CORONAVIRUS UPDATE: ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ହେଲେଣି ୩୪୩

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୩୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୨୩ଜଣ ରହିଥିବା ବେଳେ ଯାଜପୁରର ୫, ମୟୂରଭଞ୍ଜ ୩, ପୁରୀ ୨, ଭଦ୍ରକ ୨ ଏବଂ ରାଉରକେଲାରୁ ଜଣେ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୩୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ବରୀରୁ ପୁଣି ୨ଟି କରୋନା ପଜିଟିଭ ଚିହ୍ନଟ: ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା

ବରୀ,୧୪।୫(ସ୍ବ.ପ୍ର.): ଯାଜପୁର ଜିଲା ବରୀ ବ୍ଲକ ଅଞ୍ଚଳରୁ ଗୁରୁବାର ପୁଣି ୨ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବରୀରେ ମୋଟ ୮ଜଣ ଆକ୍ରାନ୍ତ...

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ...

୯୦ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ପିଲାମାନେ ବାହାରେ ବସି ପାଠ ପଢ଼ୁଛନ୍ତି। ୧୧୫ ବିଦ୍ୟାଳୟର ନିଜସ୍ବ ଗୃହ ନାହିଁ।...

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ...

୧୦୮ ଆମ୍ବୁଲାନ୍ସ ନ ଆସିବାରୁ ଯୁବକଙ୍କ ଜୀବନ ଗଲା

ବିଶୋଇ,୭ା୪(ଡି.ଏନ୍‌.ଏ.)- ବର୍ତ୍ତମାନ ଲକଡାଉନ ପରିସ୍ଥିତିରେ ଯାନବାହନ ଚଳାଚଳ ଉପରେ ସରକାର କଟକଣା କରିଥିବାବେଳେ ଆମ୍ବୁଲାନ୍ସ ଓ ଅନ୍ୟ ସ୍ବାସ୍ଥ୍ୟ ସେବା ଯୋଗାଉଥିବା ଯାନବାହନକୁ ୨୪ ଘଣ୍ଟା...

ଶାରିଶୂଆକୁ ସଜେଇବାକୁ ନିଆଗଲା ପଦକ୍ଷେପ : ସ୍ଥାନ ଅନୁଧ୍ୟାନ ପାଇଁ ପହଞ୍ଚିଲେ ଇଞ୍ଜିନିୟରିଂ ଟିମ୍‌

ଖଇରା, ୨୯।୮(ଡି.ଏନ.ଏ)-ବଦଳିବ ବାଲେଶ୍ୱର ଜିଲା ଖଇରା ତହସିଲ ଅଧୀନ ଶାରୀଶୂଆ ପାହାଡର ସୌନ୍ଦର୍ଯ୍ୟ। ଖଣି ମାଫିଆମାନଙ୍କ ଲୋଲୁପ ଦୃଷ୍ଟିରୁ ବାହାରି ଏବେ ପର୍ଯ୍ୟଟକମାନଙ୍କ ପାଇଁ ନୂଆ...

ବିସ୍ଥାପିତ ପାଇଥିବା ଜାଗାକୁ ନେଇ କେଁ

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ପାଇଁ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନେ ନିଜ ଭିଟାମାଟି ଛାଡ଼ିଦେଲେ। ଏହାପରେ ଘର କରିବା...

ପିଲାଙ୍କ ପରୀକ୍ଷା, ବିଦ୍ୟୁତ୍‌ କାଟନି: ବିରୋଧୀ

ଭୁବନେଶ୍ୱର,୧୫-୧(ବ୍ୟୁରୋ):ବିଦ୍ୟୁତ୍‌ ବିଲ୍‌ ବକେୟା ରଖିଥିବା ଗ୍ରାହକଙ୍କ ଘର ଆସନ୍ତା ୧୬ତାରିଖରୁ ଅନ୍ଧାର ହେବ। ଏନେଇ ସେସୁ ପକ୍ଷରୁ କଡ଼ାକଡ଼ି ସୂଚନା ଦିଆଯାଇଛି। ବିରୋଧୀ ଦଳଗୁଡ଼ିକ ସେସୁର...

Coronavirus Update

Archives

Model This Week

Why Dharitri