CORONAVIRUS UPDATE: ରାଜ୍ୟରେ ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୮୭୬

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ସୋମବାର ପୁଣି ନୂଆ ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ୨୨ଟି ଜିଲାରେ କରୋନା କାୟା ବିସ୍ତାର କରିସାରିଥିବା ବେଳେ ଆଜି କନ୍ଧମାଳ ଏହି ତାଲିକାରେ ଯୋଡ଼ି ହୋଇଛି। ଫଳରେ ୨୩ ଜିଲାକୁ ଛୁଇଁଛି କରୋନା। ସେଥିମଧ୍ୟରୁ ଯାଜପୁର ୧୬, ଗଞ୍ଜାମ ୧୫, ପୁରୀ ୪, କେନ୍ଦ୍ରାପଡ଼ା ୩, ନୟାଗଡ଼ ୩, କନ୍ଧମାଳ ୨, ବଲାଙ୍ଗୀର ୨, ବୌଦ୍ଧ ୧, କଟକ ୧, ଖୋର୍ଦ୍ଧାରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ୍‌ ୮୭୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୬୫୨ ଚିକିତ୍ସାଧୀନ ଅଛନ୍ତି। ୨୨୦ ସୁସ୍ଥ ହୋଇଥିବା ବେଳେ ୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଢିଙ୍କିଆ ଯିବେ ମୁଖ୍ୟମନ୍ତ୍ରୀ, ଓଡ଼ିଶାର ଶିଳ୍ପ ଉନ୍ନତିରେ ଏକ ବଡ଼ ପଦକ୍ଷେପ

ଭୁବନେଶ୍ୱର,୨୭।୫:  ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବୁଧବାର ଜଗତସିଂହପୁର ଜିଲାର ଢିଙ୍କିଆ ଗସ୍ତ କରିବେ। ସେଠାରେ ଜେଏସ୍‌ଡବ୍ଲ୍ୟୁ ଉତ୍କଳ ଷ୍ଟିଲ୍ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବେ।ଏହି କାର୍ଯ୍ୟକ୍ରମରେ ଶିଳ୍ପମନ୍ତ୍ରୀ…

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଘରେ ପଶିଲା ଇଡି: ୧୨ଟି ସ୍ଥାନରେ ଚଢାଉ

ଥିରୁଭାନନ୍ତପୁରମ,୨୭।୫:କେରଳର ପୂର୍ବତନ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନଙ୍କ ବାସଭବନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରୁଛି। ଏହି ଚଢାଉଗୁଡ଼ିକ ଏକ ମନି ଲଣ୍ଡରିଂ ମାମଲା ସହିତ ଜଡିତ। ଇଡି ପିନାରାଇ…

ରାଜଧାନୀରେ ଏନ୍‌କାଉଣ୍ଟର୍: ଡ୍ରଗ୍ସ ଡିଲ୍‌ ବେଳେ ବାଜିଲା ଗୁଳି , କୁଖ୍ୟାତ ଡ୍ରଗ୍ସ ମାଫିଆ ପପୁନ୍ ମାଝୀ ଗୁରୁତର

ଭୁବନେଶ୍ୱର,୨୭।୫:ରାଜଧାନୀରେ ଏନ୍‌କାଉଣ୍ଟର। ସକାଳୁ ସକାଳୁ ବାଜିଲା ଗୁଳି। ରାଜଧାନୀରେ କମିଶନରେଟ୍‌ ପୋଲିସ୍‌ ଓ କୁଖ୍ୟାତ ଡ୍ରଗ୍ସ ମାଫିଆ ମଧ୍ୟରେ ଗୁଳି ବିନିମୟ ହୋଇଥିଲା। ଏଥିରେ ଡ୍ରଗ୍ସ ମାଫିଆ…

ତୋରଣ ନିର୍ମାଣରେ ଅନିୟମିତତା ଅଭିଯୋଗ: ଭିଜିଲାନ୍ସ ତଦନ୍ତ ଦାବି

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଥାନାଛକ ସମ୍ମୁଖରେ ନିର୍ମିତ ଧନୁଯାତ୍ରା ମହୋତ୍ସବର ସ୍ଥାୟୀ ତୋରଣ ଭାଙ୍ଗିଯିବା ଘଟଣାକୁ ନେଇ ଅସନ୍ତୋଷ ତେଜିବାରେ ଲାଗିଛି। ନିମ୍ନମାନର କାମ ହୋଇଥିବା ଯୋଗୁ…

ସିମନବାଡିରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ: ଭାଇଚାରା ପାଇଁ…

ଦାରିଙ୍ଗବାଡି,୨୭।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପାଟ୍ଟଖଣ୍ଡା ଖେଳ ପଡିଆଠାରେ ବ୍ଲକସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ ଉଦଘାଟିତ ହୋଇଯାଇଛି। ଏହାକୁ ଜି. ଉଦୟଗିରି ନିର୍ବାଚନ ମଣ୍ଡଳୀ…

ଜିଦିରୁ ବଢ଼ୁଛି ଉତ୍ତେଜନା

ଇରାନ୍‌ ସହ ଶାନ୍ତିଚୁକ୍ତି ବିଳମ୍ବ ହେବା ଦେଖି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ କ୍ଷୁବ୍ଧ ହୋଇ ତେହରାନ ଉପରେ ପୁନଶ୍ଚ ଆକ୍ରମଣ କରିବେ ବୋଲି କିଛିଦିନ ହେବ…

ସୌଜନ୍ୟତା ଭୁଲିଗଲେ ଜିଲାପାଳ: ପୂର୍ବତନ ଏମ୍‌ପିଙ୍କୁ ଚୌକି ଦେଲେନାହିଁ, ଠିଆ ହୋଇ କହିଲେ

ବଲାଙ୍ଗୀର/ଲୋଇସିଂହା,୨୭ା୫(ବୀରେନ୍ଦ୍ର କୁମାର ଝାଙ୍କର/ ସୁଶାନ୍ତ ବାରିକ):ପୂର୍ବତନ ଏମପି ତଥା ବର୍ଷୀୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ସାମାଜିକ ଗଣମାଧ୍ୟମରେ ଚର୍ଚ୍ଚାର…

ପୁଣି ବଢିଲା ଲୋକଙ୍କ ଚିନ୍ତା: ଜାରି ହେଲା ପେଟ୍ରୋଲ- ଡିଜେଲର ନୂଆ ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ…

ନୂଆଦିଲ୍ଲୀ, ୨୭।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର କ୍ରମାଗତ ବୃଦ୍ଧି ପାଉଥିବା ମୂଲ୍ୟ ସାଧାରଣ ଲୋକଙ୍କ ଚିନ୍ତାକୁ ବୃଦ୍ଧି କରିଛି। ଗତ ଦୁଇ ସପ୍ତାହ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri