CORONAVIRUS UPDATE: କଳାହାଣ୍ଡିରେ ଆଉ ୧୧ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ଅପରାହ୍ନରେ କଳାହାଣ୍ଡି ଜିଲାରେ ଆଉ ୧୧ କରୋନା ପଜିଟଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୦୬୩କୁ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ୧୧ଆକ୍ରାନ୍ତଙ୍କ ମଧ୍ୟରୁ ୧୦ଜଣ ବାହାର ରାଜ୍ୟ ଫେରନ୍ତା। ସମସ୍ତେ ମହାରାଷ୍ଟ୍ର, ଗୁଜରାଟ ଓ ଛତିଶଗଡ଼ରୁ ଫେରିଥିଲେ। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ଅନ୍ୟ ଜଣଙ୍କ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ସୁପରଭାଇଜର ବୋଲି ଜଣାପଡ଼ିଛି। ଏନେଇ କଳାହାଣ୍ଡି ଜିଲାପାଳ ଗାଭାଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୩କୁ ବୃଦ୍ଧି ପାଇଥିବା ବେଳେ ୩୪୩ ଜଣ ସୁସ୍ଥ ଓ ୬ ଜଣଙ୍କ ମୃତ୍ୟୁ ଘଟିଛି। ବାକି ଅନ୍ୟ ଆକ୍ରାନ୍ତ ଏବେ ଚିକିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଜର ଚମତ୍କାରୀ ବ୍ୟାଟ୍‌କୁ ଉପହାରରେ ଦେବେ ବୈଭବ, ଜାଣନ୍ତୁ କାହାକୁ ମିଳିବ ଏହି ଖାସ୍‌…

ନୂଆଦିଲ୍ଲୀ,୯।୪:  ଆଇପିଏଲ୍ ୨୦୨୬ର ସବୁଠାରୁ କନିଷ୍ଠ ଖେଳାଳି ବୈଭବ ସୂର୍ଯ୍ୟବଂଶୀ ଏବେ କ୍ରିକେଟ ଦୁନିଆରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି। ନିକଟରେ ରାଜସ୍ଥାନ ରୟାଲ୍ସ ଦ୍ୱାରା…

୩ ମାସ ତଳେ ଚୋରି ହୋଇଥିଲା ସ୍କୁଟି, ଗୋଟିଏ ଟ୍ରାଫିକ ଚାଲାଣ ଯୋଗୁ ଫସିଗଲା ଚୋର, ମାଲିକ…

ହାଇଦ୍ରାବାଦ: ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଏବେ ସୋସିଆଲ ମିଡିଆରେ ବେଶ ଭାଇରାଲ ହେବାରେ ଲାଗିଛି। ଜଣେ ବ୍ୟକ୍ତିଙ୍କର ଚୋରି ହୋଇଥିବା ସ୍କୁଟିର…

ବନ୍ଦ ହେଲା ଆଉ ଏକ ଯୁଦ୍ଧ? ଲେବାନନ ସହିତ ସିଧାସଳଖ ଆଲୋଚନା ପାଇଁ ଇସ୍ରାଏଲ ପ୍ରସ୍ତୁତ

ଜେରୁଜେଲମ,୯।୪: ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଉତ୍ତେଜନା ମଧ୍ୟରେ, ଲେବାନନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ କୂଟନୈତିକ ପଦକ୍ଷେପ ଉଭା ହୋଇଛି। ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଯଥାଶୀଘ୍ର…

ଅପେକ୍ଷାର ଅନ୍ତ! ରୟାଲ ଏନ୍‌ଫିଲ୍ଡ ଲଞ୍ଚ କଲା ପ୍ରଥମ ଇଲେକ୍ଟ୍ରିକ୍‌ ବାଇକ୍‌, ଜବରଦସ୍ତ ଫିଚର ସହ ମୂଲ୍ୟ…

ନୂଆଦିଲ୍ଲୀ,୯।୪: ଅପେକ୍ଷାର ଅନ୍ତ ଘଟିଛି। ଭାରତୀୟ ବଜାରରେ ରୟାଲ ଏନଫିଲ୍ଡ (Royal Enfield) ନିଜର ପ୍ରଥମ ଇଲେକ୍ଟ୍ରିକ ମୋଟରସାଇକେଲ ’ଫ୍ଲାଇଙ୍ଗ ଫ୍ଲି ସି୬’ (Flying Flea C୬)କୁ…

ଇସଲାମାବାଦରେ ଇରାନ-ଆମେରିକା ଆଲୋଚନା ଉପରେ ଆତଙ୍କବାଦୀ ଆକ୍ରମଣ ପାଇଁ ଷଡଯନ୍ତ୍ର!

ଇସଲାମାବାଦ,୯।୪: ଶୁକ୍ରବାର (୧୦ ଏପ୍ରିଲ, ୨୦୨୬) ପାକିସ୍ତାନରେ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନା ଆରମ୍ଭ ହେବାକୁ ଥିବା ଆଲୋଚନା ପୂର୍ବରୁ, ଆମେରିକୀୟ ଗୁପ୍ତ ସେବାର ୨୩…

ଦଳର ଘୋଷଣା ପତ୍ର ପୂର୍ବରୁ ମୋଦିଙ୍କ ମାଷ୍ଟରଷ୍ଟ୍ରୋକ୍‌

କୋଲକାତା,୯।୪: ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଭାଜପା ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଏହି ଘୋଷଣା ପୂର୍ବରୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମବଙ୍ଗର ଲୋକଙ୍କ ପାଇଁ ଛଅଟି…

ଅବସରପ୍ରାପ୍ତ କର୍ମଚାରୀଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ,ପ୍ରତ୍ୟାହର ନ କଲେ ଆନ୍ଦୋଳନ: ବିଧାୟକ

ଭବାନୀପାଟଣା/ଧର୍ମଗଡ଼,୯।୪(ଉତ୍ତମ କୁମାର ଦାଶ/ଘାସିରାମ ଜଗତ)-ରାଜ୍ୟ ସରକାରଙ୍କ ଅବସର ପ୍ରାପ୍ତ କର୍ମଚାରୀ ଙ୍କୁ ପୁନଃ ନିଯୁକ୍ତି ନିଷ୍ପତ୍ତିକୁ ବିଜେଡିର ବିରୋଧ କରିଛନ୍ତି ଜୁନାଗଡ ବିଧାୟକ କ୍ୟାପଟେନ ଦିବ୍ୟଶଙ୍କର ମିଶ୍ର।ରାଜ୍ୟ…

କାଲିଠୁ ଏହି ୫ ରାଶିର ଫିଟିବ ଭାଗ୍ୟ, ଧନ ବର୍ଷା କରିବେ ଶୁକ୍ର-ଶନି; ଆପଣଙ୍କ ରାଶି…

ଆସନ୍ତାକାଲି ଅର୍ଥାତ ୨୦୨୬ ଏପ୍ରିଲ ୧୦ ତାରିଖ ସକାଳ ୪ଟା ୩୯ ମିନିଟ୍‌ରେ ମହାକାଶରେ ଏକ ବିରଳ ଜ୍ୟୋତିଷୀୟ ଘଟଣା ଘଟିବାକୁ ଯାଉଛି। ଶୁକ୍ର ଏବଂ ଶନି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri