CORONAVIRUS UPDATE: ଆଉ ୬୩ ନୂଆ ପଜିଟିଭ୍‌ ଚିହ୍ନଟ, ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର,୨୯।୫(ବ୍ୟୁରୋ): ରାଜ୍ୟରେ ବଢ଼ୁଛି କରୋନା ଆକ୍ରାନ୍ତ ସଂଖ୍ୟା। ଶୁକ୍ରବାର ଆଉ ୬୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୧ କ୍ୱାରାଣ୍ଟାଇନ୍‌ କେନ୍ଦ୍ରର ହୋଇଥିବା ବେଳେ ୨ଟି ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି। ତେବେ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ଟିଭ କେସ୍‌-୮୨୭ ହୋଇଛି। ସେହିଭଳି ୮୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୭ଜଣଙ୍କ ପ୍ରାଣହାନୀ ଘଟିଛି। ଏ ନେଇ ପୂର୍ବାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧୩,୦୨୦ ଏସ୍‌ସି, ଏସ୍‌ଟି, ଓବିସିଙ୍କୁ ଦକ୍ଷତା ବିକାଶ ତାଲିମ

ଭୁବନେଶ୍ୱର,୨୫ା୧୧(ବ୍ୟୁରୋ): ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ପକ୍ଷରୁ ୫-ଟି ଉପକ୍ରମରେ ପ୍ରୟାସ ଯୋଜନାର...

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼...

ଚିଲିକାରେ ମାଲେସିଆ ଜାହାଜ ଅଟକିବା ଘଟଣା: ଦ୍ୱନ୍ଦ୍ୱ ସୃଷ୍ଟି କରୁଛି ଜଙ୍ଗଲ ବିଭାଗର ଭିନ୍ନ ମନ୍ତବ୍ୟ

ଭୁବନେଶ୍ୱର, ୧୮।୮(ବ୍ୟୁରୋ): ଯାନ୍ତ୍ରିକ ତ୍ରୁଟି ଯୋଗୁ ମାଲେସିଆର ପଣ୍ୟବାହୀ ଜାହାଜ ‘ଟଗ୍‌ ଜିନ୍‌ ହୱା ୩୨’ ପୁରୀ ଜିଲା କୃଷ୍ଣ ପ୍ରସାଦ ବ୍ଲକ୍‌ ଅନ୍ତର୍ଗତ ଚିଲିକା...

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ଆକ୍ରାନ୍ତଙ୍କ ସଂଖ୍ୟା ଟପିଲା ୪ ଲକ୍ଷ…

ନୂଆଦିଲ୍ଲୀ,୧।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର...

ମାଂସ ଶିକାରୀଙ୍କ ଲୋଲୁପ ଦୃଷ୍ଟିରେ ଭିତରକନିକା

କେନ୍ଦ୍ରାପଡ଼ା ଅଫିସ, ୨୫।୧୨: ଭିତରକନିକା ଜାତୀୟ ଉଦ୍ୟାନରୁ ଗତ ୯ ତାରିଖରେ ହରିଣ ଶିକାର କରି ବଗପାଟିଆ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ଫକୀର ମୋହନ...

୨ଜଣଙ୍କୁ ହାଣିଦେଲେ

ସମ୍ବଲପୁର/ପଡ଼ିଆବାହାଲ, ୨୪ା୯ (ବ୍ୟୁରୋ/ଡି.ଏନ.ଏ.): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅଧୀନ ଭଣ୍ଡାରିମାଲ ଗାଁରେ ସୋମବାର ରାତ୍ରି ପ୍ରାୟ ୯ଟାରେ ଦୁଇଜଣ ବ୍ୟକ୍ତିଙ୍କୁ ବିଭତ୍ସ ଭାବରେ ଟାଙ୍ଗିଆରେ...

କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍‌ଫରେନ୍ସ ସୁବିଧା

କଟକ ଅଫିସ୍‌,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍‌...

୫ ରାଜ୍ୟରେ ୭୯,୬୮୮ ଶିଶୁ ସଂକ୍ରମିତ

ନୂଆଦିଲ୍ଲୀ, ୮।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଦ୍ରୁତ ବେଗରେ ମାଡ଼ିଚାଲିଥିବାବେଳେ ଏଥିରେ ଯୁବକ ଓ ଶିଶୁମାନେ ଅଧିକ ସଂକ୍ରମିତ ହେଉଛନ୍ତି। ଗତବର୍ଷ ବୟସ୍କ ତଥା...

Advertisement
Archives

Model This Week