CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ, ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି

ଭୁବନେଶ୍ୱର,୧୨।୬(ବ୍ୟୁରୋ): ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ। ଶୁକ୍ରବାର କରୋନାରେ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୫ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦କୁ ବୃଦ୍ଧି ପାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

 

ପ୍ରକାଶ ଯେ, ଶୁକ୍ରବାର ୧୧୨ ନୂତନ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୦୭ଜଣ ଥିବା ବେଳେ ୫ ଲୋକାଲ୍‌ କେସ୍‌ ରହିଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୩୪୯୮କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଦେବା ବାହାନାରେ ଯୁବତୀଙ୍କୁ ବଳାତ୍କାର କଲେ ଲୋକୋ ପାଇଲଟ୍‌, ଷ୍ଟେଶନରୁ ଘରକୁ ନେଇ…

ପାଟନା,୨୮ା୯: କଟିହାରରେ ଚାକିରି ଦେବାର ପ୍ରଲୋଭନ ଦେଇ ୨୨ ବର୍ଷୀୟା ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ଆସିଛି । ଏହି ମାମଲାରେ ଜଣେ ରେଳବାଇ ଲୋକୋ ପାଇଲଟ୍‌ଙ୍କ…

୩ ଘଣ୍ଟା କାନ୍ଦିଲେ ପରିଣୀତି: ପଛରେ ରହିଛି ଏମିତି କାରଣ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ମା’ ହେବା ପରେ ପୁଣିଥରେ କାମକୁ ଫେରିଛନ୍ତି। ତେବେ ପୁଅ ନୀରଙ୍କୁ ଘରେ ଛାଡ଼ି କାମ ପାଇଁ ବାହାରକୁ ଯିବା…

ଗାଧୋଇବା ବେଳେ ପୋଖରୀରେ ବୁଡ଼ିଗଲେ ଶିବରାମ; ଚାଲିଗଲା ଜୀବନ, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୨୮ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଛଣମେରି ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ହେଲେ ଛଣମେରି…

କୋହଲିଙ୍କ ଏହି ରେକର୍ଡ ଭାଙ୍ଗିବା ଅସମ୍ଭବ! ଜାଣିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୨୮।୯: ୱେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଦିନିକିଆରେ ଅପରାଜିତ ଶତକ ହାସଲ କରି ବିରାଟ କୋହଲି ପୁଣିଥରେ ରେକର୍ଡ ବୁକ୍‌ରେ ନିଜ ନାମ ଲେଖାଇଛନ୍ତି। ଏହି ମ୍ୟାଚ୍‌ରେ ତାଙ୍କ…

୧ ନଭେମ୍ବରରୁ ନୂଆ ନିୟମ; ପାର୍କିଂ ପାଇଁ ଡବଲ ଚାର୍ଜ, ୫୦% କର୍ମଚାରୀ…

ନୂଆଦିଲ୍ଲୀ,୨୮।୯: ଦିଲ୍ଲୀ-NCRରେ ଶୀତ ଋତୁ ଆରମ୍ଭ ହେବା ସହ ବାୟୁ ପ୍ରଦୂଷଣକୁ ନେଇ ଚିନ୍ତା ବଢ଼ିଛି । ପ୍ରତିବର୍ଷ ଶୀତଦିନରେ ଦିଲ୍ଲୀ-NCRର ବାୟୁ ଗୁଣବତ୍ତା ଖରାପ ହେଉଥିବାରୁ…

ବସ୍‌ରୁ ଓହ୍ଲାଇବାବେଳେ ସିଡ଼ିରେ ଖସିପଡ଼ିଲେ ରୋହିତ ଶର୍ମା: ଆଉ ତା’ପରେ… ଦେଖନ୍ତୁ VIDEO

ତିରୁଭାନନ୍ତପୁରମ,୨୮।୯: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଦିନିକିଆ ପରେ ଭାରତୀୟ କ୍ରିକେଟର ରୋହିତ ଶର୍ମାଙ୍କୁ ନେଇ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।…

ଏଭଳି କହିବାରୁ ଶେହଜାଦଙ୍କୁ ଆକ୍ରମଣ; ପୋଷାକ ଚିରିଦେଲେ, ବଞ୍ଚାଇବାକୁ ଆଗେଇ ଆସିଲେ ସ୍ୱରା

ନୂଆଦିଲ୍ଲୀ,୨୮ା୯: ରିଆଲିଟି ଶୋ’ ‘Rise and Fall’ର ସିଜନ୍‌-୨ ଆରମ୍ଭରୁ ହିଁ ଚର୍ଚ୍ଚାରେ ରହିଛି । ଶୋ’ରେ ଭାଜାପାର ପୂର୍ବତନ ମୁଖପାତ୍ର ଶେହଜାଦ ପୁନାୱାଲା ଏବଂ ଅଭିନେତ୍ରୀ…

ଜନ୍ମ ହେଉ ହେଉ ମିଳିଲା ୨୨ କ୍ୟାରେଟର ସୁନା ମୁଦି; ନିଜ ହାତରେ ପିନ୍ଧାଇଲେ ମୁଖ୍ୟମନ୍ତ୍ରୀ, କିଏ ଏହି..

ଚେନ୍ନାଇ,୨୮ା୯: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ନିଜର ଏକ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ କରି ନବଜାତ ଶିଶୁଙ୍କ ପାଇଁ ‘ଥାଇମାମନ୍ ଥଙ୍ଗା ମୋଥିରମ୍ ଥିଟ୍ଟମ୍’(Thaimaman Thanga…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?