CORONAVIRUS UPDATE: ନବରଙ୍ଗପୁର, ଗଜପତି ଜିଲାକୁ ଛୁଇଁଲା କରୋନା

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୮୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ନବରଙ୍ଗପୁର ଜିଲାର ଜଣେ ଓ ଗଜପତି ଜିଲାର ୪ ଆକ୍ରାନ୍ତ ରହିଛନ୍ତି। ଏହା ସହିତ ଉଭୟ ନବରଙ୍ଗପୁର ଓ ଗଜପତି ଜିଲାକୁ ପ୍ରଥମ ଥର ପାଇଁ କରୋନା ଛୁଇଁଛି। ଏଯାବତ୍‌ ମୋଟ ୨୬ଟି ଜିଲାକୁ କରୋନା ବ୍ୟାପିଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଭଳି ଆମେ ବି ସହାୟତା ଯୋଗାଇ ଦେବୁ: ବାଇଡେନ୍‌…

ଓ୍ବାଶିଂଟନ,୨୬।୪: ଦେଶରେ କରୋନା ସଂକ୍ରମଣ ଅସମ୍ଭାଳ ହେବାରେ ଲାଗିଛି। ଏପରିସ୍ଥଳେ ଆମେରିକା ରାଷ୍ଟ୍ରପତି କହିଛନ୍ତି ଯେ, ଆମେ ବିପଦରେ ପଡ଼ିଥିବାବେଳେ ଭାରତ ଆବଶ୍ୟକ ସହାୟତା ଯୋଗାଇ...

ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରି ଦିଅର ଗିରଫ

ବ୍ରଜରାଜନଗର,୧୩।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଅଧୀନ ଲଜକୁରା ଫାଟକପଡ଼ାର ଜଣେ ଯୁବକ ସମ୍ପର୍କୀୟ ଭାଉଜଙ୍କୁ ବଳାତ୍କାର ଉଦ୍ୟମ କରିଥିଲେ। ଘଟଣା ପ୍ରଘଟ କଲେ ମହିଳାଙ୍କୁ...

ଷ୍ଟାଟସ୍‌ ରିପୋର୍ଟ ଦାଖଲ କଲେ ରାଜ୍ୟ ସରକାର

କଟକ ଅଫିସ, ୧ା୨: ହାଇକୋର୍ଟରେ ସୋମବାର ଢିଙ୍କିଆ ବିବାଦ ମାମଲାର ଶୁଣାଣି ହୋଇଛି। ଏ ନେଇ ହାଇକୋର୍ଟରେ ଦାଏର ହୋଇଥିବା ୩ଟି ଯାକ ମାମଲାରେ ରାଜ୍ୟ...

ଏଣିକି ଉପରିସ୍ଥ ଅଧିକାରୀଙ୍କ ସୁପାରିସରେ ହେବ ଗ୍ରୁପ୍‌-୩ କର୍ମଚାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଏଣିକି ରାଜ୍ୟର ଗ୍ରୁପ-୩ କର୍ମଚାରୀଙ୍କ ପଦୋନ୍ନତି ଲାଗି ଦରକାର ପଡ଼ିବନି ସିସିଆର୍‌। ଏ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ...

ସ୍ବାମୀ, ସ୍ତ୍ରୀଙ୍କୁ କାଟି ଫିଙ୍ଗି ଦେଲେ

କାଲିମେଳା,୨୪ା୯(ଡି.ଏନ.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଏମ୍‌ଭି-୬୯ ଗ୍ରାମ ପଛପଟେ ଥିବା ଏକ ଚାଷଜମିରୁ ଶୁକ୍ରବାର ଦମ୍ପତିଙ୍କ ଗଳିତ ମୃତଦେହ ଉଦ୍ଧାର କରାଯାଇଛି। ଉଭୟେ...

ନୂଆବର୍ଷରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି

ଭୁବନେଶ୍ୱର,୭ା୧୨(ବ୍ୟୁରୋ): ବେପରୁଆ ଗାଡ଼ି ଚାଳକ ସାବଧାନ। ଏଣିକି ନିୟମ ଉଲ୍ଲଂଘନ କଲେ ଆଉ ନିସ୍ତାର ନାହିଁ। ଆସନ୍ତା ଜାନୁୟାରୀରୁ ରାଜ୍ୟରେ ଗାଡ଼ି ଯାଞ୍ଚକୁ ଜୋରଦାର କରାଯିବ।...

ଆଜି ପ୍ରକାଶ ପାଇବ ମହାନଗର ନିଗମର ସାନି ଚିଠା ସଂରକ୍ଷଣ ତାଲିକା

ଭୁବନେଶ୍ୱର,୭।୧ (ବ୍ୟୁରୋ): ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ଶୁକ୍ରବାର ମହାନଗର ନିଗମର ସାନି ଚିଠା ଆସନ ସଂରକ୍ଷଣ ଓ ସୀମା ପୁନଃନିର୍ଦ୍ଧାରଣ ତାଲିକା ପ୍ରକାଶ କରିବ ଗୃହ...

ଏପ୍ରିଲ ୨୫ରୁ ଆଇସିଏସ୍‌ଇ, ଆଇଏସ୍‌ସି ପରୀକ୍ଷା

ଭୁବନେଶ୍ୱର, ୪।୩(ବ୍ୟୁରୋ): ସିଆଇଏସ୍‌ସିଇ ଦ୍ୱାରା ପରିଚାଳିତ ଆଇସିଏସ୍‌ଇ(ଦଶମ) ଓ ଆଇଏସ୍‌ସି (ଦ୍ୱାଦଶ) ସେମିଷ୍ଟର-୨ ପରୀକ୍ଷା ଏପ୍ରିଲ ୨୫ରୁ ଆରମ୍ଭ ହେବ। ଦଶମ ପରୀକ୍ଷା ୨୫ରୁ ଆରମ୍ଭ...

Advertisement
Archives

Model This Week