Posted inଜାତୀୟ

ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ୨.୧୬ ଲକ୍ଷରୁ ଅଧିକ ସଂକ୍ରମିତ,୧୧୮୩ ମୃତ

ନୂଆଦିଲ୍ଲୀ,୧୬।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଲକ୍ଷେ ଏବଂ ୨ ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନାଟକ, ଛତିଶଗଡ ଏବଂ ଗୁଜରାଟ ଭଳି ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୨,୧୬, ୮୫୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୧୮୩ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୪୨ ଲକ୍ଷ ୮୭ ହଜାର ୭୪୦ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୨୪ ଲକ୍ଷ ୨୯ ହଜାର ୫୬୪ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୧୫ ଲକ୍ଷ ୬୩ ହଜାର ୫୮୮ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୭୪ ହଜାରକୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମାର୍ଚ୍ଚ ୨୧ରେ ଭାଜପାର ଘୋଷଣାପତ୍ର

ନୂଆଦିଲ୍ଲୀ,୧୯।୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ମାର୍ଚ୍ଚ ୨୧ରେ ଘୋଷଣାପତ୍ର ଜାରି କରିବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପା ଘୋଷଣା ପତ୍ର...

ପଞ୍ଜାବରେ କଂଗ୍ରେସ-ଏଏପି ଟକ୍କର…

ଚଣ୍ଡିଗଡ଼,୧୦।୩ : ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନର ଭୋଟ ଗଣତି ଗୁରୁବାର ଆରମ୍ଭ ହୋଇଛି। ପଞ୍ଜାବରେ କଂଗ୍ରେସ ଏବଂ ଆମ୍‌ ଆଦ୍‌ମୀ ପାର୍ଟି(ଏଏପି) ମଧ୍ୟରେ କଡ଼ା...

ବିଶ୍ୱ କ୍ଷୁଧା ସୂଚକାଙ୍କରେ ପାକିସ୍ତାନ-ନେପାଳ-ଶ୍ରୀଲଙ୍କା-ବାଂଲାଦେଶଠାରୁ ପଛରେ ପଡ଼ିଲା ଭାରତ, ୧୦୭ ସ୍ଥାନରେ…

ନୂଆଦିଲ୍ଲୀ,୧୫।୧୦ : ବିଶ୍ୱ କ୍ଷୁଧା ସୂଚକାଙ୍କରେ (ଗ୍ଲୋବାଲ ହଙ୍ଗର ଇଣ୍ଡେକ୍ସ)-୨୦୨୨ରେ ଭାରତ ୧୨୧ଟି ଦେଶର ମଧ୍ୟରେ ପୂର୍ବର ୧୦୧ ସ୍ଥାନରୁ ୧୦୭ ତମ ସ୍ଥାନକୁ ଖସି...

ଆଜି ଆସିପାରେ ଜ୍ଞାନବାପି ରାୟ

ବାରାଣସୀ,୨୪।୫:ବାରାଣସୀ ଜିଲା ଜଜ୍‌ ଜ୍ଞାନବାପି ମସ୍‌ଜିଦ ବିବାଦ ମାମଲାର ଶୁଣାଣି ସୋମବାର ଶେଷ କରିବା ସହ ରାୟ ସଂରକ୍ଷିତ ରଖିଛନ୍ତି। ମଙ୍ଗଳବାର ରାୟ ପ୍ରକାଶ ପାଇବା...

ନଡ୍ଡା, ସମ୍ବିତଙ୍କ ଟୁଇଟର ଆକାଉଣ୍ଟକୁ ସସ୍‌ପେଣ୍ଡ ପାଇଁ ଦାବି

ନୂଆଦିଲ୍ଲୀ, ୨୦।୫ : ଟୁଲକିଟ୍‌ ମାମଲାରେ ଭାଜପା ମିଥ୍ୟା ତଥ୍ୟ ପ୍ରଚାର କରୁଛି। ଏଥି ଲାଗି ଭାଜପା ସଭାପତି ଜେ ପି ନଡ୍ଡା, କେନ୍ଦ୍ର ମନ୍ତ୍ରୀ...

ୟୁଜର୍ସଙ୍କ ତଥ୍ୟ ସଂଗ୍ରହ କରୁଥିବା ୩୪୮ ଆପ୍‌ ବ୍ୟାନ୍‌

ନୂଆଦିଲ୍ଲୀ,୪ା୮: ୟୁଜର୍ସଙ୍କ ବ୍ୟକ୍ତିଗତ ତଥ୍ୟ ସଂଗ୍ରହ କରି ତାହାକୁ ଅନ୍ୟତ୍ର ପଠାଉଥିବା ୩୪୮ ଆପ୍ଲିକେଶନକୁ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ଏହାକୁ ଏବେ ବ୍ୟାନ୍‌ କରାଯାଇଛି...

ତ୍ରିରଙ୍ଗା ରାଜନୀତି: ଚାଇନାଠାରୁ କିଏ ନେଇଛି ସହାୟତା, ମୋଦିଙ୍କୁ ଟାର୍ଗେଟ କଲେ ରାହୁଲ…

ନୂଆଦିଲ୍ଲୀ, ୧୩।୮ : କେନ୍ଦ୍ର ସରକାର ଏବଂ ଭାଜପାର ପ୍ରତି ଘରେ ତିରଙ୍ଗା ଅଭିଯାନକୁ ନେଇ ରାଜନୈତିକ ବିବାଦ ଆରମ୍ଭ ହୋଇଛି। ତେବେ ଏହାପୂର୍ବରୁ ଏଏପି...

ଅଧିବେଶନ ଡାକି କୃଷି ଆଇନ ହଟାଅ

ନୂଆଦିଲ୍ଲୀ,୩ା୧୨: କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ଅନ୍ନଦାତାଙ୍କ ଆଦୌ ସ୍ବାର୍ଥ ଅନୁକୂଳ ନୁହେଁ। ଏଥିରୁ କେହି ଜଣେ ହେଲେ କୃଷକ ଲାଭବାନ ହେବେ ନାହିଁ,...

Advertisement
Archives

Model This Week