CORONAVIRUS UPDATE: ମୟୂରଭଞ୍ଜରେ ଆଉ ଜଣେ ପଜିଟିଭ୍‌ ଚିହ୍ନଟ; ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୬କୁ ବୃଦ୍ଧି

ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ ଆଉ ଜଣେ କୋଭିଡ-୧୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଜଣଙ୍କ ମୟୂରଭଞ୍ଜର ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ପୂର୍ବାହ୍ନରେ ଜିଲାରେ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଫଳରେ ଏବେ ମୟୂରଭଞ୍ଜରେ ଆକ୍ରାନ୍ତଙ୍କ ସଂଖ୍ୟା ୪କୁ ବୃଦ୍ଧି ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓମିକ୍ରନ୍ ସଙ୍କଟ: ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଥିବା ୩ହଜାର ଯାତ୍ରୀଙ୍କ ମଧ୍ୟରୁ ୬ ପଜିଟିଭ

ନୂଆଦିଲ୍ଲୀ,୩ ।୧୨: ସାରା ବିଶ୍ୱରେ ଏବେ ଚିନ୍ତା ଓମିକ୍ରନ ଭାରିଏଣ୍ଟକୁ ନେଇ । ଏହି ଭାରିଏଣ୍ଟ ଏବେ ପାଖାପାଖି ୩୦ଟି ଦେଶରେ ପହଞ୍ଚି ଯାଇଥିବା ବେଳେ...

ଭାଉଜଙ୍କୁ କଟୁରିରେ ହାଣି ହତ୍ୟା

ଢେଙ୍କାନାଳ ଅଫିସ, ୬।୫ – ସାମାନ୍ୟ ବଚସାକୁ କେନ୍ଦ୍ରକରି ନିର୍ମମ ହତ୍ୟା। ଦିଅରଙ୍କ କଟୁରି ଚୋଟରେ ପ୍ରାଣ ହରାଇଛନ୍ତି ଭାଉଜ। ଢେଙ୍କାନାଳ ସଦର ଥାନା ଖୁଣ୍ଟଝରି...

ହାତପାଣ୍ଠିରୁ ସଦର ବିଧାୟକ ଦେଲେ ୫୦ ଲକ୍ଷ

ବାଲେଶ୍ୱର ଅଫିସ, ୩।୫-ମହାମାରୀ କରୋନାକୁ ମୁକାବିଲା କରିବା ଲାଗି ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତ ହାତପାଣ୍ଠିରୁ ୫୦ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ବିଧାୟକ...

କରୋନା ଆକ୍ରାନ୍ତ ଚିହ୍ନଟ ପରେ ମଲ୍ଲିକପଡି ଗ୍ରାମ କଣ୍ଟେନମେଣ୍ଟ ଜୋନ

ଜି ଉଦୟଗିରି, ୨୪।୭(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଜି ଉଦୟଗିରି ବ୍ଲକ ମଲ୍ଲିକପଡ଼ି ପଞ୍ଚାୟତ ଅଞ୍ଚଳରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଉକ୍ତ ପଞ୍ଚାୟତର ମଲ୍ଲିକପଡ଼ି,...

ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା

ଭୁବନେଶ୍ୱର,୧୮।୪(ବ୍ୟୁରୋ): ରାଜ୍ୟରେ ପୁଣି ବଢିଲା ଯାତ୍ରୀବାହୀ ବସ୍‌ ଭଡ଼ା। ଅଟୋମେଟିକ ମେକାନିଜିମ୍‌ ଆଧାରରେ ବସ୍‌ ଭଡ଼ା ବଢିଛି। ତେବେ ବସ୍‌ ଭଡ଼ା ବୃଦ୍ଧି ନେଇ ବସ୍‌...

ଥମୁନି ହାତୀ ଉପଦ୍ରବ

ଔପଦା, ୧୧।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ଔପଦା ବ୍ଲକ ଗଡ଼ସାହି ପଞ୍ଚାୟତ ଗଡ଼ସାହି ଓ ଭରଡ଼ାବାଟି ଗ୍ରାମରେ ହାତୀ ଉପଦ୍ରବ ଥମିବାର ନଁା ଧରୁନି। ଫଳରେ ଚାଷୀମାନେ ଅସନ୍ତୁଷ୍ଟ...

୧୭ ଜିଲାରେ ଆରମ୍ଭ ହେବ ଡିଏଲ୍‌ ଟେଷ୍ଟ୍‌

ଭୁବନେଶ୍ୱର,୧୮ା୬(ବ୍ୟୁରୋ): କରୋନା ସଂକ୍ରମଣ ହାର କମିଥିବାରୁ ରାଜ୍ୟ ସରକାର ୧୭ ଜିଲାରେ ଲକ୍‌ଡାଉନ୍‌ କଟକଣା କୋହଳ କରିଛନ୍ତି। ତେଣୁ ଏହିସବୁ ଜିଲାରେ ଥିବା ଆର୍‌ଟିଓ ପକ୍ଷରୁ...

ପରିବହନ ସଂଘ ସହ ପ୍ରଶାସନର ବୈଠକ: ମାଲ୍‌ ପରିବହନ ପାଇଁ ସଜାଗ ରୁହ

ଅନୁଗୋଳ ଅଫିସ, ୨୫।୩ – ଅନୁଗୋଳ ଜିଲାରେ ଲକ୍‌ଡାଉନ ସହ ୧୪୪ ଧାରା ବଳବତ୍ତର ଥିବାରୁ ଲୋକମାନଙ୍କୁ କିପରି ଅତ୍ୟାବଶ୍ୟକ ସାମଗ୍ରୀ ସହଜରେ ଉପଲବ୍ଧ କରାଯାଇପାରିବ...

Advertisement
Archives

Model This Week