CORONAVIRUS UPDATE: ଭୁବନେଶ୍ୱର, ଜଗତ୍‌ସିଂହପୁର ହେଲା କରୋନା ମୁକ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍‌ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍‌ ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ କରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ସୋମବାର ରାଜ୍ୟରେ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର, କେନ୍ଦ୍ରାପଡ଼ାର ଜଣେ ଲେଖାଏ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ୨୭୭ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେଣି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟଣା: କିଛି ଔଷଧ ଖାଉଥିବାରୁ ଲକ୍ଷଣ ଦେଖାଯାଉ ନ ଥିଲା

ଛତ୍ରପୁର,୧୦ା୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ବ୍ଲକ ଢୁଙ୍କାପଡ଼ା ପଞ୍ଚାୟତସ୍ଥିତ ଢୁଙ୍କାପଡ଼ା ନୋଡାଲ ଉଚ୍ଚ ବିଦ୍ୟାଳୟ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ସୁରଟ ଫେରନ୍ତାଙ୍କ ମୃତ୍ୟୁ ଘଟିଥିବା ରବିବାର ରାଜ୍ୟ...

ମା’ବାପାଙ୍କ ପ୍ରେରଣା ସଫଳତା ଦେଲା : ଅଂଶୁମାନ

ଭୁବନେଶ୍ୱର, ୧୨ା୧(ବ୍ୟୁରୋ): ଆଇଇଏସ୍‌ ୨୦୧୯ର ରେଜଲ୍ଟ ବାହାରିବା ପରେ ଅଂଶୁମାନ ବହୁ ଖୁସି ବ୍ୟକ୍ତ କରିବା ସହିତ ଏହାର ଶ୍ରେୟ ମା’ବାପା, ଅଜା, ଗୁରୁଜନ ଓ...

ଭାରତକୁ ଆମେରିକା-ବ୍ରିଟେନ୍‌ବାସୀଙ୍କୁ ଆସିବା ମନା…

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୦।୪: କରୋନା ସଂକ୍ରମଣ ନେଇ ଭାରତରେ ଆତଙ୍କ ଦେଖାଦେଇଛି। କରୋନାର ଦ୍ୱିତୀୟ ଲହରରେ ଅଧିକ ସଂଖ୍ୟକ ଛୋଟ ପିଲା ଏବଂ ଯୁବବର୍ଗ ଆକ୍ରାନ୍ତ ହେବା ଯୋଗୁ...

ପିଲାଙ୍କୁ କରୋନା ଟିକା ଦେବାକୁ ଅନୁମତି ଦେଲା ଇସ୍ରାଏଲ

ଜେରୁଜେଲମ,୧୫ା୧୧: ବର୍ତ୍ତମାନ ୫ରୁ ୧୧ ବର୍ଷ ବୟସର ପିଲାମାନେ କରୋନା ଟିକା ନେଇପାରିବେ। ଏନେଇ ଇସ୍ରାଏଲର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମହାନିର୍ଦ୍ଦେଶକ ନଚ୍‌ମନ ଆୟଶ କହିଛନ୍ତି। ୫ରୁ...

୫୦ ବର୍ଷରେ ଭାରତରେ ୧୧୭ ବାତ୍ୟା: ଓଡ଼ିଶାରେ ବିଧ୍ୱଂସକ ଥିଲା ୧୯୭୧

ନୂଆଦିଲ୍ଲୀ,୨୮/୫: ୧୯୭୦ରୁ ୨୦୧୯ ମଧ୍ୟରେ ଭାରତ ୧୧୭ ବାତ୍ୟାର ସମ୍ମୁଖୀନ ହୋଇଛି। ଏହି ୫୦ ବର୍ଷ ମଧ୍ୟରେ ସାମୁଦ୍ରିକ ଝଡ଼ ଓ ବାତ୍ୟାରେ ୪୦,୦୦୦ ଲୋକଙ୍କ...

ପ୍ରଥମ ଦିନରେ ୬୩୩ଜଣଙ୍କୁ ଧରାଗଲା ଚାଲାଣ: ଏଣିକି ଅନ୍‌ଲାଇନରେ ଲର୍ନିଂ ଲାଇସେନ୍ସ, ଫିଟ୍‌ନେସ

ଭୁବନେଶ୍ୱର,୩।୧୨:(ବ୍ୟୁରୋ): ଆଗକୁ ଆଉ ଲର୍ନିଂ ଲାଇସେନ୍ସ କାଗଜରେ ଦିଆଯିବ ନାହିଁ। ଏଥର ଏହା ଅନ୍‌ଲାଇନ ମାଧ୍ୟମରେ ମିଳିବ। ଆର୍‌ଟିଓ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ସେହିପରି...

ଏସ୍‌ପି, ଡିଆଇଜିଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

ଭୁବନେଶ୍ୱର,୧୨।୬(ବ୍ୟୁରୋ): କରୋନା ମୁକାବିଲାରେ ଆଗ ଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି ପୋଲିସ କର୍ମଚାରୀ। ଲକ୍‌ଡାଉନ୍‌ର ପଞ୍ଚମ ପର୍ଯ୍ୟାୟରେ କିଛି ପୋଲିସ ସଂକ୍ରମିତ ହେଉଥିବା ନଜରକୁ...

ଆମେରିକାରୁ ଆସିଲା ଖୁସି ଖବର: କରୋନା ସଂକ୍ରମଣରେ ଫୁସ୍‌ଫୁସ୍‌କୁ ସୁରକ୍ଷିତ ରଖିବ ‘ଇଆଇଡିଡି-୨୮୦୧’ ଟ୍ୟାବଲେଟ୍‌ !

ନ୍ୟୁୟର୍କ,୧୫।୪: କରୋନା ସଂକ୍ରମଣକୁ ରୋକିବା ପାଇଁ ପୃଥିବୀର ବିଭିନ୍ନ ଦେଶରେ ବୈଜ୍ଞାନିକମାନେ ଔଷଧ ପ୍ରସ୍ତୁତିରେ ଲାଗି ରହିଛନ୍ତି। ଦିନରାତି ଏନେଇ ଉଦ୍ୟମ ଅବ୍ୟାହତ ରହିଛି। ତେବେ...

Advertisement


Archives

Model This Week