CORONAVIRUS UPDATE: ରାଜ୍ୟରେ ଆଉ ୭୪ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି, ୭୨ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ, ୨ ଲୋକାଲ କେସ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମ ୬, ଯାଜପୁର ୬, କେନ୍ଦ୍ରାପଡ଼ା ୨, ମାଲକାନଗିରିରୁ ୨। ସେହିପରି ବାଲେଶ୍ୱର, ଢେଙ୍କାନାଳ ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ତେବେ ଆଜି ଚିହ୍ନଟ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ଅନ୍ୟ ୨ ଜଣ ଲୋକାଲ କେସ୍‌ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୧ ଦିନ ଲକ୍‌ଡାଉନ୍‌ରେ ଘଟିଛି ୯୨,୧୦୫ ଶିଶୁ ନିର୍ଯାତନା ମାମଲା !

ନୂଆଦିଲ୍ଲୀ,୯।୪: କରୋନା ବିରୋଧରେ ଲଢ଼େଇ କରିବା ଲାଗି ଭାରତ ଅଣ୍ଟା ଭିଡ଼ିଛି। କରୋନା ଭୂତାଣୁର ସଂକ୍ରମଣ ରୋକିବା ପାଇଁ ସରକାରଙ୍କ ପକ୍ଷରୁ ୨୧ ଦିନିଆ ଲକ୍‌ଡାଉନ୍‌...

ସେବକ ନ ହୋଇ ମଧ୍ୟ ମହାପ୍ରଭୁଙ୍କ ସେବା

ପୁରୀ ଅଫିସ,୨୯।୬: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟରେ ବିଶ୍ୱକର୍ମା, ଭୋଇ ସେବକଙ୍କ ସମତେ ଅନେକ ସେବକ ଓ କାରିଗର ନିୟୋଜିତ ହୋଇଥାନ୍ତି। ମହାପ୍ରଭୁଙ୍କ ଏମିତି କିଛି...

ଜେଲରୁ ମୁକୁଳିଲେ ୨୯୬୩ କଏଦୀ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍‌ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ...

୯ ଜିଲାରେ କୁହୁଡ଼ି ସମ୍ଭାବନା

ଭୁବନେଶ୍ୱର,୧୧ା୧(ବ୍ୟୁରୋ): ରାଜ୍ୟରେ ଗତ କିଛିଦିନ ହେବ ଶୀତର ପ୍ରକୋପ ବୃଦ୍ଧି ପାଇଥିଲା। ତେବେ ମଙ୍ଗଳବାରଠାରୁ ଶୀତ କମିବା ଆରମ୍ଭ କରିଛି। ପାରଦ ଉପରମୁହାଁ ହୋଇଛି। ସର୍ବନିମ୍ନ...

କରୋନା ମୃତ୍ୟୁ: ସରକାରଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ହେବ ଶବ ସତ୍କାର

ଭୁବନେଶ୍ୱର, ୭।୪(ବ୍ୟୁରୋ)- କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ପରେ ଅନ୍ତିମ ସଂସ୍କାର ନେଇ ରାଜ୍ୟ ସରକାର ବଡ଼ ସୂଚନା ଦେଇଛନ୍ତି। କରୋନାରେ ଆକ୍ରାନ୍ତ ଥିବା ବ୍ୟକ୍ତିଙ୍କର ଯଦି...

ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ହାଣିଲେ ସ୍ତ୍ରୀ

ବଲାଙ୍ଗୀର ଅଫିସ, ୧୩।୩: ମୋବାଇଲ ଦେଲେନି ବୋଲି ସ୍ବାମୀଙ୍କୁ ପନିକିରେ ଆକ୍ରମଣ କରିଛନ୍ତି ସ୍ତ୍ରୀ। ଗୁରୁତର ଅବସ୍ଥାରେ ସ୍ବାମୀଙ୍କୁ ବଲାଙ୍ଗୀରସ୍ଥିତ ଭୀମ ଭୋଇ ମେଡିକାଲ କଲେଜ...

ଏହି ଜିଲାକୁ ଫେରିଲା ନାଇଟ୍‌ କର୍ଫ୍ୟୁ

ନବରଙ୍ଗପୁର,୨୪।୩: ମାଲକାନଗିରି ଜିଲା ପରେ ରାଜ୍ୟର ନବରଙ୍ଗପୁରର ଜିଲାରେ ଗୁରୁବାରଠାରୁ ନାଇଟ କର୍ଫ୍ୟୁ ଲାଗୁ କରାଯିବ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ନବରଙ୍ଗପୁର ଜିଲା ପ୍ରଶାସନ...

ଆସନ୍ତା ୨୧ରୁ ଯୁକ୍ତ ୨ ଆଡ୍‌ମିଶନ୍‌ ପାଇଁ ଆବେଦନ କରିପାରିବେ ଛାତ୍ରୀଛାତ୍ର, ଜାଣନ୍ତୁ କେତେ ରହିଛି ଫି’..

ଭୁବନେଶ୍ୱର,୧୨।୮(ବ୍ୟୁରୋ): ଚଳିତ ବର୍ଷ +୨ ଆଡମିଶନ ନେଇ ବୁଧବାର ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅଗଷ୍ଟ...

Advertisement
Archives

Model This Week