CORONAVIRUS UPDATE: ରାଜ୍ୟରେ ପୁଣି ୧୬୭ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଲା

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ପୁଣି ୧୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫,୪୭୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୧୬୭ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ କ୍ୱାରାଣ୍ଟାଇଈନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୭ ଲୋକାଲ କେସ୍‌ ରହିଛି।
ଆଜି ଚିହ୍ନଟ ୧୬୭ ଆକ୍ରାନ୍ତ ୧୮ ଜିଲାରୁ। ଏମାନଙ୍କ ମଧ୍ୟରୁ ଗଜପତି ଜିଲାରୁ ସର୍ବାଧିକ ୪୧ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ରାୟଗଡ଼ା ୫, ଯାଜପୁର ୫, ଖୋର୍ଦ୍ଧା ୮, ନୟାଗଡ଼ ୨, ବାଲେଶ୍ୱର ୧୩, ଜଗତ୍‌ସିଂହପୁର ୧୯, କଟକ ୩, ଢେଙ୍କାନାଳ ୯, ବରଗଡ଼ ୧, ଗଞ୍ଜାମ ୩୦, ପୁରୀ ୧, ସୁନ୍ଦରଗଡ଼ ୪, ବଲାଙ୍ଗୀର ୧, ମୟୂରଭଞ୍ଜ ୧୪, କୋରାପୁଟ ୧, ଝାରସୁଗୁଡ଼ା ୩, କେନ୍ଦ୍ରାପଡ଼ାରୁ ୭ଜଣ ରହିଛନ୍ତି।
ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୫୪୭୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୮୬୩ ଜଣ ସୁସ୍ଥ ହୋଇଥିବା ବେଳେ ୧୫୮୩ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏସବୁ ୫ କାରଣ ଯୋଗୁ କରୋନା ପୁଣି ହେଉଛି ବେକାବୁ

ନୂଆଦିଲ୍ଲୀ,୭।୩: ଦେଶରେ କରୋନା ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ମହାରାଷ୍ଟ୍ର, ମଧ୍ୟପ୍ରଦେଶ ଆଦି କେତେକ ରାଜ୍ୟର କିଛି ଅଞ୍ଚଳରେ ସରକାରଙ୍କ ପକ୍ଷରୁ କଡ଼ା...

ହେଲ୍‌ମେଟ ପାଇଁ ଗର୍ଭବତୀଙ୍କୁ ରାସ୍ତାରେ ଚଲାଇବା ଘଟଣା: ଥାନା ଓଆଇସିଙ୍କୁ ବହିଷ୍କାର ଲାଗି ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୫।୪(ବ୍ୟୁରୋ): ହେଲମେଟ୍‌ ପିନ୍ଧି ନ ଥିବାରୁ ମୟୂରଭଞ୍ଜ ଜିଲା ଶରତ ଥାନାର ଓଆଇସି ରୀନା ବକ୍ସଲା ଜଣେ ୮ମାସର ଗର୍ଭବତୀଙ୍କୁ ୩ କି.ମି. ଚଲାଇବା ଘଟଣାକୁ...

ଆଜି ରାଜ୍ୟରୁ ୧୩୪ ପଜିଟିଭ୍‌ ଚିହ୍ନଟ, କମୁନି ସ୍ଥାନୀୟ ସଂକ୍ରମଣ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ସୋମବାର ରାଜ୍ୟରେ ୧୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୩,୪୪୪ରେ ପହଞ୍ଚିଥିବା ରାଜ୍ୟ ସୂଚନା...

ସ୍ବାସ୍ଥ୍ୟସେବାରେ ଉନ୍ନତି ଆଣିଲେ ପୁରସ୍କାର: ଡାକ୍ତର, ଅନ୍ୟ କର୍ମଚାରୀଙ୍କୁ ମିଳିବ ଆର୍ଥିକ ପୁରସ୍କାର

ଭୁବନେଶ୍ୱର, ୨୯ା୧୦(ବ୍ୟୁରୋ): ସ୍ବାସ୍ଥ୍ୟସେବାରେ ସ୍ବଚ୍ଛତା ଆଣିବାକୁ ୫ଟି କାର୍ଯ୍ୟକ୍ରମ ମାଧ୍ୟମରେ କିଛିଦିନ ତଳେ ସଚିବମାନେ ବିଭିନ୍ନ ଡାକ୍ତରଖାନା ଗସ୍ତ କରି ଦୃଢ଼ କାର୍ଯ୍ୟାନୁଷ୍ଠାନ ନେଉଥିଲେ। ସରକାରଙ୍କ...

କଥା ବଦଳାଇଲେ ସୁର: କହିଲେ ‘ବିରୋଧୀ ଦଳ କଂଗ୍ରେସ ଭବନକୁ ବାଉନ୍ସର ପଠାଇଥାଇପାରନ୍ତି’

ଭୁବନେଶ୍ୱର,୨୧।୧(ବ୍ୟୁରୋ): କଂଗ୍ରେସ ଭବନରେ ବାଉନ୍ସର ପ୍ରବେଶ ଘଟଣାକୁ ପ୍ରଥମେ ବିଧାୟକ ସୁର ରାଉତରାୟ ତୀବ୍ର ବିରୋଧ କରିଥିବା ବେଳେ ମଙ୍ଗଳବାର ନିଜ କଥାକୁ ବଦଳାଇଛନ୍ତି। ପ୍ରସଙ୍ଗରେ...

ଗଛ ଉପରେ ସେଲ୍ଫ କ୍ୱାରାଣ୍ଟାଇନ୍‌ରେ ରହିଲେ ବାହାର ରାଜ୍ୟରୁ ଫେରିଥିବା ଶ୍ରମିକ

ପୁରୁଲିଆ,୨୮।୩: ସମସ୍ତଙ୍କୁ ଡରାଉଛି କରୋନା ଭାଇରସର ସଂକ୍ରମଣ। ତେବେ ବିଦେଶରୁ ଫେରିଥିବା ଲୋକେ କ୍ୱାରାଣ୍ଟାଇନ୍‌ରେ ରହିବାକୁ ସରକାର ପରାମର୍ଶ ଦେଇଛନ୍ତି। ଏମିତି କରାଗଲେ ସଂକ୍ରମଣକୁ ରୋକାଯାଇ...

ବିଆର୍‌ପିଏଲ୍‌ ବିରୋଧରେ ଏନ୍‌ଜିଟି ମାମଲା: ଏସ୍‌ପିସିବିର ଲୋକଦେଖାଣିଆ ତଦନ୍ତ

ଯାଜପୁର ଅଫିସ/କଳିଙ୍ଗନଗର, (ଡି.ଏନ.ଏ.),୨୫ା୬: ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି)ର ନିର୍ଦ୍ଦେଶ ଅନୁସାରେ କଳିଙ୍ଗନଗର ବ୍ରାହ୍ମଣୀ ରିଭର୍ସ ପେଲେଟ ଲିଃ(ବିଆର୍‌ପିଏଲ୍‌) କାରଖାନାରେ ଗୁରୁବାର ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ...

ଗଣିତରେ କପି କରି ଧରାପଡ଼ିଲେ ୨୮ ପରୀକ୍ଷାର୍ଥୀ

ଢେଙ୍କାନାଳ ଅଫିସ, ୨୬ା୨: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପରିଚାଳିତ ମାଟ୍ରିକ ପରୀକ୍ଷାରେ ବୁଧବାର ଗଣିତ ବିଷୟରେ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଢେଙ୍କାନାଳ ଜିଲାରେ ୨୮...

Advertisement
Archives

Model This Week