CORONAVIRUS UPDATE: ଆଉ ସୁସ୍ଥ ହେଲେ ୭୯; ମୋଟ ଆରୋଗ୍ୟ ସଂଖ୍ୟା ଛୁଇଁଲା ୮୧୨

ଭୁବନେଶ୍ୱର,୨୭।୫(ବ୍ୟୁରୋ): ରାଜ୍ୟରେ ଆଉ ୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରେ ଭଦ୍ରକ ଜିଲାର ସର୍ବାଧିକ ୨୮ ଅଛନ୍ତି। ସେହିଭଳି ଯାଜପୁରର ୫, ବାଲେଶ୍ୱରର ୧୭, କଟକ ୪, କେନ୍ଦୁଝର ୩, ଖୋର୍ଦ୍ଧାର ୨, ବଲାଙ୍ଗୀରର ୨, ପୁରୀର ୭ଜଣ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୮୧୨ରେ ପହଞ୍ଚିଛି। ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗୁରୁବାର ଅପରାହ୍ନରେ ଏନେଇ ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ସକାଳେ ୭୬ଟି ନୂଆ ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri