CORONAVIRUS UPDATE: କେନ୍ଦ୍ରାପଡ଼ାରେ ୧୩ ନୂଆ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଗୁରୁବାର ଅପରାହ୍ନରେ କେନ୍ଦ୍ରାପଡ଼ା ଜିଲାରେ ୧୩ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଣୁ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୨୪କୁ ବୃଦ୍ଧି ପାଇଛି। ସେହିଭଳି କେନ୍ଦ୍ରାପଡ଼ା ଜିଲାରେ ପୂର୍ବରୁ ୯ ଆକ୍ରାନ୍ତ ଥିବା ବେଳେ ଏବେ ଏହି ସଂଖ୍ୟା ୨୨ ହୋଇଛି।

ପ୍ରକାଶ ଯେ, ନୂତନ ଆକ୍ରାନ୍ତଙ୍କ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇ ନ ଥିଲେ ହେଁ କେନ୍ଦ୍ରାପଡ଼ା ଜିଲାପାଳଙ୍କ ପକ୍ଷରୁ ଏନେଇ ଟୁଇଟ୍‌ କରାଯାଇଛି। ନୂତନ ପଜିଟିଭ୍‌ମାନେ ସୁରଟ ଫେରନ୍ତା ଏବଂ ମହାକାଳପଡ଼ା, କେନ୍ଦ୍ରାପଡ଼ା ଏବଂ ରାଜକନିକା ବ୍ଲକ ଅଞ୍ଚଳର। ସେମାନେ ଫେରିବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ନମୁନା ପଜିଟିଭ୍‌ ଆସିବା ପରେ ତାଙ୍କୁ କୋଭିଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ତେବେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିବାରୁ କମ୍ୟୁନିଟି ସମ୍ପର୍କ ନାହିଁ। ଏଣୁ ଆତଙ୍କିତ ହେବାର କାରଣ ନାହିଁ ବୋଲି ଜିଲାପାଳ ସମର୍ଥ ବର୍ମା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଆନ୍ଧ୍ରପ୍ରଦେଶ ଅନନ୍ତପୁର ଜିଲାର ମରୁଡ଼ିପ୍ରବଣ ଅଞ୍ଚଳରେ ଭାରତୀୟ ବନ ସେବା ଅଧିକାରୀ(ଆଇଏଫ୍‌ଏସ୍‌) ବିନିତ କୁମାର ଓ ତାଙ୍କ ସ୍ତ୍ରୀ ତଥା ବନ୍ୟପ୍ରାଣୀ ସଂରକ୍ଷକ ରୂପା ଯାଦବ ଜଳାଶୟ…

ଅପରେସନ୍ ବ୍ଲାକ୍‌ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ

ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ…

ଶବ୍ଦଘାତକର ଯୁଗଯନ୍ତ୍ରଣା

ଡାକବାଜି,, ଡିଜେ, ବାଣ ଆଦି ଶବ୍ଦ ପ୍ରଦୂଷଣ ସୃଷ୍ଟିକାରୀ ଉପାଦାନ ଏବେ କେବଳ ଆଉ ପାର୍ବଣ ପାଳନ ମଧ୍ୟରେ ସୀମିତ ରହିନାହିଁ। ସହର ବଜାରରୁ ଆରମ୍ଭ କରି…

ପ୍ଲାଷ୍ଟିକମୟ ପୃଥିବୀ

ପୃଥିବୀ ସମ ଏକ ସୁନ୍ଦର ଗ୍ରହ ନାହିଁ କହିଲେ ଅତ୍ୟୁକ୍ତି ହେବନାହିଁ, ଯେଉଁଠାରେ ଆମେ ଜନ୍ମ ଗ୍ରହଣ କରି ନିଜକୁ ଭାଗ୍ୟବାନ ମନେକରୁ। କାରଣ ପୃଥିବୀ ଆମକୁ…

ବିଦ୍ରୋହୀ ରାଜା

୧୯୮୯ରେ ଆମେରିକାରେ ଗ୍ରୀଷ୍ମଋତୁ (ଜୁନ-ଅଗଷ୍ଟ)ରେ ଫ୍ରାନ୍ସିସ ଫୁକୁୟାମା ‘ଇତିହାସର ଶେଷ’ ସିଦ୍ଧାନ୍ତ ଉପସ୍ଥାପନ କରିଥିଲେ। ତାଙ୍କ ଦୃଷ୍ଟିକୋଣରେ ଉଦାରବାଦୀ ଗଣତାନ୍ତ୍ରିକ ପୁଞ୍ଜିବାଦ ବା ପାଶ୍ଚାତ୍ୟ ଉଦାରବାଦ ଗଣତନ୍ତ୍ର…

ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ

ଭୁବନେଶ୍ୱର,୨୦।୨ (ସୁନିତ୍‌ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ…

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri