CORONAVIRUS UPDATE: ଯାଜପୁରରେ ଆଉ ୫ ଆକ୍ରାନ୍ତ ଚିହ୍ନଟ: ତଥ୍ୟ ଜାରିକଲେ ରାଜ୍ୟ ସରକାର

ଭୁବନେଶ୍ୱର,୨।୫ (ବ୍ୟୁରୋ): ଯାଜପୁର ଜିଲାରେ ପୁଣି ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫ରେ ପହଞ୍ଚିଛି। ଏହାକୁ ମିାଶଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୪କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବସାଇଟ ପକ୍ଷରୁ ସୂଚନା ମିଳିଛି।
ଯାଜପୁରରେ ଚିହ୍ନଟ ହୋଇଥିବା ଏହି ୫ ନୂଆ ଆକ୍ରାନ୍ତଙ୍କର କୋଲକାତା ଲିକ୍‌ ରହିଛି। ସେମାନଙ୍କ ମଧ୍ୟରେ ୩ ଜଣ ପୁରୁଷ ଓ ୨ ଜଣ ମହିଳା ଅଛନ୍ତି। ୩ ଜଣ ପୁରୁଷଙ୍କ ବୟସ ଯଥାକ୍ରମେ ୨୮, ୫୬ ଓ ୬୩ ବର୍ଷ। ସେହିପରି ୨ଜଣ ମହିଳାଙ୍କ ବୟସ ୨୪ ଓ ୬୦ ବର୍ଷ। ଏହି ମହିଳା ଦ୍ୱୟ କରୋନା ପଜିଟିଭ ସଂସ୍ପର୍ଶରେ ଆସିଥିଲେ। ଏମାନେ ସମସ୍ତେ କ୍ୱାରାଣ୍ଟାଇନରେ ଥିଲେ। ତେବେ ସେମାନଙ୍କର କୌଣସି ଲକ୍ଷ୍ୟଣ ନ ଥିବା ଜଣାପଡ଼ିଛି।
ରାଜ୍ୟରେ ଏଯାବତ୍‌ ୧୫୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଆକ୍ଟିଭ କେସ୍‌ ୯୮ ଥିବା ବେଳେ ୫୫ଜଣ ସୁସ୍ଥ ହୋଇ ଘରକୁ ଫେରଇଚନ୍ତି। ଜଣଙ୍କର ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅସଜଡ଼ା ଭିତ୍ତିଭୂମିରୁ ମୁହଁ ମୋଡ଼ୁଛନ୍ତି ପିଲା: ୫ ଶ୍ରେଣୀର ଛାତ୍ରୀଛାତ୍ରଙ୍କ ପାଇଁ ୨ ଶ୍ରେଣୀ କକ୍ଷ, ୨ ଶିକ୍ଷକ

ସମ୍ବଲପୁର,୮ା୯(ପ୍ରମୋଦ ବହିଦାର):ସମ୍ବଲପୁର ମହାନଗର ନିଗମ ଅନ୍ତର୍ଗତ ୧୧୨ ବର୍ଷର ପୁରୁଣା ଖଣ୍ଡୁଆଳ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମ୍ପ୍ରତି ଦୁର୍ବଳ ଭିତ୍ତିଭୂମି ଏବଂ ଶିକ୍ଷକ ଅଭାବରେ ଚାଲିଛି।…

ଦିଲ୍ଲୀରେ ମଣିପୁରୀ ମ୍ୟୁଜିକ୍ ଶିକ୍ଷକଙ୍କୁ ହତ୍ୟା, ନ୍ୟାୟ ଦାବିରେ ରାସ୍ତାକୁ ଓହ୍ଲାଇଲେ ଲୋକେ

ନୂଆଦିଲ୍ଲୀ,୮।୯: ଦିଲ୍ଲୀର କିଲୋକରୀ ଗାଁରେ ମଣିପୁରର ଅବସରପ୍ରାପ୍ତ ମ୍ୟୁଜିକ୍ ଶିକ୍ଷକ ତଥା ସଙ୍ଗୀତଜ୍ଞ ଚୋଙ୍ଗଥମ ବିକ୍ରମ ସିଂଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ବଢ଼ିବାରେ ଲାଗିଛି । ତାଙ୍କ…

୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।…

ଗଛରେ ପିଟିହେଲା ବାଇକ: ଚାଲିଗଲା ୨ ଜୀବନ

ଅତାବିରା, ୭।୯(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧିନସ୍ଥ କାଦୋବାହାଲରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ୨ବାଇକ…

ମୋବାଇଲ ଦେଖୁଥିଲେ ରାଜକୁମାର, ହଠାତ୍‌ ଘରେ ପଶିଲେ ଚୋର: ଆଉ ତା’ପରେ ଘଟିଲା…

ମାର୍ଶାଘାଇ,୭।୯(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ):କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଥାନା ଅନ୍ତର୍ଗତ ଗରଜଙ୍ଗା ଗ୍ରାମରେ ଏକ ବଡ଼ଧରଣର ଲୁଟ ଘଟଣା ଘଟିଛି। ଚାରିଜଣ ମୁଖାପିନ୍ଧା ଦୁର୍ବୃତ୍ତ ଘରେ ପଶି ଦମ୍ପତିଙ୍କ…

କୈଶବ ବିହାରୀଙ୍କୁ ମିଳିଲା ବଡ଼ ଦାୟିତ୍ୱ: କଳାହାଣ୍ଡିରେ ଖୁସିର ଲହରୀ

ଭବାନୀପାଟଣା,୭।୯(ଉତ୍ତମ କୁମାର ଦାଶ):ଭାରତ ସରକାରଙ୍କ ସାମାଜିକ ନ୍ୟାୟ ଏବଂ ସଶକ୍ତିକରଣ ବିଭାଗ ପକ୍ଷରୁ ରବିବାର ରାଷ୍ଟ୍ରୀୟ ସଫେଇ କର୍ମଚାରୀ ଆୟୋଗ (ଏନସିଏସକେ)ର ଅଧ୍ୟକ୍ଷ, ଉପାଧ୍ୟକ୍ଷ ଏବଂ ସଦସ୍ୟମାନଙ୍କୁ…

ରାଜ୍ୟ କ୍ୟାବିନେଟ୍‌ରେ ବଡ଼ ଘୋଷଣା: ପେନସନ୍‌ ବିଳମ୍ବ ହେଲେ ମିଳିବ ସୁଧ

ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍‌ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ…

୨୦ ବର୍ଷ ସଶ୍ରମ କାରାଦଣ୍ଡ ଭୋଗୁଥିବା କଏଦୀ ଫେରାର୍‌: ସୁରକ୍ଷାକର୍ମୀଙ୍କୁ ଚକ୍‌ମା ଦେଖାଇ…

ନୂଆପଡ଼ା,୭ା୯ (ମକାରୁ ବେମାଲ):ନୂଆପଡ଼ା ଉପକାରାଗାରରୁ ସୋମବାର ଜଣେ କଏଦୀ ଫେରାର ହୋଇଯାଇଛନ୍ତି। ସେ ହେଲେ ସିନାପାଲି ଥାନା କେନ୍ଦୁମୁଣ୍ଡା ପଞ୍ଚାୟତ କାନ୍ଦୁଲକୋନା ଗଁାର ବିଶ୍ୱବିହାରୀ ମାଝି (୩୦)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri