CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ସଂଖ୍ୟା ପହଞ୍ଚିଲା ୧୭୮

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ବୁଧବାର ଅପରାହ୍ନରେ ବାଲେଶ୍ୱରରୁ ଆଉ ଜଣେ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ୍ବେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

ପ୍ରକାଶ ଯେ, ପୂର୍ବାହ୍ନରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଗଞ୍ଜାମ ଜିଲାର ୧୮ ବର୍ଷୀୟ ଯୁବକ ରହିଥିଲେ। ସେ ସୁରଟରୁ ଫେରିଥିଲେ। ପଜିଟିଭ୍‌ ଚିହ୍ନଟ ହେବା ପରେ ତାଙ୍କର ଟ୍ରାଭେଲ୍‌ ହିଷ୍ଟ୍ରି ଏବଂ କଣ୍ଟ୍ରାକ୍ଟ ଟ୍ରେସିଂ ଆରମ୍ଭ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ମୋବାଇଲ ଝାମ୍ପି ଫେରାର ବେଳେ ଦୁର୍ଘଟଣା, ୨ ଯୁବକଙ୍କୁ କାବୁ କଲେ ସ୍ଥାନୀୟ ଲୋକେ

ଜୟପୁର,୨୧।୯(ପବନ ପାଣିଗ୍ରାହୀ): ଦିନ ଦଶଟା ବେଳେ ପଞ୍ଚାନନ ମନ୍ଦିର ଛକରୁ ମହିଳା ଶ୍ରମିକଙ୍କ ମୋବାଇଲ ଛଡାଇ ଫେରାର ହେଉଥିଲେ । ହେଲେ ସେହି ସମୟରେ ଏକ ସଡ଼କ…

ଉଚ୍ଚ ଦରମାରେ ଚାକିରି ସୁଯୋଗ ଆଣିଛି SBI, ଜାଣନ୍ତୁ କେମିତି କରିବେ ଆବେଦନ, ଶେଷ ତାରିଖ ରହିଛି…

ନୂଆଦିଲ୍ଲୀ,୨୦ା୯: ଆଜିକାଲି ସମସ୍ତେ ଭଲ ଦରମା ପାଇବା ପାଇଁ ଗୋଟିଏ ଭଲ ଚାକିରି ଖୋଜୁଛନ୍ତି। ଦେଶର ସବୁଠାରୁ ବଡ଼ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ’ (SBI)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?