CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା

ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ ମଧ୍ୟରେ ୧୯ ଜଣ ଗଞ୍ଜାମ ଜିଲାର ହୋଇଥିବା ବେଳେ ୫ ଜଣ କେନ୍ଦ୍ରାପଡ଼ାର ଏବଂ ଭଦ୍ରକର ୨ ଜଣ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୨ ଜଣ ସୁସ୍ଥ ହୋଇଥିବା ବେଳେ ୧୮୧ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆସୁଛନ୍ତି ମୋଦି

ଭୁବନେଶ୍ୱର,୨୫।୧୦ (ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଦିନିକିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ସେ ଅପରାହ୍ନ ୨ଟା ୪୫ ମିନିଟ୍‌ ସମୟରେ ଉତ୍ତରପ୍ରଦେଶର ବାରାଣସୀ…

ଆନ୍ଧ୍ରରେ ମାଡ଼ହେବ ବାତ୍ୟା, ଓଡ଼ିଶାରେ ବର୍ଷା

ଭୁବନେଶ୍ୱର,୨୫ା୧୦(ବନ୍ଦନା ସେଠୀ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ଇତିମଧ୍ୟରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ରାତିରେ ଅବପାତରେ ପରିଣତ ହୋଇଛି। ଏହା ଅଧିକ ଘନୀଭୂତ ହୋଇ ରବିବାର…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

‘ମୁଁ ଫୋନ୍ କରୁଥିଲି କିନ୍ତୁ…’… ବିରାଟ କୋହଲିଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ DCର କୋଚ୍

ନୂଆଦିଲ୍ଲୀ,୨୪।୧୦: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ବିରାଟ କୋହଲିଙ୍କ ବିରୋଧରେ ପୁଣିଥରେ ଏକ ବଡ଼ ଅଭିଯୋଗ ଆସିଛି। ପୂର୍ବତନ ଭାରତୀୟ ସ୍ପିନର୍…

ଆସୁଛି ବାତ୍ୟା: ଇନ୍ଦ୍ରାବତୀର ୨ ଗେଟ୍‌ ଖୋଲିଲା

ନବରଙ୍ଗପୁର,୨୪।୧୦: ସମ୍ଭାବ୍ୟ ବାତ୍ୟା ଏବଂ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଇନ୍ଦ୍ରାବତୀ ଜଳଭଣ୍ଡାରର ୨ଟି ଗେଟ୍‌ ଖୋଲାଯାଇଛି। ଡ୍ୟାମ୍‌ର ୩ ଓ ୬ ନମ୍ବର ଗେଟ୍‌ରୁ ୧୩୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?