ଫ୍ରାନ୍ସରେ ମିଳିଲା କରୋନାର ଆଉ ଏକ ନୂଆ ଭାରିଏଣ୍ଟ: ବି.୧.୬୪୦.୨.

ପ୍ୟାରିସ,୪ ।୧: କରୋନା ଭାଇରସର ଓମିକ୍ରନ୍ ଭାରିଏଣ୍ଟର ଭୟାବହତା କମ୍ ହୋଇ ନ ଥିବା ବେଳେ ଏବେ ଫ୍ରାନ୍ସରେ ଆଉ ଏକ ନୂଆ ଭାରିଏଣ୍ଟ ଚିହ୍ନଟ କରାଯାଇଛି । ଏହାଦ୍ୱାରା ଦକ୍ଷିଣ ଫ୍ରାନ୍ସରେ ୧୨ ଲୋକ ସଂକ୍ରମିତ ହୋଇଛନ୍ତି । ବିଶେଷଜ୍ଞମାନେ ଏହି ନୂଆ ଭାରିଏଣ୍ଟକୁ ବି.୧.୬୪୦.୨. ଭାବେ ଚିହ୍ନଟ କରିଛନ୍ତି । ବିଶେଷଜ୍ଞମାନେ କହିଛନ୍ତି ଏହି ନୂଆ ଭାରିଏଣ୍ଟର ୪୬ ମ୍ୟୁଟେଶନ ଦେଖା ଗଲାଣି । ତେବେ ଏହି ନୂଆ ଭାରିଏଣ୍ଟ କେତେ କ୍ଷତିକାରକ ଏବଂ ଏହାର ସଂକ୍ରମଣ କିପରି ଏହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ମିଳିଥିବା ସୂଚନା ଅନୁଯାୟୀ, ଯେଉଁମାନେ ନୂଆ ଭାରିଏଣ୍ଟରେ ସଂକ୍ରମିତ ହୋଇଛନ୍ତି ସେମାନେ କ୍ୟାମରୁନରୁ ଫେରିଛନ୍ତି । ତେବେ ଏହି ଭାରିଏଣ୍ଟ ଦକ୍ଷିଣ ଆଫ୍ରିକାରେ ମାଡିପାରେ ବୋଲି ଅନୁମାନ କରାଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୭ ବର୍ଷୀୟା କୁମକୁମଙ୍କ ହ୍ୟାଟ୍ରିକ୍‌: ଏସିଆନ ଗେମ୍ସରେ ପୁଣି ସ୍ବର୍ଣ୍ଣ ଜିତି ରଚିଲେ ଇତିହାସ

ନୂଆଦିଲ୍ଲୀ,୩।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ତୀରନ୍ଦାଜଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ମାତ୍ର ୧୭ ବର୍ଷ ବୟସରେ କୁମକୁମ ମୋହଦ ଭାରତକୁ ଦେଇଛନ୍ତି ୧୭ତମ ସ୍ବର୍ଣ୍ଣ…

ସାଇକେଲରେ ଗାଁକୁ ଯାଉଥିଲେ କଷ୍ଟୁ: ହଠାତ୍‌ ଆକ୍ରମଣ କଲା ବାର୍‌ହା, ଆଉ ତା’ପରେ ଘଟିଲା…

ଦେବଗଡ଼/ରିଆମାଳ ୩।୧୦(ଶଶାଙ୍କ ଶେଖର ଝାଙ୍କର/ବଦ୍ରିନାରାୟଣ ଅଗ୍ରୱାଲା), ୩।୧୦: ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ କୁରଡ଼ପୋଷି ଗ୍ରାମରେ ଜଙ୍ଗଲୀ ବାର୍‌ହା ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ…

ଆଜି ଭାରତ ପାଇଁ ଐତିହାସିକ ଦିନ: ୨୮ ବର୍ଷ ପରେ ପୁଣି ଦୋହରାଇବ ଇତିହାସ, ୨ ଦେଶ ବିପକ୍ଷରେ…

ନୂଆଦିଲ୍ଲୀ,୩।୧୦: ଭାରତୀୟ କ୍ରିକେଟ ପାଇଁ ଆଜି ଅର୍ଥାତ୍‌ ଅକ୍ଟୋବର ୩ ଏକ ଐତିହାସିକ ଦିନ ହେବାକୁ ଯାଉଛି। ଏହି ଦିନ ଭାରତୀୟ କ୍ରିକେଟ ଟିମ ଗୋଟିଏ ଦିନରେ…

