CORONAVIRUS UPDATE: ନୂଆ ୭ ଆକ୍ରାନ୍ତଙ୍କ ତଥ୍ୟ ପ୍ରକାଶ କଲେ ରାଜ୍ୟ ସରକାର: ମୋଟ ସଂଖ୍ୟା ୧୧୮ ଛୁଇଁଲା

ଭୁବନେଶ୍ୱର, ୨୮।୪(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ୪ ଓ ଭଦ୍ରକ ଜିଲାର ୩ ଜଣ ଅଛନ୍ତି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮କୁ ବୃଦ୍ଧି ପାଇଛି।

ରାଉରକେଲାର ୪ ଆକ୍ରାନ୍ତଙ୍କ ମଧ୍ୟରୁ ୨ ମହିଳା ଓ ୨ ଯୁବକ ରହିଛନ୍ତି। ୨ ମହିଳାଙ୍କ ବୟସ ଯଥାକ୍ରମେ ୫୫ ଓ ୩୫ ବର୍ଷ ହୋଇଥିବା ବେଳେ ୨ ଯୁବକଙ୍କ ବୟସ ୩୮ ଓ ୨୭ ବର୍ଷ। ସେହିପରି ଭଦ୍ରକର ୩ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଜଣ ବାସୁଦେବପୁର ବ୍ଲକର ହୋଇଥିବା ବେଳେ ଆଉ ଜଣେ ବନ୍ତ ବ୍ଲକର। ସମସ୍ତ ଆକ୍ରାନ୍ତ ପୁରୁଷ। ସେମାନଙ୍କ ବୟସ ଯଥାକ୍ରାମେ ୪୫, ୨୮ ଓ ୨୯ ବର୍ଷ। ସମସ୍ତ ଆକ୍ରାନ୍ତ ପଶ୍ଚିମବଙ୍ଗ ଲିଙ୍କ୍‌ ଥିବା ଜଣାପଡ଼ିଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି।

କରୋନାରେ ଆଜି ସୁଦ୍ଧା ୧୧୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ଘଟିଛି। ୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୮୦ ଜଣ ଚିକିତ୍ସାଧୀନ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଜଙ୍ଗଲକୁ ଶିକାର ପାଇଁ ଯାଇ ହଟହଟା: ଏଆଇ କ୍ୟାମେରାରେ…

ଉଦଳା,୧୧।୪(ସନ୍ତୋଷ କୁମାର ବାଛିନୀ): ଜଙ୍ଗଲକୁ ଯାଇଥିଲେ ଶିକାର ପାଇଁ। ଜଙ୍ଗଲ ଭିତରେ ଲାଗିଥିବା ଏଆଇ କ୍ୟାମେରାରେ କଏଦ ହେଲେ ଶିକାରୀ। ପୋଡାଡିହା ରେଞ୍ଜ ଶିମିଳିପାଳ ଆଭ୍ୟନ୍ତରୀଣ ଅଞ୍ଚଳରେ…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri