Posted inଜାତୀୟ

ଥମୁନିି କରୋନା ଆକ୍ରାନ୍ତଙ୍କ ସଂଖ୍ୟା,ଦିନକରେ ୮୬ ହଜାରରୁ ଅଧିକ ଚିହ୍ନଟ, ୧୧୪୧ ମୃତ୍ୟୁ

ନୂଆଦିଲ୍ଲୀ,୨୫।୯: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଗତ କିଛି ଦିନ ହେବ କରୋନା ସଂକ୍ରମଣ ୮୦ ହଜାରରୁ ଅଧିକ ରହିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୮୬ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୮୬ ହଜାର ୫୨ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୧୧୪୧ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୫୮ ଲକ୍ଷ ୧୮ ହଜାର ୫୭୧ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୯୨ ହଜାର ୨୯୦କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୪୭ ଲକ୍ଷ ୫୬ହଜାର ୧୬୫ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୯ ଲକ୍ଷ ୭୦ ହଜାର ୧୧୬ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଧ୍ୟା ସୁଦ୍ଧା ସାଳନ୍ଦୀ, ଜଳକା , ବୈତରଣୀରେ ବଡ଼ ବନ୍ୟା: ପ୍ରଭାବିତ ହେବ ଏ ସବୁ ଅଞ୍ଚଳ, ସୂଚନା ଦେଲେ…

ଭୁବନେଶ୍ୱର, ୨୮।୭: ଉତ୍ତର ଓଡ଼ିଶାରେ ଗତ ୨୪ ଘଣ୍ଟାରେ ବାଦଲ ଫଟା ବର୍ଷା ହୋଇଛି। କେତେକ ସ୍ଥାନରେ ଅତି ପ୍ରବଳ ବର୍ଷା ରେକର୍ଡ ହୋଇଥିବା ବେଳେ ଜନଜୀବନ…

ସର୍ପ ଦଂଶନରେ ଚାଲିଗଲା ବର୍ଷୀୟାନ ସଂଗଠକଙ୍କ ଜୀବନ: ଅଞ୍ଚଳ ଜଣେ ମୂରବୀଙ୍କୁ ହରାଇଲା ବୋଲି କହିଲେ…

  ପାଟଣା ୨୮।୭(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷା ଖରି ପଂଚାୟତ ମଲ୍ଲି ପୋଷି ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ରବୀନ୍ଦ୍ର ବେଜ (୮୫) ଙ୍କ…

ପରିବାର ନିୟୋଜନ ଅସ୍ତ୍ରୋପଚାର ବାଟବଣା: ଅସ୍ତ୍ରୋପଚାର ତ୍ରୁଟିରୁ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ):ଛୋଟ ପରିବାର, ସୁଖୀ ପରିବାର। ଏହି ଶ୍ଲୋଗାନ ଦେଇ ପରିବାର ନିୟୋଜନ ଅସ୍ତ୍ରୋପଚାର ପାଇଁ ପ୍ରୋତ୍ସାହିତ କରାଯାଉଛି। ଏହି ଅସ୍ତ୍ରୋପଚାର କେବଳ ଜନସଂଖ୍ୟା ନିୟନ୍ତ୍ରଣ ପାଇଁ…

ଥରହର… ୭.୧ ତୀବ୍ରତାର ଭୂକମ୍ପ ଝଟକା, ସୁନାମି ଆଲର୍ଟ ଜାରି

ଟୋକିଓ,୨୮।୭: ଜାପାନର କ୍ୟୁଶୁ ଅଞ୍ଚଳରେ ବଡ଼ ଧରଣର ଭୂକମ୍ପ ଝଟକା ଅନୁଭୂତ ହୋଇଛି । ଭୂକମ୍ପର ତୀବ୍ରତା ୭.୧ ରହିଥିବା ବେଳେ ୩.୨୮ ଫୁଟ ଉଚ୍ଚତା ପର୍ଯ୍ୟନ୍ତ…

ଥାନା ଭିତରେ ଜନ୍ମ ଦିନ, ବିବାହ ବାର୍ଷିକୀ କେକ୍‌ କଟା, ଫଟୋ ଭାଇରାଲ୍‌

ଗୋପ,୨୮।୭(ଭାରତୀ ଭୂଷଣ ଉପାଧ୍ୟାୟ): ଗୋପ ଥାନା ପରିସରରେ ଜନ୍ମ ଦିନ ଏବଂ ବିବାହ ବାର୍ଷିକୀ ଲାଗି କେକ କଟା ଘଟଣା ଏବେ ସୋସିଆଲ୍‌ ମିଡିଆରେ ଭାଇରାଲ୍‌ ହେବାରେ…

ଇସ୍ତଫା ଦେଲେ ସ୍ବିଗି ଇନଷ୍ଟାମାର୍ଟର ସିଇଓ ଅମିତେଶ ଝା; ଦାୟିତ୍ୱ ନେବେ ନନ୍ଦିତା ସିହ୍ନା

ନୂଆଦିଲ୍ଲୀ,୨୮।୭: ସ୍ବିଗି ଇନଷ୍ଟାମାର୍ଟରେ ଏକ ବଡ଼ ପରିବର୍ତ୍ତନ ଆସିଛି। କମ୍ପାନୀର ସିଇଓ ଅମିତେଶ କୁମାର ଝା ତାଙ୍କ ପଦବୀରୁ ଇସ୍ତଫା ଦେଇଛନ୍ତି। ତାଙ୍କ ଇସ୍ତଫା ପରେ, ନନ୍ଦିତା…

ବିଷ ଦେଇ ଟ୍ରମ୍ପଙ୍କ ପରିବାରକୁ ହତ୍ୟା କରିବାକୁ ରଚାଯାଉଛି ଷଡ଼ଯନ୍ତ୍ର! ହେଲେ ଏହା ପଛରେ କାହାର ରହିଛି ହାତ? ଜାଣନ୍ତୁ…

ଓ୍ବାଶିଂଟନ,୨୮।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଇରାନର ଏକ ଅତ୍ୟନ୍ତ ଚିନ୍ତାଜନକ ଏବଂ ଚାଞ୍ଚଲ୍ୟକର ପ୍ରଚାର ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓଟି…

ପକେଟ ଉପରେ ବଢ଼ିବ ବୋଝ! ଅଗଷ୍ଟରୁ ମହଙ୍ଗା ହେବ କାର୍‌, ଟିଭି, ଫ୍ରିଜ୍‌ ସହ…ଦେଖନ୍ତୁ ପୂରା ତାଲିକା

ନୂଆଦିଲ୍ଲୀ, ୨୮।୭: ଅଗଷ୍ଟରୁ ପର୍ବପର୍ବାଣୀ ଋତୁ ଆରମ୍ଭ ହେବା ସହିତ ମହଙ୍ଗା ମଧ୍ୟ ଆପଣଙ୍କୁ ଅପେକ୍ଷା କରିଛି। ସକାଳର ଚା’ଠାରୁ ଆରମ୍ଭ କରି କାର୍‌ ପର୍ଯ୍ୟନ୍ତ ଅଗଷ୍ଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri