CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତଙ୍କ ୧୩୭କୁ ବୃଦ୍ଧି

ଭଦ୍ରକ ଅଫିସ,୬।୬: ଭଦ୍ରକ ଜିଲାରେ ଶନିବାର ସକାଳେ ୪ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମସ୍ତ ଗୁଜରାଟ ଫେରନ୍ତା ହୋଇଥିବା ବେଳେ ସେମାନେ ସଙ୍ଗରୋଧ ଗୃହରେ ରହିଥିଲେ। ତେବେ ୪ଆକ୍ରାନ୍ତ ବାସୁଦେବପୁର, ଧାମନଗର ଓ ଭଣ୍ଡାରିପୋଖରୀ ବ୍ଲକ ଅଞ୍ଚଳର ବୋଲି ଜଣାପଡିଛି। ଏନେଇ ଭଦ୍ରକ ଜିଲାପାଳ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରୁ ଉଠିପାରୁନି ଧାନ

ନୂଆପଡ଼ା ଅଫିସ,୨୨୫-କରୋନା କଟକଣା ସମୟରେ ଚାଷୀଙ୍କଠାରୁ ଠିକ୍‌ ସମୟରେ ଧାନ ସଂଗ୍ରହ କରିବା ଓ ତାଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ ପ୍ରଦାନ କରିବାକୁ ସରକାର ଗୁରୁତ୍ୱାରୋପ...

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ଭବାନୀପାଟଣା,୩୦।୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଗତ ୧୨ ତାରିଖରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ତଥା ଆକାଉଣ୍ଟାଣ୍ଟ ୬୦ ହଜାର...

ନବୀନଙ୍କୁ ପ୍ରଶଂସା କଲେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର

ଭୁବନେଶ୍ୱର,୨୧ା୮(ବ୍ୟୁରୋ): ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପ୍ରଶଂସାରେ ପୋତି ପକାଇଛନ୍ତି। ନୀତିଶ କହିଛନ୍ତି, ନବୀନ ଜଣେ ରାଜନେତା ହିସାବରେ ଭିନ୍ନ...

ରାଜ୍ୟରେ ଆଜି ରେକର୍ଡ: ୮୬୮୧ ସଂକ୍ରମିତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୩୦।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୮,୬୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅପରପକ୍ଷେ, ଲଗାତାର କିଛି ଦିନ ଧରି...

ସଫଳ ମାଣ୍ଡିଆ ଚାଷୀ ସନା ଖରା

ମାଲକାନଗିରି,୧୪ା୧୧ (ଡି.ଏନ୍‌.ଏ): ରାଜ୍ୟ ସରକାର ଓଡିଶା ମିଲଟ୍‌ ମିଶନ ଜରିଆରେ ମାଣ୍ଡିଆ ଚାଷକୁ ଅଗ୍ରାଧିକାର ଦେଇ ଆସୁଛନ୍ତି। ମାଲକାନଗିରି ଜିଲାର ଚାଷୀମାନେ ପାହାଡ ପର୍ବତରେ ଜଙ୍ଗଲ...

ଗ୍ରାମବାସୀଙ୍କୁ ସଚେତନ କରିବାକୁ ବୈଠକ

ବଇଣ୍ଡା, ୫ା୪(ଡି.ଏନ.ଏ.)- କରୋନା ଭାଇରସ ସଂକ୍ରମଣରୁ ବର୍ତ୍ତିକା ପାଇଁ ସଚେତନତା ହିଁ ଏକମାତ୍ର ମାଧ୍ୟମ । ସମସ୍ତେ ସଚେତନ ସହ ପ୍ରତି ମୁହୂର୍ତ୍ତରେ ସତର୍କ ରହିଲେ...

ଦ୍ୱିତୀୟ ବିବାହ କରି ଯୁବକ ଗିରଫ

ଖଇରା,୧୩ା୬(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ନଟାପଡ଼ା ଗାଁର ନରେନ୍ଦ୍ର ବିଦାନ୍ତ ନାମକ ଜଣେ ବିବାହିତ ଯୁବକ ମିଥ୍ୟା ପ୍ରଲୋଭନ ଦେଖାଇ ଦ୍ବିତୀୟ ବିବାହ...

ବାଉଁଶରେ ପିଟି ମାରିଥିଲେ

ଭୁବନେଶ୍ୱର,୧୪।୯(ବ୍ୟୁରୋ): ରାଜଧାନୀର ନିଶାମୁକ୍ତି କେନ୍ଦ୍ର କୃପା ଫାଉଣ୍ଡେଶନରେ ଘଟିଥିବା ହତ୍ୟା ଘଟଣାର ଦୀର୍ଘ ଏକ ମାସ ପରେ କମିଶନରେଟ ପୋଲିସ ପରଦା ଉଠାଇଛି। ଅଗଷ୍ଟ ୫ରେ...

Advertisement
Archives

Model This Week