CORONAVIRUS UPDATE : ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ସମସ୍ତେ ସୁରଟ ଫେରନ୍ତା, ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା

ଭୁବନେଶ୍ୱର, ୮।୫(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଚିହ୍ନଟ ନୂଆ ୨୬ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଏହି ୨୬ଜଣଙ୍କ ମଧ୍ୟରେ ଗଞ୍ଜାମ ଜିଲାର ୧୯ ଜଣ ରହିଥିବା ବେଳେ କେନ୍ଦ୍ରପଡ଼ାର ୫ ଓ ଭଦ୍ରକ ଜିଲାର ୨ ଆକ୍ରାନ୍ତ ରହିଛନ୍ତି।
ତେବେ ଗଞ୍ଜାମ ଜିଲାର ୧୯ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ କେରଳ ଫେରନ୍ତା ହୋଇଥିବା ବେଳେ ଅନ୍ୟ ସମେସ୍ତ ସୁରଟ ଫେରନ୍ତା। ଏମାନଙ୍କ ବୟସ ୧୮ରୁ ୫୮ ବର୍ଷ ମଧ୍ୟରେ ରହିଛି। ସେହିପରି କେନ୍ଦ୍ରାପଡ଼ା ଜିଲାରୁ ଚିହ୍ନଟ ୫ ଆକ୍ରାନ୍ତ ପୁରୁଷ। ସେମାନଙ୍କ ବୟସ ଯଥାକ୍ରମେ ୩୨, ୩୩, ୨୭, ୩୫ ଓ ୩୧। ଭଦ୍ରକର ୨ ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୨୧ ଓ ୪୧ ବର୍ଷ। ଜଣଙ୍କୁ ଛାଡି ଅନ୍ୟ ସମସ୍ତେ ସୁରଟ ଫେରନ୍ତା ହୋଇଥିବା ବେଳେ ଅଧିକାଂଶଙ୍କଠାରେ ଲକ୍ଷଣ ଥିଲା। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

୩ ଘଣ୍ଟା କହି ୭ ଘଣ୍ଟା କାଟିଲେଣି: ବିଦ୍ୟୁତ ସେବା ନ ପାଇ ଲୋକେ ହଟହଟା

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ପକ୍ଷରୁ ଶନିବାର ବିଦ୍ୟୁତ ମରାମତି ପାଇଁ ସକାଳ ୮ ଟା ରୁ ପୁର୍ବାହ୍ନ ୧୧ ଟା ପର୍ଯ୍ୟନ୍ତ…

ଦିଲ୍ଲୀରୁ ଭୁବନେଶ୍ୱର ଯାଏ ଲମ୍ବିଛି ଆତଙ୍କବାଦୀ ଚେର, ପାକିସ୍ତାନ ସହ ରହିଛି…

ଭୁବନେଶ୍ୱର,୧୧ା୪: ଆତଙ୍କବାଦୀ କଳା କାରନାମାର ହୋଇଛି ପର୍ଦ୍ଦାଫାଶ। ଦେଶ ବିରୋଧରେ ଏକ ବଡ଼ ଧରଣର ଷଡ଼ଯନ୍ତ୍ର ପୂର୍ବରୁ ଭୁବନେଶ୍ୱରରୁ ଆତଙ୍କୀଙ୍କୁ ଆସି ଧରିଛି ଦିଲ୍ଲୀ ପୋଲିସ। କ୍ୟାପିଟାଲ…

ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ: ଆକ୍ରମଣ କଲେ ବାଲି ମାଫିଆ

ଜୟପୁର,୧୧।୪(ପବନ ପାଣିଗ୍ରାହୀ ): ରେଡ୍‌ କରିବାକୁ ଯାଇଥିଲେ ଖଣି ଅଧିକାରୀ। ଆକ୍ରମଣ କଲେ ବାଲି ମାଫିଆ। ଏଭଳି ଅଭାବନୀୟ ଘଟଣା ଘଟିଛି କୋରାପୁଟ ଜିଲା ସଦର ଥାନା…

ରାହୁଲଙ୍କୁ ଦେଖି ଅଟକି ଗଲେ ମୋଦି, ଆଉ ତା’ପରେ ଘଟିଲା…ଦେଖନ୍ତୁ VIDEO

ନୂଆଦିଲ୍ଲୀ,୧୧।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ମହାତ୍ମା ଜ୍ୟୋତିବା ଫୁଲେଙ୍କ ୨୦୦ତମ ଜନ୍ମବାର୍ଷିକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ପାଇଁ ସଂସଦ ପରିସରରେ ପ୍ରେରଣା ସ୍ଥଳକୁ ଯାଇଥିଲେ। ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri