CORONAVIRUS UPDATE: ଭଦ୍ରକରେ କରୋନା ଆକ୍ରାନ୍ତ ସଂଖ୍ୟା ୧୯

ଭଦ୍ରକ ଅଫିସ,୨୮।୪: ରାଜ୍ୟରେ ମଙ୍ଗଳବାର ୭ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତ। ଏମାନଙ୍କ ମଧ୍ୟରୁ ୩ଜଣ ଭଦ୍ରକ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ଚିହ୍ନଟ ୩ଜଣଙ୍କ ମଧ୍ୟରୁ ୨ଜଣ ବାସୁଦେବପୁର ବ୍ଲକର ଏବଂ ଜଣେ ବନ୍ତ ବ୍ଲକର। ଏହାକୁ ମିଶାଇ ଭଦ୍ରକ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୯ରେ ପହଁଚିଛି। ମଙ୍ଗଳବାର ଚିହ୍ନଟ ଆକ୍ରାନ୍ତଙ୍କର କଲିକତା ଲିଙ୍କ ରହିଥିବା ସୂଚନା ଦିଆଯାଅଛି। ତେବେ ଏଥର ନୂଆ ଭାବେ ଆକ୍ରାନ୍ତ ତାଲିକାରେ ବନ୍ତ ବ୍ଲକ ସାମିଲ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି...

ମଦନ ମୋହନଙ୍କ ବିୟୋଗରେ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ; ଧର୍ମେନ୍ଦ୍ର କହିଲେ ‘ଭାଇଙ୍କ ଅକାଳ ବିୟୋଗ ଖବର ଶୁଣି ମର୍ମାହତ’

ଭୁବନେଶ୍ୱର,୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ବିଧାୟକ ମଦନ ମୋହନ ଦତ୍ତଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ...

କିଚରଲିଙ୍ଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାବି

ପାରଳାଖେମୁଣ୍ଡି, ୩ା୯ (ଡି.ଏନ୍‌.ଏ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ ସ୍ଥଳୀ କିଚରଲିଙ୍ଗ। ପାହାଡ଼ ବକ୍ଷରେ ବୋହି ଯାଉଥିବା ଝରଣା ସହ ପ୍ରକୃତିର ମନଲୋଭା...

ଅନୁଗୋଳ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର: ଏ ୧ରେ ୧୧ ଜଣ ପାସ

ବନ୍ତଳା,୨୧।୫(ଡି.ଏନ.ଏ.)- ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ସକାଳେ ପ୍ରକାଶ ପାଇଛି। ଅନୁଗୋଳ ଜିଲା ଗାନ୍ଧିମାର୍ଗରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ସମୁଦାୟ ୧୫୨...

୧୨୮ ଘର ଭଙ୍ଗାହେଲା

କଟକ ଅଫିସ,୨୩।୭: ଏସ୍‌ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ଏହାର ଚତୁଃପାର୍ଶ୍ୱରୁ କଟକ ମହାନଗର ନିଗମ(ସିଏମ୍‌ସି) ପକ୍ଷରୁ ଜବରଦଖଲ ଉଚ୍ଛେଦ ଜାରି ରହିଛି। କିଛିଦିନର ବ୍ୟବଧାନ...

ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ପାଇଁ ରିହର୍ସାଲ୍‌

ଭୁବନେଶ୍ୱର,୧୨ା୮(ବ୍ୟୁରୋ): ଗତବର୍ଷ ପରି ଏବର୍ଷ ମଧ୍ୟ ରାଜ୍ୟରେ କଟକଣାରେ ପାଳିତ ହେବ ରାଜ୍ୟ ସ୍ତରୀୟ ୭୫ତମ ସ୍ବାଧୀନତା ଦିବସ। ଭୁବନେଶ୍ୱର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ ହେବାକୁ...

୫୦୦ ଦିଅ ଜାତିଗତ ପ୍ରମାଣପତ୍ର ନିଅ

ଭଦ୍ରକ ଅଫିସ, ୮ା୧୨: ୫୦୦ ଟଙ୍କା ଦିଅ ଆଉ ଜାତିଗତ ପ୍ରମାଣପତ୍ର ନିଅ। ଗୋଟେ ସରକାରୀ ଅଫିସରର କ’ଣ ମୁଣ୍ଡ ୨୦୦ ଟଙ୍କା କି ।...

ପ୍ରବାସୀ ବାଲେଶ୍ୱରବାସୀଙ୍କୁ ସହାୟତା

ବାଲେଶ୍ୱର ଅଫିସ, ୬।୪-କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଦେଶବ୍ୟାପୀ ଲକ୍‌ଡାଉନ ଘୋଷଣା କରାଯାଇଛି। ସମସ୍ତ ପ୍ରକାର ବାଣିଜି୍ୟକ କାରବାର ସହ ଗମନାଗମନ ବ୍ୟବସ୍ଥା ଠପ୍‌...

Advertisement
Archives

Model This Week