୩୨ ହଜାର ସଂକ୍ରମିତ, ଶହେରୁ ଊର୍ଦ୍ଧ୍ୱ ମୃତ୍ୟୁ, ଚିନ୍ତା ବଢାଇଲାଣି କରୋନା

ନୂଆଦିଲ୍ଲୀ,୩ ।୧: କଟକଣା ପରେ ବି ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଗୋଟିଏ ପଟେ କରୋନା ଅନ୍ୟପଟେ ଓମିକ୍ରନ୍ ସଂକ୍ରମଣ ଏବେ ଦୋବଶସୀଙ୍କୁ ଚିନ୍ତାରେ ପକାଇଦେଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ ହେବା ସହ ୧୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ଏହାସହ ୧୦ ହଜାରରୁ ଅଧିକ ସଂକ୍ରମିତ ସୁସ୍ଥ ବି ହୋଇଛନ୍ତିି । ପୁଣିଥରେ କରୋନା ସଂକ୍ରମଣରେ ଆଗରେ ରହିଛି ମହାରାଷ୍ଟ୍ର । ଏଠାରେ ୧୧ ହଜାରରୁ ଅଧିକ ସଂକ୍ରମିତଙ୍କୁ ଗୋଟିଏ ଦିନରେ ଚିହ୍ନଟ କରାଯାଇଛି । ଏହାସହ ପଶ୍ଚିମବଙ୍ଗରେ ୬.୧୫୩, ଦିଲ୍ଲୀରେ ୩,୧୯୪, କେରଳରେ ୨,୮୦୨ ଓ ତାମିଲନାଡୁ ଓ କର୍ନାଟକରେ ବି ଗୋଟିଏ ଦିନ ମଧ୍ୟରେ ହଜାର ହଜାର କରୋନା ସଂକ୍ରମିତ ଚିହ୍ନଟ ହେବା ଚିନ୍ତାର କାରଣ ହେଲାଣି । ମହାରାଷ୍ଟ୍ରରେ ୧୧ହଜାରରୁ ଅଧିକ କରୋନା ସଂକ୍ରମିତଙ୍କ ସହ ରବିବାର ସୁଦ୍ଧା ୫୦ ଓମିକ୍ରନ୍ ସଂକ୍ରମିତଙ୍କୁ ମଧ୍ୟ ଚିହ୍ନଟ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ

କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି।…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri