କରୋନାରୁ ସୁସ୍ଥ ହେଲେଣି ୬୦ ଲକ୍ଷ ସଂକ୍ରମିତ

ନୂଆଦିଲ୍ଲୀ,୧୧ ।୧୦: କରୋନା ମହାମାରୀ ବେଳକୁ ବେଳ ବଢି ଚାଲିଥିବା ବେଳେ ଦେଶରେ ସୁସ୍ଥତା ହାର ମଧ୍ୟ ବଢିବାରେ ଲାଗିଛି । ମିଳିଥିବା ସୂଚନାରୁ ଜଣାପଡିଛି ଯେ ଏବେ ପର୍ଯ୍ୟନ୍ତ ଦେଶରେ କରୋନାରେ ସଂକ୍ରମିତ ହୋଇଥିବା ପାଖାପାଖି ୬୦ ଲକ୍ଷ ଲୋକ ସୁସ୍ଥ ହୋଇ ସାରିଲେଣି । କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, ଏବେ ଦେଶରେ ମୋଟ ୮୮,୩,୧୮୫ଜଣ କେରାନା ରୋଗୀଙ୍କର ଚିକିତ୍ସା ଚାଲିଛି । ଏବେସୁଦ୍ଧା ୫୯,୮,୮୨୨ଜଣ ସୁସ୍ଥ ହୋଇ ସାରିଲେଣି । ସୂଚନାଯୋଗ୍ୟ, ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ମୁହାଁ ହେଉଥିଲେ ବି ସୁସ୍ଥତା ହାର ବୃଦ୍ଧି ପାଉଛି ବୋଲି ସରକାର କହିଛନ୍ତି । ତେଣୁ ଏହାକୁ ନେଇ ଭୟଭୀତ ହେବାର ନାହିଁ ବରଂ ଏହି ଯୁଦ୍ଧରେ ବିଜୟୀ ହେବାକୁ ହେଲେ ଆମକୁ କରୋନା ସମ୍ପର୍କିତ ସମସ୍ତ ନିୟମ ପାଳନ କରିବା ଦରକାର ବୋଲି ସରକାର ପରାମର୍ଶ ଦେଇଛନ୍ତି । ଅନ୍ୟପଟେ ଅନ୍‌ଲକରେ ପ୍ରାୟ ସବୁ ଖୋଲି ଯାଇଥିବା ବେଳେ ଏବେବି କେତେକ ରାଜ୍ୟରେ ଶିକ୍ଷାନୁଷ୍ଠାନ ଖୋଲିବା ସପକ୍ଷରେ ନାହାନ୍ତି ସରକାର ଓ ଅଭିଭାବକ ।


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

ସାବଧାନ! ସୋସିଆଲ ମିଡିଆରେ ଅଶ୍ଳୀଳ ଭାଷା ବ୍ୟବହାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୮ା୪: ଏଣିକି ସୋସିଆଲ ମିଡିଆ ୟୁଜର୍ସ ସାବଧାନ! ସୋସିଆଲ ମିଡିଆରେ କୌଣସି ଅଶ୍ଳୀଳ କିମ୍ବା ଅପଶବ୍ଦ ବ୍ୟବହାର କଲେ ଏହା ଉପରେ ଲଗାମ ଲାଗିବ। ଏନେଇ ସରକାର…

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri