CORONAVIRUS UPDATE: ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩,୯୦୯କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଥିବା ରବିବାର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଟ୍ରାଏଲ୍‌ ପ୍ରତିଷେଧକ ଟୀକାର ଉତ୍ପାଦନ ମେ ମାସରୁ: ଭାରତରେ ୧୦୦୦ ଟଙ୍କାରେ ମିଳିବ

ନୂଆଦିଲ୍ଲୀ,୨୮।୪: କରୋନା ସଂକ୍ରମଣ ନେଇ ଭାରତରେ ସ୍ଥିତି ଧୀରେ ଧୀରେ ସଙ୍କଟ ଜନକ ହେବାରେ ଲାଗିଛି। ପୁଣେ ସ୍ଥିତ କମ୍ପାନୀ ସିରମ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ...

କମାପଲୀ ଅଶୋକ ନଗରରେ ଜଳୁନି ଷ୍ଟ୍ରିଟ ଲାଇଟ

ବ୍ରହ୍ମପୁର ଅଫିସ,୭ା୯-ବ୍ରହ୍ମପୁର ମହାନଗର ନିଗମ (ବିଏମସି)ର ୩୧ନଂ ୱାର୍ଡରେ ଆଲୋକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇଯାଇଛି । କମାପଲ୍ଲୀ ଅଞ୍ଚଳର ବୈଦ୍ୟନାଥେଶ୍ୱର ଶୈବପୀଠ ଠାରୁ ଅଶୋକ ନଗରର...

କାର୍ଯ୍ୟକ୍ଷମ ହେବ ଜୟପୁର ‘ସେବା ପେପର ମିଲ୍‌’: ମିଳିବ ସରକାରୀ ସହାୟତା

ଭୁବନେଶ୍ୱର,୮।୮(ବ୍ୟୁରୋ)- କୋରାପୁଟ ଜିଲାର ଜୟପୁର ନିକଟସ୍ଥ ସେବା ପେପର ମିଲ୍‌କୁ କାର୍ଯ୍ୟକ୍ଷମ କରାଯିବ। ଏ ନେଇ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଗୁରୁବାର ସଚିବାଳୟରେ ଅନୁଷ୍ଠିତ...

ରାତି ସାରା ଝୁଲି ରହିଲା ତ୍ରିରଙ୍ଗା

କୋକସରା,୧୬।୮(ଡି.ଏନ୍‌.ଏ.): ଜାତୀୟ ପତାକାକୁ ଅସମ୍ମାନ କରାଯାଇଛି। ରାତି ସାରା ଝୁଲି ରହିଛି ପତାକା। ଏଭଳି ଏକ ଅଭିଯୋଗ ଆସିଛି କଳାହାଣ୍ଡି ଜିଲା କୋକସରା ବ୍ଲକ ଗୋଷ୍ଠି...

ଡ୍ୟାନ୍ସ ବାର୍‌ ଖୋଲିବା ପ୍ରସଙ୍ଗ: ଭାଜପାର ଅଭିଯୋଗ ‘ଦୋମୁହାଁ ନୀତି ଅବଲମ୍ବନ କରୁଛନ୍ତି ରାଜ୍ୟ ସରକାର’

ଭୁବନେଶ୍ୱର,୨୯।୯(ବ୍ୟୁରୋ): ୨୦୧୮ରେ ରାଜ୍ୟ ସରକାର ଶପିଂମଲଗୁଡିକରେ ମଦ ବିକ୍ରିକୁ ବନ୍ଦ କରିବା ସହ ଏହା ଓଡ଼ିଶାର ସଂସ୍କୃତି ଓ ପରମ୍ପରା ବିରୋଧୀ ବୋଲି ଦର୍ଶାଇଥିଲେ। ହେଲେ...

କରୋନା ମହାମାରୀ ଯୋଗୁ ଦେଶବ୍ୟାପୀ ଟୋଲ୍‌ ଆଦାୟ ବନ୍ଦ

ନୂଆଦିଲ୍ଲୀ,୨୬।୩: କରୋନା ସଂକ୍ରମଣ ଯୋଗୁ ଭାରତରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ଭାରତ ସରକାର ଲୋକଙ୍କ ସୁରକ୍ଷା ଦୃଷ୍ଟିରୁ ୨୧ ଦିନିଆ ଲକ୍‌ ଡାଉନ୍‌ ଘୋଷଣା କରିଛନ୍ତି।...

ନାମାଙ୍କନ ବେଳେ ବଢୁଛି ଗହଳି

ଭୁବନେଶ୍ୱର,୨୧ା୧(ବ୍ୟୁରୋ): ପଞ୍ଚାୟତ ନିର୍ବାଚନ ଯେତେ ପାଖେଇ ଆସୁଛି ଗାଁଗହଳିରେ ରାଜନୀତି ସେତେ ସରଗରମ ହେଉଛି। ପ୍ରାର୍ଥତ୍ପତ୍ର ଦାଖଲ ପ୍ରକ୍ରିୟା ଜୋରସୋର ଚାଲିଛି। ଗତ ୧୭ ତାରିଖରୁ...

ସୁନ୍ଦରଗଡ଼ରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ଼ ଜିଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଏହି...

Advertisement
Archives

Model This Week