Posted inଜାତୀୟ

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୩ ହଜାରରୁ ଅଧିକ ସଂକ୍ରମିତ,୩୫୪ ମୃତ

ନୂଆଦିଲ୍ଲୀ,୩୧।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ମହାରାଷ୍ଟ୍ର, ପଞ୍ଜାବ, କେରଳ, କର୍ନଟକ, ଛତିଶଗଡ ଏବଂ ଗୁଜରାଟର ୬ଟି ରାଜ୍ୟରୁ ୮୦ ପ୍ରତିଶତ ନୂତନ କରୋନା ମାମଲା ଆସିଛି। ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣର ୫୩,୪୮୦ଟି ମାମଲା ସାମ୍ନାକୁ ଆସିଥିବାବେଳେ ୩୫୪ ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୧ କୋଟି ୨୧ ଲକ୍ଷ ୪୯ ହଜାର ୩୩୫ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୧ କୋଟି ୧୪ ଲକ୍ଷ ୩୪ ହଜାର ୩୦୧ ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୫ ଲକ୍ଷ ୫୨ ହଜାର ୫୬୬ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୬୨ ହଜାର ୪୬୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସଞ୍ଜିବନୀ ଭଳି କାମ କରିବ କରୋନା ଭ୍ୟାକ୍ସିନ: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬ ।୧: ସାରା ଦେଶରେ ଶନିବାର କରୋନା ମାହାମାରୀ ବିରୋଧରେ ଭ୍ୟାକ୍ସିନେଶନ ବା ଟିକାକରଣ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ...

୨ ସପ୍ତାହରେ ୭୪ ହଜାରରୁ ଦେଢ଼ ଲକ୍ଷ ଛୁଇଁଲା ସଂକ୍ରମିତଙ୍କ ସଂଖ୍ୟା: ୨୪ ଘଣ୍ଟାରେ ସାଢ଼େ ୬ ହଜାରରୁ ଅଧିକ ନୂଆ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୭।୫: କରୋନା ସଂକ୍ରମଣ ଯୋଗୁ ଭାରତରେ ସଙ୍କଟ ସୃଷ୍ଟି ହୋଇଛି। ୨ ସପ୍ତାହ ତଳେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୭୪ ହଜାର ୨୮୧ ଥିଲା। ଏବେ...

ଆଜି କୋର୍ଟରେ ହାଜର ହେବେ ଲାଲୁ ଯାଦବ, ରାବ୍ରି ଦେବୀ

ନୂଆଦିଲ୍ଲୀ,୧୫।୩: ଜମି ବଦଳରେ ଚାକିରି ଦେବା ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି...

ଅର୍ଥ ବିଲ୍‌ ଲୋକ ସଭାରେ ଗୃହୀତ

ନୂଆଦିଲ୍ଲୀ, ୨୫ା୩: ଆଦାନୀ ଗ୍ରୁପ୍‌ର ଷ୍ଟକ୍‌ ଜାଲିଆତି ଅଭିଯୋଗର ତଦନ୍ତ ଯୁଗ୍ମ ସଂସଦୀୟ କମିଟି (ଜେପିସି) ଦ୍ୱାରା କରାଯିବା ଦାବିରେ ବିରୋଧୀ ଦଳଗୁଡ଼ିକ ଲୋକ ସଭାରେ...

ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୨।୫: ଗୁଜରାଟର ଭରୁଚଠାରେ ଗୁରୁବାର ଆୟୋଜିତ ‘ଉତ୍କର୍ଷ ସମରୋହ’ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭିଡିଓ କନଫରେନ୍ସିଂ ଜରିଆରେ ସାମିଲ ହୋଇଥିଲେ। ଏହି ସମୟରେ ସେ ହିତାଧିକାରୀମାନଙ୍କ...

ଆଜି ଦେଶକୁ ସମ୍ବୋଧିତ କରିବେ ମୋଦି

ନୂଆଦିଲ୍ଲୀ,୧୯।୧୧:ଉତ୍ତରପ୍ରଦେଶ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଦେଶକୁ ସମ୍ବୋଧିତ କରିବେ। ସେ ସକାଳ ନଅଟା ବେଳେ ଦେଶକୁ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି।...

ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତି ଆବଶ୍ୟକ ନୁହେଁ, ହାଇକୋର୍ଟ…

ପାଟନା, ୨୯।୬ : ଦମ୍ପତିଙ୍କ ବ୍ୟକ୍ତିଗତ ସମ୍ପର୍କରେ ସାମାଜିକ ସ୍ବୀକୃତିର ଆବଶ୍ୟକତା ନାହିଁ। ପାଟନା ହାଇକୋର୍ଟ ଏକ ମାମଲାର ବିଚାର କରି ଏଭଳି କହିଛନ୍ତି। ବିଚାରପତି...

ଚାଇନା-ପାକିସ୍ତାନ ତିକ୍ତତା ମଧ୍ୟରେ ପଞ୍ଜାବ ସୀମାରେ ଭାରତ ନିୟୋଜିତ କଲା ଏସ୍‌-୪୦୦ ଏୟାର ଡିଫେନ୍ସ ସିଷ୍ଟମ

ନୂଆଦିଲ୍ଲୀ,୨୧ ।୧୨: ଆକାଶ ମାର୍ଗରେ ଆକ୍ରମଣ ଆଶଙ୍କା କରି ଦେଶ ତା’ର ପ୍ରଥମ ଏୟାର ଡିଫେନ୍ସ ସିଷ୍ଟମକୁ ପଞ୍ଜାବ ସୀମାରେ ନିୟୋଜିତ କରିଛି । ଭାରତୀୟ...

Advertisement
Archives

Model This Week