CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ ଭଦ୍ରକର ୨ ଜଣ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ ସୁସ୍ଥ ହୋଇଥିବା ବେଳେ ୧୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri