CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍‌ମାନେ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲାର। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ସକାଳେ ଭୁବନେଶ୍ୱରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଉକ୍ତ ବ୍ୟକ୍ତି ମଧୁସୂଦନ ନଗରର ୭୭ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ୪୧ନଂ ଆକ୍ରାନ୍ତର ସମ୍ପର୍କୀୟ ବୋଲି ଜଣାପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

CORONAVIRUS UPDATE: ଆଉ ୩ କରୋନା ପଜିଟିଭ ଚିହ୍ନଟ: ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଲା

ଭୁବନେଶ୍ୱର, ୭।୩(ବ୍ୟୁରୋ): ରାଜ୍ୟରେ ଗୁରୁବାର ଅପରାହ୍ନରେ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଜଣେ ଜଗତ୍‌ସିଂହପୁରର ହୋଇଥିବା ବେଳେ ଅନ୍ୟ ୨ ଜଣ...

ସରକାରୀ ମହିଳା ମହାବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି

ବାରିପଦା ଅଫିସ,୧୯ା୧୧- ମୟୂରଭଞ୍ଜ ଜିଲା ବାରିପଦା ବଡ଼ବଜାରସ୍ଥିତ ସରକାରୀ ମହିଳା ମହାବିଦ୍ୟାଳୟରେ ସୋମବାର ଛାତ୍ରୀ ଅଶାନ୍ତି ଦେଖା ଦେଇଛି। ମହାବିଦ୍ୟାଳୟରେ ସାଂସ୍କୃତିକ ଓ କ୍ରୀଡ଼ା କାର୍ଯ୍ୟକ୍ରମ...

ସେପ୍ଟେମ୍ବର ସୁଦ୍ଧା ୭୦କୋଟି ଲୋକଙ୍କୁ ଟିକା ଦିଆଯିବା ଲକ୍ଷ୍ୟ: ସିଇଏ

ନୂଆଦିଲ୍ଲୀ,୪।୬: ଦେଶରେ କରୋନା ଟିକାକରଣକୁ ଆହୁରି ତ୍ୱରାନ୍ବିତ କରାଯିବ। ସେପ୍ଟେମ୍ବର ସୁଦ୍ଧା ଦେଶର ୭୦କୋଟି ଲୋକଙ୍କୁ କରୋନା ଭାକ୍ସିନର ପ୍ରଥମ ଡୋଜ୍‌ ଦିଆଯିବା ନେଇ ସରକାର...

ସ୍ବାସ୍ଥ୍ୟ ବୋଝ ଦୂର କରିବ ସ୍ମାର୍ଟକାର୍ଡ

ଢେଙ୍କାନାଳ ଅଫିସ, ୨୮ା୧୧-ଢେଙ୍କାନାଳ ଜିଲା ଗଁଦିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ଶନିବାର ବିଜୁ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବଣ୍ଟନ କରାଯାଇଛି। ନେଉଳପୋଇ, ଯୋରନ୍ଦା, କାଲୁରିଆ, ବାଇସିଙ୍ଗା,...

ପୁରୀରେ ପହଞ୍ଚିଲା ଚତୁର୍ଥ ପର୍ଯ୍ୟାୟ ରଥକାଠ

ପୁରୀ ଅଫିସ, ୧।୪: ଚଳିତବର୍ଷ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ତିନି ରଥ ନିର୍ମାଣ ଲାଗି ବୁଧବାର ପୁରୀରେ ଚତୁର୍ଥ...

କାଲିଠୁ କଟକରେ ଅନଲାଇନରେ ମିଳିବ ମଦ

କଟକ ଅଫିସ,୨୪।୫-କଟକରେ କାଲିଠୁ ଅନଲାଇନରେ ମିଳିବ ବିଦେଶୀ ମଦ। ହ୍ବାଟସଆପ, ମୋବାଇଲ କଲ ମାଧ୍ୟମରେ ସକାଳ ୭ରୁ ଦିନ ୧ଟା ପର୍ଯ୍ୟନ୍ତ ଗ୍ରାହକମାନେ ଏହି ଅର୍ଡର...

ବନ୍ଧୁତ୍ୱର ଅଭୁଲା ସ୍ମୃତି

ଭୁବନେଶ୍ୱର, ୬।୮ (ବନ୍ଦନା ସେଠୀ) – ବନ୍ଧୁତା ସବୁ ସମ୍ପର୍କଠାରୁ ଊର୍ଦ୍ଧ୍ୱରେ। ତେବେ ଏହି ସମ୍ପର୍କକୁ ଅଧିକ ଦୃଢ଼ କରିବା ପାଇଁ ପ୍ରତିବର୍ଷ ଅଗଷ୍ଟର ପ୍ରଥମ...

ଗୋଟିଏ ପରିବାରର ୧୩ ଜଣ କରୋନାରେ ପୀଡ଼ିତ

ମିରଠ,୩୦।୩: ଉତ୍ତରପ୍ରଦେଶର ମିରଠରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଏଠାରେ ଏବେ ଗୋଟିଏ ପରିବାରର ୧୩ ଜଣ କରୋନା ଭାଇରସରେ ପୀଡ଼ିତ ଥିବା ଜଣାପଡିଛି।...

Advertisement
Archives

Model This Week