CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିବାରେ ଗଂଜାମ ପ୍ରଥମ ଜିଲା। ଏଥି ସହ ଜିଲାରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାଫିକ ନିୟମ କୋହଳ କରିବାକୁ ମନ୍ତ୍ରୀଙ୍କୁ ସ୍ମାରକପତ୍ର

ବାଲେଶ୍ୱର ଅଫିସ, ୭।୯-କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୋଦିତ ନୂତନ ସଂଶୋଧିତ ଟ୍ରାଫିକ ଜରିମାନା ବ୍ୟବସ୍ଥାକୁ ଛାତ୍ରୀଛାତ୍ରମାନଙ୍କ ପ୍ରତି କିଛି ପରିମାଣରେ କୋହଳ କରିବାକୁ ଦାବି କରାଯାଇଛି।...

ବର୍ଜ୍ୟବସ୍ତୁ ପାଇଁ ଜଙ୍ଗଲରେ ଲାଗିଲା ନିଆଁ

କେନ୍ଦୁଝର,୧୧।୧୧(ସ୍ବ.ପ୍ର.): କେନ୍ଦୁଝର ସହର ଉପକଣ୍ଠ ଜୁଡିଆଘାଟି ଜଙ୍ଗଲରେ ଗୁରୁବାର ନିଆଁ ଲାଗି ଯାଇଛି। ଫଳରେ ଶତାଧିକ ଗଛ ପୋଡି ନଷ୍ଟ ହୋଇଛି। ଉକ୍ତ ଅଞ୍ଚଳରେ ବେଆଇନ...

୩ ପିଲାଙ୍କୁ ଅନାଥ କଲା କାମଳ ରୋଗ

ରସୁଲପୁର,୧୯ା୭(ଡି.ଏନ.ଏ.): ରସୁଲପୁର ବ୍ଲକ ପହଁଗା ପଞ୍ଚାୟତରେ କାମଳ ରୋଗ ୨ ଜଣଙ୍କ ଜୀବନ ନେଇଛି। ଗୋଟିଏ ପରିବାରର ଦମ୍ପତି ଏହି ରୋଗରେ ଆରପାରିକୁ ଚାଲିଯାଇଛନ୍ତି। ୫ବର୍ଷ...

ଘଡ଼ୁଆଳରେ ଗୟଳ ଆତଙ୍କ: ୩ ଆହତ

ନୟାଗଡ଼ ଅଫିସ, ୨୧।୧୦: ନୟାଗଡ଼ ଟାଉନ ଥାନା ଅନ୍ତର୍ଗତ ଘଡ଼ୁଆଳ ଗ୍ରାମରେ ସୋମବାର ଏକ ଗୟଳ ଆତଙ୍କ ସୃଷ୍ଟି କରୁଥିବା ଦେଖିବାକୁ ମିଳିଛି। ଗୟଳ ଆକ୍ରମଣରେ...

ସରକାରଙ୍କ ଜମି ଅଧିଗ୍ରହଣ, ପଟ୍ଟାରେ ଠିକା ସଂସ୍ଥା

କେନ୍ଦ୍ରାପଡ଼ା ଅଫିସ, ୨୨ା୧୨: ଭଦ୍ରକ ଜିଲାର ୪ ବ୍ଲକ ଓ ୩ ଏନ୍‌ଏସି ଅଞ୍ଚଳବାସୀଙ୍କୁ ଟ୍ୟାପ ଯୋଗେ ପାନୀୟ ଜଳ ଯୋଗାଣ ପାଇଁ ଚାନ୍ଦବାଲି ବ୍ଲକ...

ଭାଜପାରେ ମିଶିଲେ ଏକାମ୍ରର ଏକାଧିକ ଯୁବନେତା

ଭୁବନେଶ୍ୱର, ୮ା୨(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟରେ ସଭାପତି ସମୀର ମହାନ୍ତିଙ୍କ ଉପସ୍ଥିତିରେ ଏବଂ ଭୁବନେଶ୍ୱର ଜିଲା ସଭାପତି ବାବୁ ସିଂଙ୍କ ନେତୃତ୍ୱରେ ଏକାମ୍ର ନିର୍ବାଚନମଣ୍ଡଳୀର ବହୁ...

ସିନେ କଳାକାରଙ୍କ କାର ଧକ୍କାରେ ଯୁବକ ଗୁରୁତର

ପାତ୍ରପଡ଼ା,୧୦।୯(ଡି.ଏନ୍‌.ଏ.): ଖଣ୍ଡଗିରି ଥାନା ଅନ୍ତର୍ଗତ ଶ୍ୟାମପୁର ନିକଟରେ ସୋମବାର ରାତିରେ ଜଣେ ଓଡ଼ିଆ ସିନେ କଳାକାରଙ୍କ କାର ଧକ୍କାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ସେ...

ଲକ୍‌ଡାଉନ ଏନ୍‌ଫୋର୍ସମେଣ୍ଟ କଡାକଡ଼ି: ଆଦାୟ ହେଲାଣି ୧୮ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୧୯।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ସବଡିଭିଜନ ଅଧୀନରେ ୮ ଟି ବ୍ଲକ ଓ ୯ ଟି ସହର ରହିଛି। କୋଭିଡ ସମୟରେ ଜାରି ହୋଇଥିବା ଲକ୍‌ଡାଉନ...

Advertisement
Archives

Model This Week