CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬, ଗଞ୍ଜାମରୁ ୫, ଖୋର୍ଦ୍ଧା ୩, ବାଲେଶ୍ୱରରୁ ୩, ଭଦ୍ରକରୁ ୩, କେନ୍ଦୁଝରରୁ ୩, ପୁରୀରୁ ୩, ବଲାଙ୍ଗୀରରୁ ୨ ଏବଂ ସୁନ୍ଦରଗଡ଼ରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୮୦ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ଜଣେ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଏବଂ ଆଉ ୫ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୧୮୯ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ୭୮୯ ଜଣ ଚିକିତ୍ସାଧୀନ ଅଛନ୍ତି। ୩୯୩ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭାବନୀୟ! ପିଲା ଚୋର ସନ୍ଦେହରେ ଫେଲୋଶିପ୍ କରିଥିବା ଯୁବତୀ-ସହଯୋଗୀଙ୍କୁ ଦୁର୍ବ୍ୟବହାର ସହ ଆକ୍ରମଣ,

କଲ୍ୟାଣସିଂହପୁର, ୧୬।୬(ଦୀପକ କୁମାର ପରିଡା ): ରାୟଗଡ଼ାରୁ ଏକ ଅଭାବନୀୟ ଖବର ସାମ୍ନାକୁ ଆସିଛି, ଯେଉଁଠି ପିଲା ଚୋର ସନ୍ଦେହରେ ଫେଲୋଶିପ୍ ଜଣେ ଯୁବତୀ ଓ ତାଙ୍କ…

ବଢିପାରେ ସ୍କୁଲ ଛୁଟି ଅବଧି! ରାଜ୍ୟ ସରକାର ନେବେ ବଡ଼ ନିଷ୍ପତ୍ତି…

ଭୁବନେଶ୍ୱର,୧୬।୬: ମୌସୁମୀରେ ପ୍ରତିବନ୍ଧକ ସାଜୁଛି କି ଏଲ ନି ନୋ?  କେବଳ ରାଜ୍ୟ ନୁହେଁ ସାରା ଦେଶରେ ଏଭଳି ସ୍ଥିତି ।ଏବେ ବି ଦିନରେ ଖରା ଗରମ…

ମମତାଙ୍କ ପରେ ଉଦ୍ଧବଙ୍କ ପାଳି, ଦଳ ଛାଡିବେ ୧୬ ବିଧାୟକ ୭ ଏମପି…

ମୁମ୍ୱାଇ,୧୬।୬: ମହାରାଷ୍ଟ୍ରର ପୂର୍ୱତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ନେତୃତ୍ୱାଧୀନ ଶିବସେନା(ୟୁବିଟି) ପୁଣିଥରେ ଭାଙ୍ଗିପାରେ ବୋଲି ଚର୍ଚ୍ଚା ହେଉଛି। ୧୪ରୁ ୧୬ ଜଣ ବିଧାୟକ ଏବଂ ୭ ଜଣ…

ରାତି ପାହିଲେ ଖୋଲିବ ସ୍କୁଲ, କାଳବୈଶାଖୀ ଯୋଗୁ ଉଡିଯାଇଛି ୩ ଶ୍ରେଣୀ ଗୃହ ଛପର; ଚିନ୍ତାରେ ବିଦ୍ୟାର୍ଥୀ

ତୁମୁଡିବନ୍ଧ, ୧୬।୬ (ଦିପକ କୁମାର ପରାସେଠ): କାଳବୈଶାଖୀର ସାଙ୍ଘାତିକ ପ୍ରଭାବ ଯୋଗୁ କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ମାଲିପଡ଼ା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ (ୟୁପି ସ୍କୁଲ)ର ଶିକ୍ଷାଦାନ…

ତିଖିରି ସରପଞ୍ଚ ଚାମେଲିଙ୍କୁ ମିଳିଲା ଜାମିନ୍‌, କୋର୍ଟ ଦେଲେ ଏଭଳି ନିର୍ଦ୍ଦେଶ

କେନ୍ଦ୍ରାପଡ଼ା/ମହାକାଳପଡା, ୧୬।୬ (ଜଗନ୍ନାଥ ଧଳ/ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଛି। ପୋଲିସକୁ ଆକ୍ରମଣ କରିବା ଭଳି…

ଟ୍ରେସ୍‌ ମ୍ୟାପ୍‌ ପାଇଁ ଲାଞ୍ଚ ମାଗି ଫସିଗଲେ କୋସାଗୁଡ଼ା RI; ମାଡ଼ି ବସିଲା ଭିଜିଲାନ୍ସ, ଦୁଇ ସ୍ଥାନରେ ଚାଲିଛି…

କୋରାପୁଟ,୧୬।୬(ଅମିତାଭ ବେହେରା): କୋରାପୁଟ ଜିଲାରେ ପୁଣି ଜଣେ ସରକାରୀ କର୍ମଚାରୀ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ବୋରିଗୁମ୍ମା ତହସିଲ ଅଧୀନ କୋସାଗୁଡ଼ା ଆର୍‌ଆଇ(RI) ସର୍କଲର ରେଭିନ୍ୟୁ ଇନ୍ସପେକ୍ଟର (ଆର୍‌ଆଇ)…

ଦ୍ରୁତ ଗତିରେ ଆସୁଥିଲେ, ମୁହାଁମୁହିଁ ପିଟି ହୋଇଗଲେ ଦୁଇ ବାଇକ୍‌; ଚାଲିଗଲା ୨ ଜୀବନ, ୩ ଜଣ…

ବଞ୍ଚୋ, ୧୬।୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ବଞ୍ଚୋ ଛକ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦ୍ରୁତଗତିରେ ଆସୁଥିବା ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ…

୧୬ମାସ ପରେ ଟ୍ରମ୍ପଙ୍କୁ ଭେଟିଲେ ମୋଦି, ଦେଖୁଦେଖୁ କରିଦେଲେ…

ନୂଆଦିଲ୍ଲୀ,୧୬।୬: ଫ୍ରାନ୍ସର ଏଭିଆନଠାରେ ଆୟୋଜିତ G7 ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri