CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ବେଳେ ୩୧ ଲୋକାଲ୍‌ କେସ୍‌ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜାତୀୟ ରାଜପଥ ୫୯ ନଂ. ଉପରେ ପାଣି

ହିଞ୍ଜିଳିକାଟୁ/ଶେରଗଡ,୭ା୯(ଡ଼ି.ଏନ୍‌.ଏ)-ଲଗାଣ ବର୍ଷାରେ ବେହାଲ ହୋଇଛି ହିଞ୍ଜିଳିକାଟୁ ଓ ଶେରଗଡ। ବର୍ଷା ପ୍ରଭାବରେ ଜାତୀୟ ରାଜପଥ ନଂ-୫୯ର ହିଞ୍ଜିଳିକାଟୁ ବ୍ଲକ ମକରଝୋଳ, ପୋଚିଲିମା, ସୋମପୁର, ପୋଡ଼ିଙ୍ଗୀଠାରେ ରାସ୍ତା...

ଆରମ୍ଭ ହେଲା ଅନ୍‌ଲାଇନ୍‌ ବିଲ୍‌ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା

ଭୁବନେଶ୍ୱର,୧୩।୨(ବ୍ୟୁରୋ): ଅନ୍‌ଲାଇନ ବିଲ୍ଡିଂ ପ୍ଲାନ୍‌ ଅନୁମୋଦନ ବ୍ୟବସ୍ଥା(ଓବିପିଏଏସ୍‌)କୁ ଗୃହ ଏବଂ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଶୁକ୍ରବାର ଶୁଭାରମ୍ଭ କରିଛନ୍ତି। ରାଜ୍ୟର ସହରାଞ୍ଚଳରେ ବସବାସ...

ରାଜ୍ୟରୁ ପୁଣି ୩ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୧୩।୩(ବ୍ୟୁରୋ): ରାଜ୍ୟରେ ରବିବାର କରୋନା ଆଉ ୩ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯,୧୧୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ...

ଗୁରୁବାର ଭୋଟ ଗଣନା: କେନ୍ଦୁଝର ପ୍ରଶାସନର ପ୍ରସ୍ତୁତି ଶେଷ, କେନ୍ଦ୍ରଗୁଡ଼ିକୁ ମୋବାଇଲ ଫୋନ ମନା

କେନ୍ଦୁଝର,୨୨।୫(ସ୍ବ.ପ୍ର.): ଗୁରୁବାର ୨୦୧୯ ସାଧାରଣ ନିର୍ବାଚନକୁ ନେଇ ଭୋଟ ଗଣନା କରାଯିବ। ଏହାକୁ ନେଇ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଶେଷ ହୋଇଛି। ଅବଜର୍ଭର ଡ଼....

ମ୍ୟାଲେରିଆ ପୂର୍ବାନୁମାନ କରିବ ପାଣିପାଗ ବିଭାଗ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): ଏଣିକି ମ୍ୟାଲେରିଆ ସଂକ୍ରମଣର ପୂର୍ବାନୁମାନ କରିବ ପାଣିପାଗ ବିଭାଗ। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଓ ଭାରତୀୟ ପାଣିପାଗ ବିଭାଗର ମିଳିତ ଉଦ୍ୟମରେ ଏହି ପ୍ରକଳ୍ପ ହାତକୁ...

କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ: ୮ କରୋନା ଆକ୍ରାନ୍ତ ମୃତ

ଅହମଦାବାଦ, ୬।୮: ଗୁଜରାଟର ଅହମଦାବାଦ ସ୍ଥିତ କୋଭିଡ୍‌ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ଚିକିତ୍ସିତ ହେଉଥିବା ୮ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ...

ଅଧିକାରୀଙ୍କ ଅଫିସ୍‌ ଆସିବା ନିୟମ ବଦଳିଲା

ଭୁବନେଶ୍ୱର, ୨୧ା୪(ବ୍ୟୁରୋ): ସୋମବାରଠାରୁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କ ବିଭିନ୍ନ ଅଫିସ୍‌ କାର୍ଯ୍ୟ। ଏଥିପାଇଁ କ୍ରିଟିକାଲ ବିଭାଗର ସମସ୍ତ ଗ୍ରୁପ୍‌-ଏ ଅଧିକାରୀ ଓ ୫୦% କର୍ମଚାରୀ...

ତାତିରୁ ଆସ୍ବସ୍ତି: ଆସୁଛି କାଳବୈଶାଖୀ

ଭୁବନେଶ୍ୱର,୭।୩(ବ୍ୟୁରୋ): ମାର୍ଚ୍ଚ ମାସରୁ ରାଜ୍ୟରେ ଅସମ୍ଭାଳ ଗୁଳୁଗୁଳି ଅନୁଭୂତ ହେଲାଣି। ଏଥିରୁ ମୁକ୍ତି ପାଇଁ ବର୍ଷାର ଆବଶ୍ୟକ ରହିଥିବା ବେଳେ କାଳବୈଶାଖୀ ପ୍ରଭାବରେ ରାଜ୍ୟରେ କେତେକ...

Advertisement
Archives

Model This Week