CORONAVIRUS UPDATE: ଓଡ଼ିଶାରେ ଆକ୍ରାନ୍ତ ସଂଖ୍ୟା ହେଲା ୧୭୬

ଭୁବନେଶ୍ୱର,୫।୫:(ବ୍ୟୁରୋ)- ମଙ୍ଗଳବାର ରାତିରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୬ରେ ପହଞ୍ଚିଛି। ପଜିଟିଭ୍ ଚିହ୍ନଟ ହୋଇଥିବା ୫୮ ବର୍ଷୀୟ ବ୍ୟକ୍ତି ଯାଜପୁର ଜିଲାର ଏବଂ ସେ କୋଲକାତା ଫେରନ୍ତା ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟ୍ ରେ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣ୍ଡିଆନଙ୍କ ଭୂମିକାକୁ ନେଇ ଏମିତି କହିଲେ ସମ୍ବିତ ରାଉତରାୟ, କହିଲେ ୨୦୨୬ରେ ବହୁତ କିଛି…

ଭୁବନେଶ୍ୱର,୨୧ା୧୨: ୨୦୨୬ରେ ବହୁତ କିଛି ହେବ। କିଛି ମେଳି ନାହିଁ ବୋଲି କହିଛନ୍ତି ବିଜେଡି ନେତା ସମ୍ବିତ ରାଉତରାୟ। ସେ କହିଛନ୍ତି, ରାଜନୀତି କଲେ ଚର୍ଚ୍ଚା...

ଥାନାରେ ଏତଲା ଦେଲେ ହ୍ୟୁମାନ ସାଗରଙ୍କ ମା, ମୋ’ ପୁଅକୁ…

କଟକ,୨୧ା୧୨: ଓଡ଼ିଶାର ଜଣାଶୁଣା କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲାରେ ଥାନାରେ ଏତଲା ଦିଆଯାଇଛି। ତେବେ କଟକ ମର୍କତ ନଗର ଥାନାରେ ଏତଲା ଦେଇଛନ୍ତି ହ୍ୟୁମାନଙ୍କ...

ବାସୁଦେବପୁରରେ ଭୟଙ୍କର ଦୁର୍ଘଟଣା: ହାଇଓ୍ବା- ଟ୍ରେଲର ମୁହାଁମୁହିଁ ଧକ୍କା

ବାସୁଦେବପୁର,୨୧।୧୨(କାଳୀପଦ ରାୟ): ବାସୁଦେବପୁର ବ୍ଲକ ଅଧୀନ ଜାମଝାଡି, ଧାମରା ରାସ୍ତାର ମାତାଜୀ ମଠ ଛକଠାରେ ଏକ ହାଇଓ୍ବା ଓ ଟ୍ରେଲର ମୁହାଁମୁହିଁ ଧକ୍କା ହୋଇଛନ୍ତି। ହାଇଓ୍ବାଟି...

ବିଜେଡିକୁ ନେଇ ଏମିତି କହିଲେ ଅଶୋକ ପଣ୍ଡା, ଭାଜପା କଂଗ୍ରେସରେ ଯେଭଳି…

ଭୁବନେଶ୍ୱର,୨୧ା୧୨: ବିଜେଡିକୁ ନେଇ ବରିଷ୍ଠ ନେତା ଅଶୋକ ପଣ୍ଡା ଏକ ବୟାନ ଦେଇଛନ୍ତି। ସେ କହିଛନ୍ତି, ଭାଜପା-କଂଗ୍ରେସରେ ଯେଭଳି କନ୍ଦଳ ଥିଲା ବିଜେଡିରେ ସେଭଳି ନାହିଁ...

ସାଜସଜ୍ଜା ଅନନ୍ୟ, ଅପେକ୍ଷାରେ ଅଭିନୟ

ବରଗଡ଼,୨୧।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା। ଆସନ୍ତା ୨୪ରୁ ଏହି ମହୋତ୍ସବ ଆରମ୍ଭ ହେବ। ୨୦୨୬ ଜାନୁଆରୀ ୩ ପର୍ଯ୍ୟନ୍ତ ଏହା ଚାଲିବ।...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ସରକାରୀ ଜମିରୁ ଧାନକଟାକୁ ନେଇ ଦୁଇ ଗୋଷ୍ଠୀ ବିବାଦ: ଲାଗୁ ହେଲା ୧୬୩ ଧାରା

ମହାକାଳପଡ଼ା,୨୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ପେଟଛେଲା ଗ୍ରାମ ଜଙ୍ଗଲ ଜମି ଧାନ କାଟିବା ନେଇ ଦୁଇ ଗୋଷ୍ଠୀ...

ଘରେଥିଲେ ବୃଦ୍ଧ ହଠାତ୍‌ ଲାଗିଗଲା ନିଆଁ: ଶେଷରେ…

ବାରିପଦା, ୨୧।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅନ୍ତର୍ଗତ ମୁଣ୍ଢାକଟା ପଞ୍ଚାୟତ ଜୁନା ଗ୍ରାମରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଘରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri