CORONAVIRUS UPDATE: ପୁଣି ୯୯ କରୋନା ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୫୦୦ ଟପିଲା

ଭୁବନେଶ୍ୱର,୧୩।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ ଦ୍ରୁତ ଗତିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବୁଧବାର ସକାଳେ ଆଉ ୯୯ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୩୮ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୫୨, ବାଲେଶ୍ୱରରେ ୩୩ ଜଣ, ଯାଜପୁରରେ ୭ ଜଣ ଓ ସୁନ୍ଦରଗଡର ୭ ଜଣ ରହିଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ସୋନମ ଓ଼୍ବାଙ୍ଗଚୁକ୍‌ଙ୍କ ବଡ଼ ବୟାନ, ଜେନ Zଙ୍କୁ ଅଭିନନ୍ଦନ…

ନୂଆଦିଲ୍ଲୀ,୨୫।୭: ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ ଦେଇ ଧର୍ମେନ୍ଦ୍ର ପ୍ରଧାନ ଇସ୍ତଫା ଦେଇଥିବା କହିଛନ୍ତି।…

୧୨ ବର୍ଷର କାର୍ଯ୍ୟକାଳରେ ମୋଦି ସରକାରରେ ପ୍ରଥମ ଇସ୍ତଫା, CAAରୁ ଆରମ୍ଭ ହୋଇ CJPରେ…

ଆଦିଲ୍ଲୀ,୨୫ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ୧୨ ବର୍ଷର କାର୍ଯ୍ୟକାଳ ମଧ୍ୟରେ ପ୍ରଥମଥର ପାଇଁ ଜଣେ କେନ୍ଦ୍ରମନ୍ତ୍ରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର…

ବଡ଼ ଖବର: ଶେଷରେ ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୨୫।୭: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ। Gen-Z ଆଗରେ ନଇଁଲେ କେନ୍ଦ୍ରମନ୍ତ୍ରୀ। ଯୁବପିଢ଼ିଙ୍କ ଆକାଂକ୍ଷାକୁ ସମ୍ମାନ…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର…

ଜୁଆଆଡ୍ଡାରେ ଚଢ଼ାଉ: ୫ ଜଣଙ୍କୁ ଗିରଫ କଲା ପୋଲିସ, ସୁଯୋଗ ନେଇ ଅନ୍ୟମାନେ…

ଦିଗପହଣ୍ଡି୨୫ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଟିମ୍‌ ପୋଡ଼ାମାରି ଗ୍ରାମ ନିକଟ ଏକ କୁକୁଡ଼ାଫାର୍ମରେ ଚାଲିଥିବା ଜୁଆଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ମୃତ୍ୟୁମୁଖରୁ ଯୁବତୀଙ୍କୁ ବଞ୍ଚାଇଥିଲେ ସାହସୀ ଯୁବକ ବଳରାମ, ଏବେ ମିଳିଲା…

କଲ୍ୟାଣସିଂହପୁର,୨୫ା୭(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଥିବା ଏକ ଅଭାବନୀୟ ଘଟଣା ମଧ୍ୟରେ ମାନବିକତା, ସାହସ ଓ କର୍ତ୍ତବ୍ୟନିଷ୍ଠାର ଏକ ଉଜ୍ଜ୍ୱଳ ଦୃଷ୍ଟାନ୍ତ ଉଦାହରଣ…

CJP ର ବଡ଼ ଘୋଷଣା, ଜୁଲାଇ ୨୬ରେ ପୁଣି ଦେଶରେ ହେବ ବଡ଼ ଆନ୍ଦୋଳନ, ଦିଲ୍ଲୀରେ ଚହଳ!

ନୂଆଦିଲ୍ଲୀ,୨୫।୭: କକରୋଚ୍ ଜନତା ପାର୍ଟି (CJP) ରବିବାର, ୨୬ ଜୁଲାଇ ୨୦୨୬ରେ ସାରା ଦେଶରେ କ୍ୟାଣ୍ଡେଲ ମାର୍ଚ୍ଚ ବାହାର କରିବା ପାଇଁ ଆହ୍ୱାନ ଦେଇଛି। ପାର୍ଟିର ସୂଚନା…

ଦିଗପହଣ୍ଡି ରେ ସନ୍ଥ ଅରକ୍ଷିତ ଦାସଙ୍କ ଜନ୍ମୋତ୍ସବ:  ପ୍ରତିମୂର୍ତ୍ତୀରେ …

ଦିଗପହଣ୍ଡି,୨୫|୭ (ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ରେ ମହାପୁରୁଷ ସନ୍ଥ ଅରକ୍ଷିତ ଦାସ ଙ୍କ ପବିତ୍ର ଜନ୍ମତ୍ସୋବ ଶନିବାର ପାଳିତ ହୋଇଯାଇଛି। ଦିଗପହଣ୍ଡି ସହର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri