CORONAVIRUS UPDATE: ରାଜ୍ୟରେ ପୁଣି ୧୪୧ କରୋନା ପଜିଟିଭ ଚିହ୍ନଟ; ୨୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୪୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨ଶହ ଟପିଛି। ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ନୂଆ ୧୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୧୧୦ଜଣ କ୍ୱାରାଣ୍ଟାଇନ ସେଣ୍ଟରରେ ଥିବା ବେଳେ ୩୧ ଲୋକାଲ୍‌ କେସ୍‌ ରହିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କାଲିଠାରୁ କଟକ- ଭୁବନେଶ୍ୱରରେ ଗଡିବ ମୋ ବସ୍‌

ଭୁବନେଶ୍ୱର,୨୫।୫(ବ୍ୟୁରୋ)-ଆସନ୍ତା କାଲିଠାରୁ ଭୁବନେଶ୍ୱର ଓ କଟକରେ ଗଡ଼ିବ ମୋ ବସ। ପ୍ରଥମ ପର୍ଯ୍ୟାୟରେ ୭ଟି ରୁଟରେ ଅଣ ଶୀତତାପ ନିୟନ୍ତ୍ରିତ ବସ ଚଳାଚଳ କରିବ। ସକାଳ...

ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୮।୭(ବ୍ୟୁରୋ): ରାଜ୍ୟରେ ମୌସୁମୀ ଦୁର୍ବଳ ହୋଇଯାଇଛି। ତେବେ ବିହାର ଏବଂ ଉପକୂଳ ଓଡ଼ିଶା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪...

ସମବାୟ ମନ୍ତ୍ରୀଙ୍କ ଅଚାନକ ଗସ୍ତ:କୋଅପରେଟିଭ ୟୁନିୟନ, ଓପୋଲଫେଡ୍‌ କାର୍ଯ୍ୟାଳୟରେ ଅଧା କର୍ମଚାରୀ ଅନୁପସ୍ଥିତ

ଭୁବନେଶ୍ୱର,୧୭-୯(ବ୍ୟୁରୋ): ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ସମବାୟ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ସୋମବାର ଅପରାହ୍ନରେ ଓଡ଼ିଶା ରାଜ୍ୟ କୋଅପରେଟିଭି ୟୁନିୟନକୁ ଅଚାନକ ପରିଦର୍ଶନ...

ପାରା ଦେହରେ ସ୍ବସ୍ଥାନକୁ ଫେରିଗଲେ ମା’ ଖିଲାମୁଣ୍ଡା

ରଣପୁର,୧୦।୧୦(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ମାଳଜଙ୍ଗଲ ଭିତରେ ବିଜେ ଆରାଧ୍ୟା ଦେବୀ ମା’ ଖିଲାମୁଣ୍ଡା ରଣପୁର ରାଜାଙ୍କ ନିମନ୍ତ୍ରଣରେ ଗତ ଦ୍ୱିତୀୟା ଓଷାଠାରୁ ଷୋଳପୂଜା ପାଇଁ...

ମହଙ୍ଗା ପଡିଲା ଅନ୍‌ଲାଇନରେ ଖାଦ୍ୟ ମଗାଇବା: ଭାଇ, ଭଉଣୀଙ୍କ ଆକାଉଣ୍ଟରୁ ୧.୦୩ ଲକ୍ଷ ଗାଏବ

ବ୍ରହ୍ମପୁର ଅଫିସ,୧୧ା୬-ବ୍ରହ୍ମପୁରରେ ପୁଣି ଥରେ ସାଇବର ଅପରାଧୀ ଗ୍ୟାଙ୍ଗ ସକ୍ରିୟ ହୋଇ ଉଠିଛନ୍ତି। ଅନଲାଇନରେ ଖାଦ୍ୟ ଅର୍ଡର କରି ମଗାଇବା ଜଣେ ଛାତ୍ର ପାଇଁ ଏବେ...

ମୋଦିଙ୍କ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳିଲେ ଅକ୍ଷୟ: ପରିବେଶ ସୁରକ୍ଷା, ସ୍ବଚ୍ଛତା ଉପରେ ଗୁରୁତ୍ୱ

ପୁରୀ ଅଫିସ, ୧୭ା୯ : ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିବସକୁ ମଙ୍ଗଳବାର ପୁରୀରେ ମୋଦିଙ୍କ ଫ୍ୟାନ ଭାବେ ପରିଚିତ ଅକ୍ଷୟ ଜୟସିଂ ନିଆର ଢ଼ଙ୍ଗରେ...

୪୦ତମ ପ୍ରତିଷ୍ଠା ଦିବସରେ କାର୍ଯ୍ୟକର୍ତ୍ତାଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର, ୬।୪(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ବ୍ୟାପୁଥିବାରୁ ସମସ୍ତ କାର୍ଯ୍ୟକର୍ତ୍ତା ସାମାଜିକ ଦୂରତା ବଜାୟ ରଖି ନିଜ ଘରେ ଦଳୀୟ ପତାକା ଉତ୍ତୋଳନ କରିବାକୁ ସୋମବାର...

ନୂତନ ଆର୍‌ଡିସି କାର୍ଯ୍ୟାଳୟ ଖୋଲିବାକୁ ନେଇ ମନ୍ତ୍ରୀଙ୍କୁ ଘେରିଲେ ବିରୋଧୀ, ଏ ବିଷୟରେ ଅନୁଧ୍ୟାନ କରିବାକୁ ରାଜସ୍ବମନ୍ତ୍ରୀଙ୍କୁ ବାଚସ୍ପତିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୭(ବ୍ୟୁରୋ): ୧୩ଟି ଜିଲା ଥିଲା, ସେଥିପାଇଁ ୩ଟି ରାଜସ୍ବ ଡିଭିଜନ କମିଶନର(ଆର୍‌ଡିସି) ଖୋଲାଯାଇଥିଲା। ୧୩ରୁ ୩୦ ଜିଲା ହେଲା ମାତ୍ର କୌଣସି ନୂଆ ଆର୍‌ଡିସି କାର୍ଯ୍ୟାଳୟ...

Coronavirus Update


Archives

Model This Week

Why Dharitri