ଅଲ-ଟାଇମ ବେଷ୍ଟ ଫିଲ୍ଡର୍ସ୍‌-୧୧ ଘୋଷଣା: ୪ ଭାରତୀୟଙ୍କୁ ମିଳିଲା ସ୍ଥାନ, ଯୁବରାଜ ବାଦ୍‌

ନୂଆଦିଲ୍ଲୀ,୩।୧୦: କ୍ରିକେଟ୍‌ର ରନ ଓ ଉଇକେଟ ସହ ଫିଲ୍ଡିଂ ମଧ୍ୟ ମ୍ୟାଚ୍‌ର ଗତିପଥ ବଦଳାଇବାରେ ବଡ଼ ଭୂମିକା ନିଏ। ଏକ ଚମତ୍କାର କ୍ୟାଚ, ଦ୍ରୁତ ଥ୍ରୋ କିମ୍ବା…

ଅସୁରକ୍ଷିତ ଶ୍ରେଣୀଗୃହରେ ପାଠପଢ଼ା: ବିଦ୍ୟାର୍ଥୀଙ୍କ ସୁରକ୍ଷା ଚିନ୍ତାରେ ଅଭିଭାବକ

ଜି.ଉଦୟଗିରି,୩ା୧୦(ଚିନ୍ମୟ କୁମାର ସେଠୀ):କନ୍ଧମାଳ ଜିଲା ଜି.ଉଦୟଗିରିରେ ୧୯୩୬ରେ ହବାକ୍‌ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ବହୁ ପୁରାତନ ଏହି ବିଦ୍ୟାଳୟର ଶ୍ରେଣୀଗୃହଗୁଡିକ ଏବେ ବିପଦସଙ୍କୁଳ ଅବସ୍ଥାରେ ରହିଛି।…

ଫ୍ରାନ୍ସରେ ଛାତ୍ର-ପୋଲିସ ସଂଘର୍ଷ: ୪୦୦ ସ୍କୁଲ ବନ୍ଦ

ପ୍ୟାରିସ୍‌, ୩।୧୦: ଫ୍ରାନ୍ସରେ ଶୁକ୍ରବାର ବିକ୍ଷୋଭ ଆହୁରି ତୀବ୍ରତର ହୋଇଛି। ହାଇସ୍କୁଲ ଛାତ୍ରୀଛାତ୍ରମାନେ ବିଲ୍ଡିଂଗୁଡ଼ିକର ପ୍ରବେଶପଥ ଅବରୋଧ କରିବା, ପୋଲିସ ସହ ସଂଘର୍ଷ କରିବା ଏବଂ କେତେକ…

ପୁଣି ଆସୁଛି ଲଘୁଚାପ! ବଙ୍ଗୋପସାଗରରେ ନେଇପାରେ ଅବପାତ ରୂପ

ଭୁବନେଶ୍ୱର,୩ା୧୦(ବନ୍ଦନା ସେଠୀ):ସାରା ରାଜ୍ୟରେ ଏବେ ପାରଦ ଉପରମୁହଁା ରହିଥିବାବେଳେ ପ୍ରବଳ ଖରା ସହ ଗୁଳୁଗୁଳି ଅନୁଭୂତ ହେଉଛି। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ…

ନେପୋଲିଅନଙ୍କ ରହସ୍ୟମୟ ଚିଠିର ଗୁମର ଖୋଲିଲା ଏଆଇ

ଲଣ୍ଡନ, ୩ା୧୦: ଫ୍ରାନ୍ସର ପ୍ରସିଦ୍ଧ ସମ୍ରାଟ ନେପୋଲିଅନ ବୋନାପାର୍ଟଙ୍କ ଏକ ୨୧୭ ବର୍ଷ ପୁରୁଣା ରହସ୍ୟମୟ ଚିଠିର ଗୁପ୍ତ ସଙ୍କେତକୁ କୃତ୍ରିମ ବୁଦ୍ଧିମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?