CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିବାରେ ଗଂଜାମ ପ୍ରଥମ ଜିଲା। ଏଥି ସହ ଜିଲାରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୮ନଂ. ଜୋନ୍‌ରେ ଜୋରଦାର ଲଢ଼େଇ

ବିଞ୍ଝାରପୁର,୧୧ା୨(ଡି.ଏନ.ଏ.): ଯାଜପୁର ଜିଲା ପରିଷଦ ଅଧୀନ ବିଞ୍ଝାରପୁର ବ୍ଲକର ୨୮ ନଂ. ଜୋନରେ ବିଜେଡି, ଭାଜପା ଓ କଂଗ୍ରେସ ୩ ପ୍ରମୁଖ ଦଳ ମଧ୍ୟରେ ଜୋରଦାର...

ଗୋଟିଏ ରାତିରେ ୭ ଦୋକାନରୁ ଚୋରି

ରୂପ୍‌ସା, ୩୦।୧(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ରୂପ୍‌ସା ଥାନା ଅଞ୍ଚଳରେ ବୁଧବାର ରାତିରେ ସିରିଜ୍‌ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଆଜବେଷ୍ଟସ ଛପର ଭାଙ୍ଗି ଦୁର୍ବୃତ୍ତମାନେ ଗୋଟିଏ...

ବଜେଟ୍‌ ପ୍ରକ୍ରିୟାରେ ସ୍ବଚ୍ଛତା: ୩ୟରେ ଓଡ଼ିଶା

ଭୁବନେଶ୍ୱର,୨୬।୮(ବ୍ୟୁରୋ): ରାଜ୍ୟର ଆର୍ଥିକ ପ୍ରସଙ୍ଗରେ ୫-ଟି ଫ୍ରେମଓ୍ବାର୍କ କାର୍ଯ୍ୟକାରୀ କରିବା ସହ ଅନ୍ୟ ରାଜ୍ୟଗୁଡିକ ତୁଳନାରେ ବଜେଟ୍‌ ସ୍ବଚ୍ଛତା ରକ୍ଷା କରିବାରେ ଓଡ଼ିଶା ଦେଶରେ ତୃତୀୟ...

ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ ଜେଲ୍‌

ଜୟପୁର,୧୭ା୧୨(ଡି.ଏନ୍‌.ଏ.): କୋରାପୁଟ ଜିଲା ଜୟପୁରସ୍ଥିତ ଜିଲା ଦୌରାଜଜ୍‌ ବିମଳ ଚାନ୍ଦ ମଙ୍ଗଳବାର ଏକ ହତ୍ୟା ମାମଲାର ଶୁଣାଣି କରି ବନ୍ଧୁ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି।...

ମଣ୍ଡିରେ ଧାନ ବିକ୍ରି ନ ହେବାରୁ ଚାଷୀ ଅସନ୍ତୋଷ: ଶସ୍ୟବୀମା ସହାୟତା ରାଶି ମିଳିନି

ବୋଲଗଡ଼,୨୦ା୭(ଡି.ଏନ.ଏ.): ବୋଲଗଡ଼ ବ୍ଲକ ସଂପୁର ପ୍ରାଥମିକ ସେବା ସମବାୟ ସମିତି ଧାନ ମଣ୍ଡିରେ ଧାନ ବିକ୍ରି ହୋଇ ନ ପାରିବାରୁ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଯାଇଛି...

ସ୍ବାସ୍ଥ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା: ବାପାଙ୍କ ଅନ୍ତିମକ୍ରିୟା ସାରି କାର୍ଯ୍ୟରେ ଯୋଗଦେଲେ

ଭୁବନେଶ୍ୱର, ୧୭।୩(ବ୍ୟୁରୋ): ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପ୍ରମୁଖ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଶଂସା କରିଛନ୍ତି। ରବିବାର କରୋନା...

ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରୁ ଉତ୍‌କ୍ଷେପଣ ହେଲା ‘ବ୍ରହ୍ମୋସ’

ବାଲେଶ୍ୱର ଅଫିସ,୧୨ା୭: ଚାନ୍ଦିପୁର କ୍ଷେପଣାସ୍ତ୍ରଘାଟିରୁ ଆଜି ଉତ୍‌କ୍ଷେପଣ ହୋଇଛି ସୁପରସୋନିକ୍‌ କ୍ରୁଜ ମିସାଇଲ ‘ବ୍ରହ୍ମୋସ’। ଏହାର ଲକ୍ଷ୍ୟଭେଦ କ୍ଷମତା ରହିଛି ୬୫୦ରୁ ୮୦୦ କିଲୋମିଟର। ଶବ୍ଦର...

ଗୋଟିଏ ସ୍ଥାନରେ ରାଜ୍ୟର ଉତ୍କୃଷ୍ଟ ହସ୍ତକଳା

ଭୁବନେଶ୍ୱର,୩ା୩(ବ୍ୟୁରୋ): ରାଜ୍ୟ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପକ୍ଷରୁ ଏକ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ସୋମବାର ୟୁନିଟ୍‌-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହୋଇଛି। ହସ୍ତ...

Advertisement
Archives

Model This Week