CORONAVIRUS UPDATE: ଆଉ ୯୦ ହେଲେ ସୁସ୍ଥ

ଭୁବନେଶ୍ୱର, ୨୯।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୯୭୭ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ସୁସ୍ଥ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଜଗତ୍‌ସିଂହପୁର ଜିଲାର ସର୍ବାଧିକ ୨୩ଜଣ ରହିଛନ୍ତି। ସେହିପରି ଯାଜପୁର ୨୨, ଭଦ୍ରକ ୨୧, ଗଞ୍ଜାମ ୧୫, କଟକ ୩, ସମ୍ବଲପୁର-ଖୋର୍ଦ୍ଧା ୨, ବାଲେଶ୍ୱର-ନୟାଗଡ଼ରୁ ଜଣେ ଲେଖାଏ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ...

କଟକ ସହରରୁ ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୨।୮-କଟକ ସହରରେ ଶନିବାର ପୁଣି ୧୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮୦ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବାବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ...

ଦାରୁଦିଅଁଙ୍କ ପ୍ରତ୍ୟକ୍ଷ ସ୍ନାନ: ଅପେକ୍ଷାରେ ସ୍ନାନବେଦି

ପୁରୀ ଅଫିସ, ୧୭ା୬:ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ରତ୍ନବେଦିରୁ ସ୍ନାନମଣ୍ଡପକୁ ଓହ୍ଲାଇ ଆସିବେ ବିଶ୍ୱନିୟନ୍ତା। ଲକ୍ଷ ଲକ୍ଷ ଭକ୍ତଙ୍କ ସମ୍ମୁଖରେ କରିବେ ପ୍ରତ୍ୟକ୍ଷ ସ୍ନାନ। ଏଥିପାଇଁ ଦାରୁଦିଅଁଙ୍କୁ...

୮ ସହର ୪୦ ଡିଗ୍ରୀ ଉପରେ

ଭୁବନେଶ୍ୱର,୨୬ା୫(ବ୍ୟୁରୋ): ସମଗ୍ର ରାଜ୍ୟରେ ଅସହ୍ୟ ଗରମ ହେବା ସହ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଛି। ଆଗକୁ ମଧ୍ୟ ଗୁଳୁଗୁଳି ସହ ଆହୁରି ଗ୍ରୀଷ୍ମ ପ୍ରବାହ ହେବ...

ଛାତ୍ରୀଙ୍କୁ ବଳାତ୍କାର କଲେ ଶିକ୍ଷକ

ରାଉରକେଲା ଅଫିସ୍‌, ୧୨।୧୦: ଜଲଦା ଫାଣ୍ଡି ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଏ ନେଇ ପୀଡିତାଙ୍କ ପରିବାର ଲୋକେ ଜଲଦା ଫାଣ୍ଡିରେ ଅଭିଯୋଗ କରିଛନ୍ତି।...

ମାସେ ଭିତରେ ଘରୋଇ ବ୍ୟାଙ୍କରୁ ମହାପ୍ରଭୁଙ୍କ ଟଙ୍କା ଫେରୁ, ନଚେତ ବାଚସ୍ପତି ସମ୍ଭାଳି ପାରିବେନି: ସୁର

ଭୁବନେଶ୍ୱର,୧୩।୩(ବ୍ୟୁରୋ): ୟେସ୍‌ ବ୍ୟାଙ୍କରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟଙ୍କା ନେଇ କଂଗ୍ରେସର ବରିଷ୍ଠ ନେତା ତଥା ଜଟଣୀ ବିଧାୟକ ସୁରେଶ(ସୁର) କୁମାର ରାଉତରାୟ ଶୁକ୍ରବାର ବର୍ଷିଛନ୍ତି। ବିଧାନସଭା...

ମୁମ୍ବାଇରେ ଗୋଟିଏ ଦିନରେ ୨୧୮ କରୋନା ପଜିଟିଭ ଚିହ୍ନଟ

ମୁମ୍ବାଇ,୧୦।୪: ମହାରାଷ୍ଟ୍ରରେ କରୋନା ଭାଇରସ ବେଳକୁ ବେଳ ତାଣ୍ଡବ ରଚି ଚାଲିଛି। ଗୋଟିଏ ଦିନରେ ଏଠାରେ ଶହ ଶହ ଲୋକ କରୋନାରେ ପୀଡ଼ିତ ହେବା ସରକାରଙ୍କ...

ପ୍ରାରମ୍ଭିକ ଅବସ୍ଥାରେ କଲୋନ କ୍ୟାନ୍ସର ଚିହ୍ନଟ କଲେ ଡା. ଆଶୁତୋଷ

ଭୁବନେଶ୍ୱର,୨୧।୪ (ବ୍ୟୁରୋ): ଶହୀଦନଗରସ୍ଥିତ ସାଇ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜି ଓ ଲିଭର୍‌ ସାଇନ୍ସର ପ୍ରତିଷ୍ଠାତା ଡା. ଆଶୁତୋଷ ମହାପାତ୍ରଙ୍କ ପ୍ରଚେଷ୍ଟା ଦ୍ୱାରା କଲୋନ କ୍ୟାନ୍ସର ବା...

Advertisement
Archives

Model This Week