିବଲ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି । ଶୁକ୍ରବାର ସେ ଏକ ଟୁଇଟ୍ କରି କେନ୍ଦ୍ର ସରକାରଙ୍କୁ...

ନବାବଙ୍କ ବିରୋଧରେ ମାନହାନୀ ମାମଲା ରୁଜୁ କଲେ ସମୀର

ମୁମ୍ବାଇ,୧୫।୮: ମୁମ୍ବାଇର ପୂର୍ବତନ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଧିକାରୀ ସମୀର ୱାଙ୍ଖେଡେ ଏନସିପି ନେତା ନବାବ ମଲିକଙ୍କ ବିରୋଧରେ ମାନହାନୀ ମୋକଦ୍ଦମା ଦାୟର କରିଛନ୍ତି।...

ହିଜାବ: ଶିମୋଗାରେ ୧୪୪ ଧାରା

ବେଙ୍ଗାଲୁରୁ,୯।୨: କର୍ନାଟକ ଶିକ୍ଷାନୁଷ୍ଠାନରେ ହିଜାବ ପିନ୍ଧିବାକୁ ନେଇ ବିବାଦ ତୀବ୍ର ହେବାରେ ଲାଗିଛି। ସ୍କୁଲ, କଲେଜରେ ମୁସଲମାନ ସମ୍ପ୍ରଦାୟର ଛାତ୍ରୀମାନଙ୍କୁ ହିଜାବ ପିନ୍ଧିବାକୁ ଅନୁମତି ଦେବା...

ଗୁଡ଼ି ସୂତାରେ କଟି ୧୨ଶହରୁ ଊର୍ଦ୍ଧ୍ୱ ପକ୍ଷୀ ଆହତ; ୧୫୦ ମୃତ

ନୂଆଦିଲ୍ଲୀ,୧୭।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଅବସରରେ ରାଜଧାନୀବାସୀ ଖୁବ୍‌ ମଜାରେ ଗୁଡି ଉଡାଇଥିଲେ। ହେଲେ ଏହାର ପରିଣାମ ଭୋଗିବାକୁ ପଡିଛି ନିରିହ ପକ୍ଷୀମାନଙ୍କୁ।...

ମନ୍ଦିର ନାମରେ ନକଲି ଓ୍ବେବସାଇଟ କରାଯିବ ବ୍ଲକ…

ଚେନ୍ନାଇ,୩୧।୧ : ତାମିଲନାଡୁରେ ମନ୍ଦିର ନାମରେ ଅନଧିକୃତ, ବେଆଇନ ତଥା ନକଲି ୱେବସାଇଟକୁ ରୋକିବା ପାଇଁ ଉପଯୁକ୍ତ ପଦକ୍ଷେପ ନେବାକୁ ମାଡ୍ରାସ ହାଇକୋର୍ଟର ମଦୁରାଇ ବେଞ୍ଚ...

ସ୍ବାସ୍ଥ୍ୟ ମନ୍ତ୍ରଣାଳୟଠାରୁ ଶିକ୍ଷାଲାଭ କରନ୍ତୁ ଅନ୍ୟ ମନ୍ତ୍ରଣାଳୟ, ଆପଣାନ୍ତୁ ରିୟଲ ଟାଇମ୍‌ ମନିଟରିଂ ଡ୍ୟାଶବୋର୍ଡ: ସ୍ବାସ୍ଥ୍ୟମନ୍ତ୍ରୀ…

ନୂଆଦିଲ୍ଲୀ, ୧୧।୯ : ସରକାରୀ ଯୋଜନା ଏବଂ ମନ୍ତ୍ରଣାଳୟର କାର୍ଯ୍ୟକାରିତା ଉପରେ ନଜର ରଖିବା ପାଇଁ ଅନ୍ୟ ମନ୍ତ୍ରଣାଳୟଗୁଡ଼ିକ ବର୍ତ୍ତମାନ ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଲାଇନରେ ଡ୍ୟାଶବୋର୍ଡ...

ତେଜ ପ୍ରତାପ ଗଢିବେ ‘ତେଜ ସେନା’

ପାଟନା,୨୭।୬: ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କ ବଡ ପୁଅ ତେଜ ପ୍ରତାପ ଯାଦବ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। କିଛିଦିନ...

Advertisement
Archives

Model This Week