CORONAVIRUS UPDATE: ଜଗତସିଂହପୁରରେ ପୁଣି ୨୦ କରୋନା ପଜିଟିଭ; ସମସ୍ତେ କୋଲକତା ଫେରନ୍ତା

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ଜଗତସିଂହପୁର ଜିଲାରେ ସୋମବାର ଅପରାହ୍ନରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନାଉଗାଁ ବ୍ଲକ ଜାମୁଗାଁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କୁଜଙ୍ଗ ବ୍ଲକ ପଣ୍ଡୁଆ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ କୋଲକତା ଫେରନ୍ତା ବୋଲି ଜଗତସିଂହପୁର ଜିଲାପାଳ ସୂଚନା ଦେଇଛନ୍ତି। ତେବେ ଆଜି ସକାଳେ ୫ ସୁସ୍ଥ ହେବା ପରେ ଜିଲାକୁ କରୋନା ମୁକ୍ତ ଘୋଷଣା କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୩୧୮ ସ୍ଥାନରେ ‘ଅଟଳ ବସ୍‌ଷ୍ଟାଣ୍ଡ’:୬ ଜିଲାରେ…

ଭୁବନେଶ୍ୱର,୧୧।୪(ରବିନାରାୟଣ ଜେନା): ରାଜ୍ୟର ୩୧୮ ବସ୍‌ଷ୍ଟାଣ୍ଡିକୁ ‘ଅଟଳ ବସ୍‌ଷ୍ଟାଣ୍ଡ’ରେ ପରିଣତ କରାଯିବ। ଏହାଦ୍ୱାରା ସମନ୍ବିତ ସାର୍ବଜନୀନ ସେବା ଲୋକଙ୍କୁ ମିଳିପାରିବ। ଏହି ଲକ୍ଷ୍ୟ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ…

ପୂର୍ବତନ ବିଧାୟକଙ୍କ ଘରବାହୁଡା: ଆଜି କଂଗ୍ରେସରେ ସାମିଲ ହେବେ ସାଧୁ ନେପାକ

ବରଗଡ଼,୧୧।୪( ପ୍ରେମାନନ୍ଦ ଖମାରୀ) : ବରଗଡ଼ର ପୂର୍ବତନ ବିଧାୟକ ସାଧୁ ନେପାକ ଶନିବାର କଂଗ୍ରେସକୁ ଫେରୁଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୧ଟାରେ ସେ ଭୁବନେଶ୍ବରସ୍ଥିତ…

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri