CORONAVIRUS UPDATE: ଆଉ ୧୦ ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ସନ୍ଧ୍ୟାରେ ଆଉ ୧୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମ ଜିଲାର ୭ ଥିବାବେଳେ ଭୁବନେଶ୍ୱରର ୩ ଆକ୍ରାନ୍ତ ରହିଛନ୍ତି। ଭୁବନେଶ୍ୱରର ୩ ଆକ୍ରାନ୍ତଙ୍କ ଘର ମଞ୍ଚେଶ୍ୱର, ଭିଏସ୍‌ଏସ୍‌ ନଗର ଓ ସୂର୍ଯ୍ୟନଗର ଅଞ୍ଚଳରେ। ୩ ଆକ୍ରାନ୍ତଙ୍କ ବୟସ ଯଥାକ୍ରମେ ୩୬, ୩୪, ୬୭ । ସେହିପରି ଗଞ୍ଜାମର ୭ ଆକ୍ରାନ୍ତ ପୁରୁଷ ଏବଂ ସେମାନେ ସୁରଟ ଫେରନ୍ତା ବୋଲି ସୂଚନା ଓଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅବହେଳିତ ଜୁଆଙ୍ଗ ଜନଜାତି

କେନ୍ଦୁଝର, ୩୧।୧(ଡି.ଏନ୍‌.ଏ.) ଆଦିବାସୀ ଅଧ୍ୟୁଷିତ କେନ୍ଦୁଝର ଜିଲାରେ ଆଦିମ ଜନଜାତି ଜୁଆଙ୍ଗ ଓ ଭୂୟାଁ ଅବହେଳିତ ହୋଇ ରହିଛନ୍ତି। ପାହାଡ ଓ ଜଙ୍ଗଲ ଘେରା ମଧ୍ୟରେ...

୬ ଜଣ ଅସୁସ୍ଥଙ୍କୁ ବ୍ରହ୍ମପୁର ମେଡିକାଲ ପଠାଇଲା ପ୍ରଶାସନ

ବୁଗୁଡା,୧୨।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅନ୍ତର୍ଗତ ୨ଟି କ୍ୱାରାଣ୍ଟାଇନ ସେଣ୍ଟରରୁ ସୋମବାର ରାତିରେ ୬ ଜଣ ଅସୁସ୍ଥଙ୍କୁ ସ୍ବାସ୍ଥ୍ୟପରୀକ୍ଷା ପାଇଁ ବ୍ରହ୍ମପୁର ମେଡିକାଲକୁ ପଠାଇ ଦିଆଯାଇଛି।...

ବେଆଇନ ବାଲି ଡିପୋ ବନ୍ଦ କଲେ ବସ୍ତିବାସିନ୍ଦା

କାଳିଆପାଣି,୨୪ା୧(ଡି.ଏନ.ଏ.): କାଳିଆପାଣି ଖଣି ଅଞ୍ଚଳରେ ଭୂତଳ ଖଣି ପାଇଁ ବ୍ୟାପକ ବାଲି ଦରକାର ହେଉଛି। ତେଣୁ ବାଲି ସପ୍ଲାୟର ଜଙ୍ଗଲ ଜମି, ଖେଳପଡ଼ିଆ ଓ ରାସ୍ତାକଡ଼ରେ...

ଲାଗିଲା ପୋଷ୍ଟର: କରୋନା ସଂକ୍ରମଣର ବାହକ ନ ହେବାକୁ ମାଓବାଦୀଙ୍କୁ ଆହ୍ବାନ

କୋକସରା, ୩୧।୩,(ଡି.ଏନ.ଏ.): କଳାହାଣ୍ଡି ଓ ନବରଙ୍ଗପୁର ଜଲା ସୀମାନ୍ତ ଆମପାଣି ଘାଟି ବିରିମୁହାଣ ଛକ ସମେତ ଆନ୍ଦିଝରନ, ଝୁଲେନବର, କୁଟ୍ରୁଠାରେ ମାଓବାଦୀଙ୍କ ଉଦ୍ଦେଶ୍ୟରେ ଫୋଷ୍ଟର ଲାଗିଛି।...

ଖାଉଟିଙ୍କ ପାଇଁ ଧାର୍ଯ୍ୟ ହେବ ଅଣ୍ଡା ଦର

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ଏଣିକି ଖାଉଟିଙ୍କ ପାଇଁ ଅଣ୍ଡା ଦର ଧାର୍ଯ୍ୟ କରାଯିବ। ଖାଉଟି ଅଣ୍ଡା ଚାଷୀଙ୍କ ବିକ୍ରି ଦର ମଧ୍ୟ ଜାଣିପାରିବେ। ଚାଷୀ କେତେ ଟଙ୍କାରେ...

ସମ୍ଭାବ୍ୟ ବାତ୍ୟାକୁ ନେଇ ଲୋକେ ଭୟଭୀତ

ପଟ୍ଟାମୁଣ୍ଡାଇ,୨୦ା୧୦(ସ୍ବ.ପ୍ର.): ୧୯୯୯ ଅକ୍ଟୋବର ୨୯ରେ ମହାବାତ୍ୟା ହୋଇଥିଲା। ଆସନ୍ତା ୨୯ ତାରିଖକୁ ୨୩ ବର୍ଷ ପୂରିବ। ଏହି ମହାବାତ୍ୟାରେ କେନ୍ଦ୍ରାପଡ଼ା ଜିଲାରେ ବ୍ୟାପକ କ୍ଷୟକ୍ଷତି କରିଥିବା...

‘ନୀଳଚକ୍ରକୁ ପ୍ରଣାମ କରି ଗୁହାରି ଜଣାଇଥିଲି’

ତାଳଧ୍ୱଜ ରଥର ରୂପକାର ସେବକ ରାଜେନ୍ଦ୍ର ମହାପାତ୍ର (୪୬)। ୫ବର୍ଷ ବୟସରେ ବାପା ଶ୍ରୀଧରଙ୍କ ସହିତ ରଥଖଳାକୁ ଆସିଥିଲେ। ଜେଜେ ଗୋପୀନାଥ ତାଙ୍କୁ ନିହଣ ଧରାଇ...

ଜାଲ୍‌ ଦସ୍ତଖତରେ ଆଧାର ପଞ୍ଜୀକରଣ, ସଂଶୋଧନ

ରସୁଲପୁର,୧୬ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅଞ୍ଚଳରେ ଓକାକ୍‌ କମ୍ପ୍ୟୁଟର ଲ୍ୟାବ୍‌ ପକ୍ଷରୁ ୨ ସ୍ବୀକୃତିପ୍ରାପ୍ତ ଆଧାରକେନ୍ଦ୍ର ଖୋଲାଯାଇଥିଲା। ତେବେ କେନ୍ଦ୍ର ପରିଚାଳକ ଆଧାର ପଞ୍ଜୀକରଣ ଓ ତ୍ରୁଟି...

Advertisement
Archives

Model This Week